Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆପଣ ଜାଣିଛନ୍ତି କି ? ବର୍ତ୍ତମାନ ଓଡିଶାରେ କେତେ ଜଣ କରୋନା ଆକ୍ରାନ୍ତ ଅଛନ୍ତି
ବିଶେଷ ଖବର

ଆପଣ ଜାଣିଛନ୍ତି କି ? ବର୍ତ୍ତମାନ ଓଡିଶାରେ କେତେ ଜଣ କରୋନା ଆକ୍ରାନ୍ତ ଅଛନ୍ତି

November 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତିରେ ସୁଧାର ଆସିବାରେ ଲାଗିଛି। ହେଲେ ସଂପୂର୍ଣ୍ଣ ନିୟନ୍ତ୍ରଣ ଅଛି ବୋଲି କହିହେବ ନାହିଁ। ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୪ ଜଣ ଅଛନ୍ତି। ସେହିପରି କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୯୧ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ୧୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥିଲା ୩୧୬ ଜଣ । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୧ ଜଣ ଥିଲେ। ଅନ୍ୟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୦ ଜଣ ଥିଲେ।

ତେବେ ସ୍ବାସ୍ଥ୍ୟ ବିଭାଗର ହିସାବ ଅନୁସାରେ ବର୍ତ୍ତମାନ ରାଜ୍ୟରେ ଏହି ନୂଆ ଆକ୍ରାନ୍ତ ସଂଖ୍ୟା ମିଶାଇଲେ ମୋଟ ୪ ହଜାର ୧୨୨ ଜଣ ସକ୍ରୀୟ ଆକ୍ରାନ୍ତ ସଂଖ୍ୟା ରହିଛି। ବର୍ତ୍ତମାନ ସୁଦ୍ଧା ମୋଟ କୋଭିଡ ଟେଷ୍ଟ ହୋଇଛି ୨ କୋଟି ୨୧ ଲକ୍ଷ ୭ ହଜାର ୯୭୭ଟି ନମୂନା। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୧୦ ଲକ୍ଷ ୨୧ ହଜାର । ଏମାନଙ୍କ ମଧ୍ୟରୁ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୯ ହଜାର ୫୮୫ ଜଣ।

corona ଓଡିଶା କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.