Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୂଜା ସମୟରେ ପୂର୍ବତଟ ରେଳପଥ ପକ୍ଷରୁ ଚାଲିବ ଅତିରିକ୍ତ ବିଶେଷ ଟ୍ରେନ
ଜାତୀୟ ଖବର

ପୂଜା ସମୟରେ ପୂର୍ବତଟ ରେଳପଥ ପକ୍ଷରୁ ଚାଲିବ ଅତିରିକ୍ତ ବିଶେଷ ଟ୍ରେନ

October 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଯାତ୍ରୀମାନଙ୍କ ସୁବିଧା ପାଇଁ ଏବଂ ଆଗାମୀ ପର୍ବପର୍ବାଣିରେ ଯାତ୍ରୀମାନଙ୍କ ଅତିରିକ୍ତ ପ୍ରତିକ୍ଷ୍ୟା ସୂଚୀକୁ ଏଡ଼ାଇବାପାଇଁ ପୂର୍ବ ତଟ ରେଳପଥ ପକ୍ଷରୁ ବିଭିନ୍ନ ଗନ୍ତବ୍ୟ ସ୍ଥାନକୁ କିଛି ଅତିରିକ୍ତ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବା ପାଇଁ ବ୍ୟବସ୍ଥା କରାଯାଇଅଛି।

ପୁରୀ-ପାଟନା-ପୁରୀ ସ୍ପେଶାଲ୍ (ଟ୍ରେନ୍ ନଂ ୦୮୪୩୯/୦୮୪୪୦): ଏହି ଟ୍ରେନ୍ ଅକ୍ଟୋବର ୧୬ ତାରିଖରୁ ଅକ୍ଟୋବର ୩୧ ତାରିଖ ମଧ୍ୟରେ ପ୍ରତି ଶନିବାର ଦିନ ପୁରୀରୁ ଅପରାହ୍ନ ୨ଘ.୫୫ମି.ରେ ଛାଡିବ ଏବଂ ଫେରିବା ଦିଗରେ, ଏହା ପ୍ରତ୍ୟେକ ରବିବାର ଦିନ ଅପରାହ୍ନ ୧ଘ.୪୫ମି.ରେ ପାଟନାରୁ ଛାଡିବ। ଏହି ଟ୍ରେନରେ ଏସି-୨ ଟାୟାର, ଏସି-୩ ଟାୟାର, ସ୍ଲିପର୍ ଏବଂ ଜେନେରାଲ୍ କ୍ଲାସ୍ (ଦ୍ୱିତୀୟ ଶ୍ରେଣୀ ସିଟିଂ) କୋଚ୍ ଉପଲବ୍ଧ ଅଛି।

ବିଶାଖାପାଟନମ୍-ସିକନ୍ଦରାବାଦ-ବିଶାଖାପାଟନମ୍ ସ୍ପେଶାଲ୍ (ଟ୍ରେନ୍ ନଂ ୦୮୫୭୯/୦୮୫୮୦): ଏହି ଟ୍ରେନ୍ ଅକ୍ଟୋବର ୧୩ ତାରିଖରୁ ଅକ୍ଟୋବର ୨୮ ତାରିଖ ମଧ୍ୟରେ ପ୍ରତି ବୁଧବାର ଦିନ ବିଶାଖାପାଟନମ୍ ଠାରୁ ସନ୍ଧ୍ୟା ୭ ଘଟିକାରେ ଛାଡିବ ଏବଂ ଫେରିବା ମାର୍ଗରେ ଏହା ସିକନ୍ଦରାବାଦ ଠାରୁ ପ୍ରତି ଗୁରୁବାର ଦିନ ସନ୍ଧ୍ୟା ୭ଘଣ୍ଟା ୪୦ମି.ରେ ଛାଡିବ। ଏହି ଟ୍ରେନରେ ଏସି-୩ ଟାୟାର, ସ୍ଲିପର୍ ଏବଂ ଜେନେରାଲ୍ କ୍ଲାସ୍ (ଦ୍ୱିତୀୟ ଶ୍ରେଣୀ ସିଟିଂ) କୋଚ୍ ଉପଲବ୍ଧ ଅଛି।

