Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶାରେ ଆରମ୍ଭ ହେବ ଭୋଟର ସଂଶୋଧନ ପକ୍ରିୟା, ଜାଣନ୍ତୁ କେମିତି କରିବେ ଆବେଦନ
ବିଶେଷ ଖବର

ଓଡିଶାରେ ଆରମ୍ଭ ହେବ ଭୋଟର ସଂଶୋଧନ ପକ୍ରିୟା, ଜାଣନ୍ତୁ କେମିତି କରିବେ ଆବେଦନ

October 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ଆରମ୍ଭ ହେବ ଭୋଟର ସଂଶୋଧନ ପକ୍ରିୟା, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ବର: ଓଡିଶାରେ ଭୋଟର ସଂଶୋଧନ ପକ୍ରିୟା ଆରମ୍ଭ ହେବ। ଏନେଇ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି। ଯେଉଁମାନଙ୍କର ବୟସ ଆସନ୍ତା ଜାନୁୟାରୀ 1 ତାରିଖ ସୁଦ୍ଧା 18 ବର୍ଷ କିମ୍ବା ତଦୁର୍ଦ୍ଧ ହେଉଛି ସେମାନେ ନାମ ପଂଜୀକରଣ ପାଇଁ ଆବେଦନ କରିପାରିବେ।

ଏଥିସହିତ ଯେଉଁମାନେ ଠିକଣା ପରିବର୍ତ୍ତନ କରିବାକୁ ଚାହିଁବେ କିମ୍ବା କିଛି ସଂଶୋଧନ କରିବାକୁ ଚାହିଁବେ ସେମାନେ ଏହି ପକ୍ରିୟାରେ ଭାଗ ନେଇପାରିବେ। ତେବେ ଏହି ସଂଶୋଧନ ପକ୍ରିୟା ଆସନ୍ତା ନେଭେମ୍ବ 1 ତାରିଖରୁ ଆରମ୍ଭ ହୋଇ 30 ତାରିଖ ପର୍ଯ୍ୟନ୍ତ ଚାଲିବ।

କେମିତି କରିବେ ଆବେଦନ

ଯେଉଁମାନେ ଭୋଟର ଲିଷ୍ଟକୁ ସଂଶୋଧନ ବା ନାମ ଯୋଗ କରିବାକୁ ଚାହୁଁଛନ୍ତି ସେମାନେ ଏସବୁ ମାଧ୍ୟମରେ ଆବେଦନ କରିପାରିବେ।

1- ଭୋଟର ତାଲିକାରେ ସଂଶୋଧନ କରିବାକୁ ଚାହୁଁଥିଲେ ଆପଣ ମୋବାଇଲ ଆପ ମାଧ୍ୟମରେ କରିପାରିବେ। ଆପଣ ପ୍ଲେ ଷ୍ଟୋରକୁ ଯାଇ ଭୋଟର ହେଲପଲାଇନ ଆପ ଡାଉନଲୋଡ କରି ଆବେଦନ କରିପାରିବେ।

2-ଆପଣ ଅନଲାଇନରେ ମଧ୍ୟ ଏହି ଆବେଦନ କରିପାରିବେ। ସେଥିପାଇଁ www.voterportal.eci.gov.in  କିମ୍ବା www.nvsp.in ରେ ଲଗଅନ କରି ଆବେଦନ କରିପାରିବେ।

3- ଭୋଟର ସହାୟତା କେନ୍ଦ୍ର ମାଧ୍ୟମରେ ମଧ୍ୟ ଆପଣ ଏହି ସଂଶୋଧନ ପାଇଁ ଆବେଦନ କରିପାରିବେ।

ଏ ସଂପର୍କରେ ଅଧିକ ଜାଣିବା ପାଇଁ ଆପଣ ଭୋଟର ହେଲପ ଲାଇନ 1950 କୁ ଫୋନ କରି ମଧ୍ୟ ସମସ୍ତ ତଥ୍ୟ ବୁଝିପାରିବେ।

ଭୋଟର ସଂଶୋଧନ
Share. Facebook Twitter LinkedIn Email WhatsApp Copy Link

Related Posts

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026
Latest News

ଏଆଇ ଯୁଗ କେବଳ ଅପଗ୍ରେଡ୍ ନୁହେଁ, ଏହା ଅର୍ଥନୀତି ପାଇଁ ଏକ ପୁନଃର୍ବିନ୍ୟାସ: ଜିଓ ପ୍ଲାଟଫର୍ମସ ସିଇଓ

March 6, 2026

ମାଓ ଦମନ କ୍ଷେତ୍ରରେ ଓଡିଶା ପୋଲିସକୁ ବ୍ୟାପକ ସଫଳତା ମିଳିଛି: ପୋଲିସ ମହାନିର୍ଦ୍ଦେଶକ

March 6, 2026

ଆଜି ମାର୍ଚ୍ଚ ୬ ତାରିଖ ଶୁକ୍ରବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

March 6, 2026

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.