Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦେଶରେ କରୋନା ମୃତ୍ୟୁ ୫୮୫ ହୋଇଥିବା ବେଳେ, କେବଳ କେରଳର ସଂଖ୍ୟା ସମସ୍ତଙ୍କୁ କରିଛି ଚକିତ
ଜାତୀୟ ଖବର

ଦେଶରେ କରୋନା ମୃତ୍ୟୁ ୫୮୫ ହୋଇଥିବା ବେଳେ, କେବଳ କେରଳର ସଂଖ୍ୟା ସମସ୍ତଙ୍କୁ କରିଛି ଚକିତ

October 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦେଶରେ କରୋନା ମୃତ୍ୟୁ ୫୮୫ ହୋଇଥିବା ବେଳେ, କେବଳ କେରଳର ସଂଖ୍ୟା ସମସ୍ତଙ୍କୁ କରିଛି ଚକିତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫୮୫ ହୋଇଥିବା ବେଳେ କେବଳ କେରଳର ମୃତ୍ୟୁ ସଂଖ୍ୟା ୪୮୨ ଜଣ ବୋଲି ଜଣାପଡିଛି। ଏହାଦ୍ବାରା ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫ ହଜାର ୬୫୩ କୁ ବୃଦ୍ଧି ପାଇଛି। କିଛି ମାସ ଧରି କେରଳର କରୋନା ସ୍ଥିତି ଗମ୍ଭୀର ହେବାରେ ଲାଗିଛି।

ବିଭିନ୍ନ ରାଜ୍ୟରେ ମୃତ୍ୟୁ ସଂଖ୍ୟା ମଧ୍ୟରେ କେରଳ ରାଜ୍ୟ ସର୍ବାଧିକ ରହିଛି। ଏହି ସଂଖ୍ୟାକୁ ମିଶାଇଲେ ବର୍ତ୍ତମାନ କେରଳର ମୋଟ ମୃତ୍ୟୁ ସଂଖ୍ୟା ୨୯ ହଜାର ୩୫୫ରେ ରହିଛି। ଏହି ରାଜ୍ୟକୁ ଛାଡିଦେଲେ ଅନ୍ୟ ରାଜ୍ୟର ମୃତ୍ୟୁ ସଂଖ୍ୟା ଗତ ୨୪ ଘଣ୍ଟାରେ ପଚାଶ ତଳେ ମୃତ୍ୟୁ ସଂଖ୍ୟା ରହିଛି।

ହିସାବ ଅନୁସାରେ କେରଳ ପରେ ମହାରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ଗତ ୨୪ ଘଣ୍ଟାରେ ୩୨ ଜଣଙ୍କର ହୋଇଛି। ସେହିପରି ତାମିଲନାଡୁ ଏବଂ ପଶ୍ଚିିମବଂଗରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫ ଜଣ ଲେଖାଏଁ ରହିଛି। ମିଜୋରାମରେ ୮ ଜଣ ମୃତ୍ୟୁ ବରଣ କରିଥିବା ବେଳେ କର୍ଣ୍ଣାଟକରେ ୭ ଜଣ ମୃତ୍ୟୁବରଣ କରିଛନ୍ତି। ଓଡିଶା ଏବଂ ଗୋଆରେ ୪ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି।

ଗତ ୨୪ ଘଣ୍ଟାରେ ୧୯ଟି ରାଜ୍ୟରେ କୌଣସି ମୃତ୍ୟୁ ହୋଇ ନ ଥିବାର ଜଣାପଡିଛି। ହିସାବ ଅନୁସାରେ ବର୍ତ୍ତମାନ ସମଗ୍ର ଦେଶରେ ସମୁଦାୟ ୩ କୋଟି ୩୫ ଲକ୍ଷ ୯୭ ହଜାର ୩୩୯ ଆରୋଗ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ହଜାର ୨୧ ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ଫଳରେ ଆରୋଗ୍ୟ ହାର ୯୮.୧୯ ପ୍ରତିଶତକୁ ବୃଦ୍ଧି ପାଇଛି।

india corona update କରୋନା ଅପଡେଟ୍ ଦେଶରେ କରୋନା ସ୍ଥିତି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026
Latest News

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.