ବିଶାଖାପାଟନମ୍-ତିରୁପତି-ବିଶାଖାପାଟନମ୍ ସ୍ଵତନ୍ତ୍ର (ଟ୍ରେନ୍ ନଂ ୦୮୫୮୩/୦୮୫୮୪): ଏହି ଟ୍ରେନ୍ ଅକ୍ଟୋବର ୧୮ ତାରିଖରୁ ନଭେମ୍ବର ୨ ତାରିଖ ମଧ୍ୟରେ ପ୍ରତି ସୋମବାର ଦିନ ବିଶାଖାପାଟନମ୍ ଠାରୁ ସନ୍ଧ୍ୟା ୭ଘଣ୍ଟା ୧୫ମି.ରେ ଛାଡିବ ଏବଂ ଫେରିବା ମାର୍ଗରେ ଏହା ତିରୁପତି ଠାରୁ ପ୍ରତି ମଙ୍ଗଳ ବାର ଦିନ ରାତ୍ରି ୯ଘ.୫୫ମି.ରେ ଛାଡିବ। ଏହି ଟ୍ରେନରେ ଏସି-୨ ଟାୟାର, ଏସି-୩ ଟାୟାର, ସ୍ଲିପର୍ ଏବଂ ଜେନେରାଲ୍ କ୍ଲାସ୍ (ଦ୍ୱିତୀୟ ଶ୍ରେଣୀ ସିଟିଂ) କୋଚ୍ ଉପଲବ୍ଧ ଅଛି।

ବିଶାଖାପାଟନମ୍-ସିକନ୍ଦରାବାଦ-ବିଶାଖାପାଟନମ୍ ସ୍ପେଶାଲ୍ (ଟ୍ରେନ୍ ନଂ ୦୮୫୮୫/୦୮୫୮୬): ଏହି ଟ୍ରେନ୍ ଅକ୍ଟୋବର ୧୯ ତାରିଖରୁ ନଭେମ୍ବର ୩ ତାରିଖ ମଧ୍ୟରେ ପ୍ରତି ମଙ୍ଗଳବାର ଦିନ ବିଶାଖାପାଟନମ୍ ରୁ ସନ୍ଧ୍ୟା ୫ଘ.୩୫ମି.ରେ ଛାଡିବ ଏବଂ ଫେରିବା ମାର୍ଗରେ ଏହା ସିକନ୍ଦରାବାଦ ଠାରୁ ପ୍ରତି ବୁଧବାର ଦିନ ରାତ୍ରି ୯ଘ.୦୫ମି.ରେ ଛାଡିବ। ଏହି ଟ୍ରେନରେ ଏସି-୨ ଟାୟାର, ଏସି-୩ ଟାୟାର, ସ୍ଲିପର୍ ଏବଂ ଜେନେରାଲ୍ କ୍ଲାସ୍ (ଦ୍ୱିତୀୟ ଶ୍ରେଣୀ ସିଟିଂ) କୋଚ୍ ଉପଲବ୍ଧ ଅଛି।

ହାଓଡ଼ା-ପୁରୀ – ହାଓଡ଼ା ସ୍ପେଶାଲ୍ (ଟ୍ରେନ୍ ନଂ ୦୮୧୭୯/୦୮୧୮୦): ଏହି ଟ୍ରେନ୍  ଅକ୍ଟୋବର ୦୯ ତାରିଖରୁ ନଭେମ୍ବର ୭ ତାରିଖ ମଧ୍ୟରେ ପ୍ରତ୍ୟେକ ଶନିବାର ଦିନ ହାଓଡ଼ା ଠାରୁ ରାତ୍ରି ୮ଘ.୩୫ମି.ରେ ଛାଡିବ ଏବଂ ଫେରିବା ମାର୍ଗରେ ଏହା ପୁରୀ ଠାରୁ ପ୍ରତି ରବିବାର ଦିନ ସନ୍ଧ୍ୟା ୭ଘଣ୍ଟା ୨୦ମି.ରେ ଛାଡିବ। ଏହି ଟ୍ରେନରେ ସ୍ଲିପର୍ ଏବଂ ଜେନେରାଲ୍ କ୍ଲାସ୍ (ଦ୍ୱିତୀୟ ଶ୍ରେଣୀ ସିଟିଂ) କୋଚ୍ ଉପଲବ୍ଧ ଅଛି।

ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026

ତୃତୀୟ ବିଶ୍ୱଯୁଦ୍ଧ ହେଲେ ବଞ୍ଚି ରହିବେ ଦୁଇଟି ଦେଶ!: କ’ଣ ଭାରତ ଏହି ତାଲିକାରେ ସାମିଲ?

March 9, 2026

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026
Latest News

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026

ତୃତୀୟ ବିଶ୍ୱଯୁଦ୍ଧ ହେଲେ ବଞ୍ଚି ରହିବେ ଦୁଇଟି ଦେଶ!: କ’ଣ ଭାରତ ଏହି ତାଲିକାରେ ସାମିଲ?

March 9, 2026

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.