Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»କେଉଁ ରଙ୍ଗର ଗଣେଶଜୀଙ୍କ ମୂର୍ତ୍ତି ଅଥବା ଫଟୋକୁ ପୂଜା କଲେ ମିଳିଥାଏ ଲାଭ, ଜାଣନ୍ତୁ
ଧର୍ମ

କେଉଁ ରଙ୍ଗର ଗଣେଶଜୀଙ୍କ ମୂର୍ତ୍ତି ଅଥବା ଫଟୋକୁ ପୂଜା କଲେ ମିଳିଥାଏ ଲାଭ, ଜାଣନ୍ତୁ

November 9, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପ୍ରତ୍ୟେକ ପୂଜାରେ ପ୍ରଥମେ ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା କରାଯାଇଥାଏ। ଘର ହେଉ କି ବ୍ୟବସାୟ ଅଥବା ମାଙ୍ଗଳିକ ଉତ୍ସବ ହେଉ ସବୁଠି ଶ୍ରୀଗଣେଶଙ୍କ ପୂଜା ପ୍ରଥମେ କରାଯାଇଥାଏ। କିଛି ଜାଗାରେ ସବୁଜ ରଙ୍ଗର ଗଣପତିଙ୍କ ମୂର୍ତ୍ତି ଦେଖାଯାଇଥାଏ। ତେବେ ଆସନ୍ତୁ ଜାଣିବା କେଉଁ ରଙ୍ଗର ଗଣେଶଜୀଙ୍କ ମୂର୍ତ୍ତି ପୂଜା କରିବା ଦ୍ବାରା କ’ଣ ମିଳିଥାଏ।

ଲାଲ୍‌ ରଙ୍ଗର ଗଣେଶଙ୍କୁ ପୂଜା କରିବା ଦ୍ବାରା ଶୁଭ ଫଳ ମିଳିଥାଏ। କୁହାଯାଏ ଯେ, ଯେତେବେଳେ ଶିର କାଟ ପରେ ପରେ ଶ୍ରୀଗଣେଶଙ୍କର ହାତୀ ମୁଣ୍ଡ ଲଗାଇବା ଦ୍ବାରା ନୂତନ ଜୀବନ ମିଳିଥିଲା। ଏହି ସମୟରେ ମାତା ପାର୍ବତୀ ଗଣେଶଙ୍କୁ ଦେଖି କହିଥିଲେ ତାଙ୍କ ମୁଖରେ ସିନ୍ଦୂର ଦେଖିଥିବାର କହିଥିଲେ। ଏଥିପାଇଁ ମନୁଷ୍ୟ ସର୍ବଦା ଶ୍ରୀଗଣେଶଙ୍କ ପୂଜା କରିବା ସିନ୍ଦୂର ଦେଇ ପୂଜା କରିଥା’ନ୍ତି। ପ୍ରାୟତଃ ମନ୍ଦିରରେ ଲାଲରଙ୍ଗରେ ସଜ୍ଜିତ ଗଣେଶଙ୍କ ମୂର୍ତ୍ତି ଦେଖାଯାଇଥାଏ।

ଶ୍ରୀତତ୍ତ୍ବନିଧି ଗ୍ରନ୍ଥରେ ୩୨ ଗଣପତିଙ୍କ ନାମ ଓ ରୂପର ବର୍ଣ୍ଣନ ରହିଛି। ଏଥିରେ ୧୫ ଗଣପତି ହେଉଛନ୍ତି – ବାଲ ଗଣପତି, ତରୁଣ ଗଣପତି, ବୀର ଗଣପତି, କ୍ଷିପ୍ର ଗଣପତି, ମହା ଗଣପତି, ବିଜୟ ଗଣପତି, ଏକାକ୍ଷର ଗଣପତି, ବର ଗଣପତି, କ୍ଷିପ୍ରପ୍ରସାଦ ଗଣପତି, ସୃଷ୍ଟି ଗଣପତି, ଉଦ୍ଦଣ୍ଡ ଗଣପତି, ଢୁଣ୍ଡି ଗଣପତି, ତ୍ରିମୁଖ ଗଣପତି, ଯୋଗ ଗଣପତି ଓ ସଂକଟ ହର ଗଣପତି ଲାଲ୍‌ ରଙ୍ଗର।

