Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପିପିଲି ଉପନିର୍ବାଚନର ଭୋଟ ଫଳାଫଳ ସଂପର୍କରେ ଜାଣନ୍ତୁ ଏହି ୨୦ଟି ରୋଚକ କଥା
ବିଶେଷ ଖବର

ପିପିଲି ଉପନିର୍ବାଚନର ଭୋଟ ଫଳାଫଳ ସଂପର୍କରେ ଜାଣନ୍ତୁ ଏହି ୨୦ଟି ରୋଚକ କଥା

October 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପିପିଲି ଉପନିର୍ବାଚନର ଭୋଟ ଫଳାଫଳ ସଂପର୍କରେ ଜାଣନ୍ତୁ ଏହି ୨୦ଟି ରୋଚକ କଥା

ଭୁବନେଶ୍ବର: ଶେଷରେ ପିପିଲି ଉପନିର୍ବାଚନ ଶେଷ ହୋଇଛି, ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏହି ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୦ ହଜାର ୯୧୬ ଭୋଟରେ ପରାସ୍ତ କରିଛନ୍ତି।  ତେବେ ଏହି ନିର୍ବାଚନର ଫଳାଫଳକୁ ନେଇ ଆସନ୍ତୁ ଜାଣିବା ଏହି ୨୦ଟି କଥା।

ପିପିଲିର ମୋଟ ଭୋଟର ସଂଖ୍ୟା- ୨ ଲକ୍ଷ ୨୯ ହଜାର ୫୮୩

ମୋଟ ପୁରୁଷ ଭୋଟର ସଂଖ୍ୟା- ୧ ଲକ୍ଷ ୧୯ ହଜାର ୨୦

ମୋଟ ମହିଳା ଭୋଟର ସଂଖ୍ୟା- ୧ ଲକ୍ଷ ୧୦ ହଜାର ୫୬୨

ପିପିଲି ଉପନିର୍ବାଚନରେ ମୋଟ ଭୋଟ ଗ୍ରହଣ- ୧ ଲକ୍ଷ ୮୦ ହଜାର ୯୩୦

ମୋଟ ପୋଷ୍ଟାଲ ବାଲାଟ- ୮୯୩ ଭୋଟ

ମୋଟ ବୈଧ ଭୋଟ ସଂଖ୍ୟା -୧ ଲକ୍ଷ ୮୦ ହଜାର ୯୯

ମୋଟ ରିଜେକ୍ଟ ହୋଇଥିବା ଭୋଟ- ୧୩୬ ଖଣ୍ଡ

ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିଥିବା ମୋଟ ପ୍ରାର୍ଥୀଙ୍କ ସଂଖ୍ୟା- ୧୦

ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ଭୋଟ- ୯୬,୯୭୨ ଖଣ୍ଡ

ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଭୋଟ- ୭୬,୦୫୬ ଖଣ୍ଡ ଭୋଟ

କଂଗ୍ରେସ ପ୍ରାର୍ଥୀ ବିଶ୍ବକେସନ ହରିଚନ୍ଦନ ମହାପାତ୍ରଙ୍କ ଭୋଟ- ୪୨୬୧ ଖଣ୍ଡ

ସିପିଆଇ ପ୍ରାର୍ଥୀ ଅଶୋକ ପ୍ରଧାନଙ୍କ ଭୋଟ ସଂଖ୍ୟା- ୮୯୮ ଖଣ୍ଡ

ଅଖିଳ ଭାରତ ହିନ୍ଦୁ ମହାସଭା ପ୍ରାର୍ଥୀ ଜୟ ପ୍ରକାଶ ସେଠୀଙ୍କ ଭୋଟ- ୪୫୫

କଳିଙ୍ଗ ସେନା ପ୍ରାର୍ଥୀ ପିଙ୍କଲିନ ମହାନ୍ତିଙ୍କ ଭୋଟ ସଂଖ୍ୟା- ୧୫୬ ଭୋଟ

ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ପ୍ରାର୍ଥୀ ମହମ୍ମଦ ଇମାନୁଉଦ୍ଦିନ ୨୪୪ ଭୋଟ

ଏହି ନିର୍ବାଚନରେ ଛିଡା ହୋଇଥିବା ମୋଟ ସ୍ବାଧୀନ ପ୍ରାର୍ଥୀ ସଂଖ୍ୟା- ୩ ଜଣ

ସ୍ବାଧୀନ ପ୍ରାର୍ଥୀ ନାଗେନ୍ଦ୍ର ନାଥ ମିଶ୍ରଙ୍କ ଭୋଟ- ୪୧୪,

ସ୍ବାଧୀନ ପ୍ରାର୍ଥୀ ସୁଲୋଚନା ସାହୁଙ୍କ ଭୋଟ-  ୨୬୬

ସ୍ବାଧୀନ ପ୍ରାର୍ଥୀ ସ୍ବପ୍ନେଶ୍ବର ନାୟକଙ୍କ ଭୋଟ- ୩୭୭

ନୋଟାରେ ପଡିଥିବା ମୋଟ ଭୋଟ ସଂଖ୍ୟା-୮୩୧ ଖଣ୍ଡ

ଆଶ୍ରିତ ପଟ୍ଟନାୟକ ପିପିଲି ଉପନିର୍ବାଚନ ବିଜେଡି ରୁଦ୍ରପ୍ରତାପ ମହାରଥୀ
Share. Facebook Twitter LinkedIn Email WhatsApp Copy Link

Related Posts

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ସିଏସ୍‌ଆର୍ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଧର୍ମେନ୍ଦ୍ର ପ୍ରଧାନ

October 11, 2026

ମା’ ସମଲେଶ୍ୱରୀଙ୍କ ଦର୍ଶନ କଲେ ରାଜ୍ୟପାଳ, ବୁଲି ଦେଖିଲେ ହୀରାକୁଦ ଡ୍ୟାମ୍

October 11, 2026

ଐତିହାସିକ ହୀରାକୁଦ ଡ୍ୟାମ୍ ପରିଦର୍ଶନ କଲେ ରାଜ୍ୟପାଳ

October 11, 2026
Latest News

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.