Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ଚଳଚିତ୍ର ପୁରସ୍କାର ଘୋଷଣା : କାଲିର ଅତୀତ ଶ୍ରେଷ୍ଠ ଚଳଚିତ୍ର, ନୀଳମାଧବ ପଣ୍ଡା ଶ୍ରେଷ୍ଠ ନିର୍ଦ୍ଦେଶକ
ବିଶେଷ ଖବର

ରାଜ୍ୟ ଚଳଚିତ୍ର ପୁରସ୍କାର ଘୋଷଣା : କାଲିର ଅତୀତ ଶ୍ରେଷ୍ଠ ଚଳଚିତ୍ର, ନୀଳମାଧବ ପଣ୍ଡା ଶ୍ରେଷ୍ଠ ନିର୍ଦ୍ଦେଶକ

November 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ଚଳଚିତ୍ର ପୁରସ୍କାର ଘୋଷଣା : କାଲିର ଅତୀତ ଶ୍ରେଷ୍ଠ ଚଳଚିତ୍ର, ନୀଳମାଧବ ପଣ୍ଡା ଶ୍ରେଷ୍ଠ ନିର୍ଦ୍ଦେଶକ

ଭୁବନେଶ୍ବର: ଆଜି ରାଜ୍ୟ ସଂସ୍କୃତି ବିଭାଗ ତରଫରୁ 31ତମ ରାଜ୍ୟ ଚଳଚିତ୍ର ପୁରସ୍କାର ତାଲିକା ଘୋଷଣା କରାଯାଇଛି। ଏଥିରେ ରାଜ୍ୟ ଚଳଚିତ୍ର କ୍ଷେତ୍ରରେ ସର୍ବୋଚ୍ଚ ପୁରସ୍କାର ସହିତ ଶ୍ରେଷ୍ଠ ଚଳଚିତ୍ର, ନିର୍ଦ୍ଦେଶକ ତଥା ଅଭିନେତାଙ୍କ ନାମ ଘୋଷଣା କରାଯାଇଛି।

ଘୋଷଣା ଅନୁସାରେ ନୀଳମାଧବ ପଣ୍ଡାଙ୍କ ନିର୍ଦ୍ଦେଶିତ ଚଳଚିତ୍ର ‘କାଲିର ଅତୀତ’ ଶ୍ରେଷ୍ଠ ଚଳଚିତ୍ର ଏବଂ ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ମନୋନିତ ହୋଇଛି।

ସେହିପରି ଖୁସି ଚଳଚିତ୍ରରେ ଭଲ ଅଭିନୟ ପାଇଁ ଅଭିନେତା ସରୋଜ ପରିଡା ଏବଂ ଅଭିନେତ୍ରୀ  କାବ୍ୟାକିରଣଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇଁ ମନୋନିତ କରାଯାଇଛି।

ସେହିପରି ଶଳାବୁଢା ଚଳଚିତ୍ରଟି ଶ୍ରେଷ୍ଠ କାହାଣୀ ଭାବେ ଏବଂ ବ୍ୟଦନାଥ ଦାସ ନାୟକର ନାମ ଦେବଦାସ ଚଳଚିତ୍ର ପାଇଁ ଶ୍ରେଷ୍ଠ ସଂଗୀତ ନିର୍ଦ୍ଦେଶକ ପୁରସ୍କାର ପାଇଁ ମନୋନିତ କରାଯାଇଛି।

ଶ୍ରେଷ୍ଠ ଟେଲି ସିନେମା ଭାବେ କାଳିଆ କରୁଛି ଲୀଲା ପୁରସ୍କୃତ ପାଇଁ ମନୋନିତି ହୋଇଥିବା ବେଳେ ଏହାର ପ୍ରଯୋଜକ ଏବଂ ନିର୍ଦ୍ଦେଶକ ମଧ୍ୟ ପୁରସ୍କୃତ ପାଇଁ ମନୋନିତ ହୋଇଛନ୍ତି।

ରାଜ୍ୟ ସଂସ୍କୃତି ବିଭାଗ ତରଫରୁ ଏହି ପୁରସ୍କାର 2019 ମସିହା ପାଇଁ ଘୋଷଣା କରାଯାଇଛି। ଏହି ଘୋଷଣା ବେଳେ ସଂସ୍କୃତି ମନ୍ତ୍ରୀଙ୍କ ସହିତ ଜୁରୀ କମିଟ ମଧ୍ୟ ଉପସ୍ଥିତ ଥିଲେ।

31ତମ ରାଜ୍ୟ ଚଳଚିତ୍ର ପୁରସ୍କାର କାଲିର ଅତୀତ ନୀଳମାଧବ ପଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.