ତେବେ ଯେଉଁମାନେ ଧନ ଲାଭର ଇଚ୍ଛା ରଖିଥାନ୍ତି ସେମାନେ ସର୍ବଦା ସବୁଜ ରଙ୍ଗର ଗଣେଶ ମୂର୍ତ୍ତିଙ୍କର ପୂଜା କରିବା ଆବଶ୍ୟକ। ଦକ୍ଷିଣ ଭାରତରେ ସବୁଜ ରଙ୍ଗର ଗଣେଶଙ୍କ ମୂର୍ତ୍ତି ଥିବା ମନ୍ଦିର ଦେଖାଯାଇଥାଏ। ଯେଉଁଠି ହରିଦ୍ରା ବର୍ଣ୍ଣର ଗଣପତି ବିରାଜମାନ କରିଥାନ୍ତି। ଯଦି ଆପଣ ମୋକ୍ଷ ପାଇବାକୁ ଚାହୁଁଥାନ୍ତି ବା ସଂସାରରୁ ମୁକ୍ତି ପାଇବାକୁ ଇଚ୍ଛା ରଖୁଥାନ୍ତି ତେବେ ଶ୍ବେତ ବର୍ଣ୍ଣ ଅର୍ଥାତ୍‌ ଧଳା ରଙ୍ଗର ଗଣେଶଜୀଙ୍କ ମୂର୍ତ୍ତି ଅବା ଫଟୋର ପୂଜା କରନ୍ତୁ। ଧଳା ରଙ୍ଗର ଗଣେଶଜୀଙ୍କ ମୂର୍ତ୍ତି କିମ୍ବା ଫଟୋକୁ ତିନି ସମୟ ଆରଧନା କରିବା ଦ୍ବାରା ମୋକ୍ଷ ମିଳିଥାଏ।

ତେବେ କିଛି କିଛି ଜାଗାରେ ଗଣେଶଜୀଙ୍କ କଳା, ହଳଦିଆ, ସୁନେଲୀ ଆଦି ରଙ୍ଗର ମୂର୍ତ୍ତି ମିଳିଥାଏ। ଏହି ସମସ୍ତ ରଙ୍ଗର ଗଣପତିଙ୍କୁ ଭିନ୍ନ ଭିନ୍ନ ଉଦ୍ଦେଶ୍ୟ ପାଇଁ ପୂଜା କରାଯାଇଥାଏ।

ଗଣେଶଜୀଙ୍କ ମୂର୍ତ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ନିଶାଦ୍ରବ୍ୟ ବିରୋଧରେ ଦୃଢ଼ ଓ ନିର୍ଣ୍ଣାୟକ ପଦକ୍ଷେପର ସମୟ ଆସିଛି: ଅମିତ ଶାହ

September 23, 2026

୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

September 23, 2026

ସେପ୍ଟେମ୍ବର ୨୩ରେ ଏହି ଆଠଟି ରାଶିର ସୁନା ପରି ଚମକିବ ଭାଗ୍ୟ: ଜାଣନ୍ତୁ ଆଜିର ରାଶିଫଳ

September 23, 2026

ପଞ୍ଚାନନ କାନୁନଗୋଙ୍କ ମିଥ୍ୟା ଅଭିଯୋଗକୁ ଆଇନ ମନ୍ତ୍ରୀଙ୍କ କଡ଼ା ଜବାବ: ମହାପ୍ରଭୁଙ୍କ ଜମି ହଡ଼ପ ପ୍ରମାଣିତ ହେଲେ ଛାଡ଼ିବି ରାଜନୀତି

September 22, 2026
Latest News

ମୁଣ୍ଡବିନ୍ଧା ହେଲେ ଖାଉଛନ୍ତି କି ପେନକିଲର୍‌? ଆଣ୍ଟିବାୟୋଟିକ୍‌ ନେବା ପୂର୍ବରୁ ଜାଣନ୍ତୁ ଏହି କଥା

September 23, 2026

Smartphone Screen Guard: ଏଣିକି ମନଇଚ୍ଛା ବିକ୍ରି ହେବନି ଟେମ୍ପର୍ଡ ଗ୍ଲାସ୍, ୨୦୨୭ରୁ ଲାଗୁ ହେବ ନୂଆ ନିୟମ

September 23, 2026

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026

ଆସନ୍ତୁ ଜାଣିବା କେଉଁ ସ୍ୱପ୍ନ ଦେଖିଲେ ଚାରିଆଡ଼ୁ ଧନବର୍ଷା ହୁଏ ଏବଂ କେଉଁ ସ୍ୱପ୍ନ ଶୋକ, ରୋଗ ଓ ମୃତ୍ୟୁର କାରଣ ସାଜିଥାଏ

September 23, 2026

ଅବପାତର ରୂପ ନେଉଛି ଲଘୁଚାପ: ଆଜି ରାତିରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବ, ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ହେବ ପ୍ରବଳ ବର୍ଷା

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.