Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସ୍କୁଲ ପାଇଁ କେନ୍ଦ୍ର ସରକାର ଖର୍ଚ୍ଚ କରିବେ ୫୪,୦୬୧ କୋଟି ଟଙ୍କା, ୮୦ କୋଟି ଛାତ୍ରଛାତ୍ରୀ ହେବେ ଉପକୃତ
ଜାତୀୟ ଖବର

ସ୍କୁଲ ପାଇଁ କେନ୍ଦ୍ର ସରକାର ଖର୍ଚ୍ଚ କରିବେ ୫୪,୦୬୧ କୋଟି ଟଙ୍କା, ୮୦ କୋଟି ଛାତ୍ରଛାତ୍ରୀ ହେବେ ଉପକୃତ

September 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍କୁଲ ପାଇଁ କେନ୍ଦ୍ର ସରକାର ଖର୍ଚ୍ଚ କରିବେ ୫୪,୦୬୧ କୋଟି ଟଙ୍କା, ୮୦ କୋଟି ଛାତ୍ରଛାତ୍ରୀ ହେବେ ଉପକୃତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ ବିଦ୍ୟାଳୟରେ କେନ୍ଦ୍ରୀୟ ପ୍ରାୟୋଜିତ ରାଷ୍ଟ୍ରୀୟ ଯୋଜନା ପିଏମ ପୋଷଣର ବିସ୍ତାର,ସଂଶୋଧନ,ପରିବର୍ତ୍ତନକୁ ଅନୁମୋଦନ କରିଛନ୍ତି। ଏହି ଯୋଜନା ୨୦୨୧-୨୨ ରୁ ୨୦୨୫-୨୬ ପର୍ଯ୍ୟନ୍ତ ପରବର୍ତ୍ତୀ ପାଞ୍ଚ ବର୍ଷ ପାଇଁ କାର୍ଯ୍ୟକାରୀ ହେବ।

ଯୋଜନା ପାଇଁ କେନ୍ଦ୍ର ସରକାର ୫୪୦୬୧.୭୩ କୋଟି ଟଙ୍କା ଏବଂ ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶ ସରକାରମାନେ ସରକାର ୩୧,୭୩୩.୧୭ କୋଟି ଟଙ୍କା ଖର୍ଚ୍ଚ କରିବେ। ଖାଦ୍ୟ ଶସ୍ୟ ବାବଦରେ କେନ୍ଦ୍ର ସରକାରଙ୍କୁ ଅତିରିକ୍ତ ୪୫,୦୦୦ କୋଟି ଟଙ୍କାର ଅତିରିକ୍ତ ଖର୍ଚ୍ଚ ବହନ କରିବାକୁ ପଡ଼ିବ। ତେଣୁ ଏହି ଯୋଜନାରେ ମୋଟ ୧,୩୦,୭୯୪.୯୦ କୋଟି ଟଙ୍କା ଖର୍ଚ୍ଚ କରାଯିବ।

୨୦୨୧-୨୨ ଠାରୁ ୨୦୨୫-୨୬ ପର୍ଯ୍ୟନ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟମାନଙ୍କରେ ଦିନକୁ ଗୋଟିଏ ଓଳି ଗରମ ରନ୍ଧା ଖାଦ୍ୟ ଯୋଗାଇ ଦେବା ପାଇଁ ପିଏମ ପୋଷଣ ଯୋଜନାକୁ ସିସିଇଏ ପକ୍ଷରୁ ଅନୁମୋଦନ କରାଯାଇଛି। ଏହା ଏକ କେନ୍ଦ୍ରୀୟ ପ୍ରାୟୋଜିତ ଯୋଜନା ଯେଉଁଥିରେ ଦେଶର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ପ୍ରଥମରୁ ଆରମ୍ଭ କରି ସପ୍ତମ ଶ୍ରେଣୀ ପର‌୍ୟ୍ୟନ୍ତ ଛାତ୍ରଛାତ୍ରୀ ସାମିଲ କରାଯାଇଛି। ପୂର୍ବରୁ ଏହା ‘ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପାଇଁ ଜାତୀୟ ଯୋଜନା’ ବା ମଧ୍ୟାହ୍ନ ଭୋଜନ ଯୋଜନା ନାମରେ ଏହା ପରିଚିତ ଥିଲା।

ଦେଶର ୧୧.୨୦ ଲକ୍ଷ ବିଦ୍ୟାଳୟରେ ପାଠପଢ଼ୁଥିବା ୧୧.୮୦ କୋଟି ଛାତ୍ରଛାତ୍ରୀ ଏହି ଯୋଜନାରେ ସାମିଲ ଅଛନ୍ତି। ୨୦୨୦-୨୧ରେ, ଭାରତ ସରକାର ଏହି ଯୋଜନାରେ ଖାଦ୍ୟଶସ୍ୟ ପାଇଁ ୧୧, ୫୦୦ କୋଟି ଟଙ୍କା ସମେତ ୨୪,୪୦୦ କୋଟି ଟଙ୍କାରୁ ଅଧିକ ନିବେଶ କରିଥିଲେ।

school ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

LAC ପ୍ରସଙ୍ଗରେ ଚୀନକୁ ଜବାବ ଦେଲେ ଡୋଭାଲ!: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 26, 2026

ହାଇଦ୍ରାବାଦ-ବିଜୟୱାଡା ରାଜପଥରେ ଭୟଙ୍କର ଦୁର୍ଘଟଣା: ୬ ମୃତ; ୨୦ ଗୁରୁତର

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026
Latest News

MMDR ଆଇନ ପ୍ରତ୍ୟାହାର ଦାବୀରେ ଇଣ୍ଡିଆ ମେଣ୍ଟର ଧାରଣା

August 26, 2026

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଚଢ଼ାଉ: ଦୁଇ କାର୍ ସହ ୬୮ କେଜି ଗଞ୍ଜେଇ ଜବତ

August 26, 2026

କଲେଜରେ ଏଣିକି ବାୟୋମେଟ୍ରିକ୍ ଉପସ୍ଥାନ: ୧୦ ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେଲା ପାଇଲଟ୍ ପ୍ରକଳ୍ପ

August 26, 2026

ଭିଜିଲାନ୍ସ ଜାଲରେ ପୂର୍ବତନ କଲେଜ ଅଧ୍ୟକ୍ଷ: ଅଢେଇ କୋଟି ଟଙ୍କା ହେରଫେର ଅଭିଯୋଗ

August 26, 2026

ଇସଲାମାବାଦ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ: ୧୫ ନବଜାତ ଶିଶୁଙ୍କ ମୃତ୍ୟୁ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.