Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଧର୍ମଘଟ ସଫଳ ହେଲା, ମମିତାଙ୍କୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି କହିଲା କଂଗ୍ରେସ
ବିଶେଷ ଖବର

ଧର୍ମଘଟ ସଫଳ ହେଲା, ମମିତାଙ୍କୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି କହିଲା କଂଗ୍ରେସ

November 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଧର୍ମଘଟ ସଫଳ ହେଲା, ମମିତାଙ୍କୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି କହିଲା କଂଗ୍ରେସ

ଭୁବନେଶ୍ୱର: ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ କରାଯାଇଥିବା ୬ ଘଂଟିଆ ଧର୍ମଘଟ ସଫଳ ହୋଇଛି । ମମିତା ମେହେରକୁ ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ କଂଗ୍ରେସ ଆନ୍ଦୋଳନ ଜାରି ରହିବ ବୋଲି ପିସିସି କାର୍ଯ୍ୟକାରୀ ସଭାପତି ଚିରଞ୍ଜିବ ବିଶ୍ୱାଳ କହିଛନ୍ତି ।

ଆଜି ମଧ୍ୟାହ୍ନରେ କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ବିଶ୍ୱାଳ କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ୱାନ ଏବଂ ପ୍ରଦେଶ କଂଗ୍ରେସ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକର ନିଷ୍ପତିକ୍ରମେ ରାଜ୍ୟବ୍ୟାପି ୬ ଘଂଟିଆ ଧର୍ମଘଟ କରାଯାଇଥିଲା ।

ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କଂଗ୍ରେସ ମାତ୍ର ୬ ଘଂଟା ପାଇଁ ଧର୍ମଘଟ କରିବାକୁ ଆହ୍ୱାନ ଦେଇଥିଲା । ଏହି ଆହ୍ୱାନରେ ଧର୍ମଘଟ ରାଜ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ସଫଳ ହୋଇଛି । ସେଥିପାଇଁ ରାଜ୍ୟବାସୀ ଏବଂ କଂଗ୍ରେସର ସମସ୍ତ ନେତୃବୃନ୍ଦ, ଛାତ୍ର, ମହିଳା, ଯୁବ କଂଗ୍ରେସ କର୍ମୀମାନଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ଶ୍ରୀ ବିଶ୍ୱାଳ ।

ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ପିସିସି ବରିଷ୍ଠ କଂଗ୍ରେସ ଉପସଭାପତି ଡ. ଦେବାଶିଷ ପଟ୍ଟନାୟକ, ଯଜ୍ଞେଶ୍ୱର ବାବୁ, ଛାତ୍ର କଂଗ୍ରେସ ସଭାପତି ଶ୍ରୀ ୟାସିର ନୱାଜ, ପିସିସି ମୁଖପାତ୍ର ଜ୍ଞାନଦେବ ବେଉରା, ମନୋରଞ୍ଜନ ଦାଶ, ମନୋଜ ମହାପାତ୍ର ଓ ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଉପସ୍ଥିତ ଥିଲେ ।

ଓଡିଶା ବନ୍ଦ ଓଡିଶା ବନ୍ଦ ଡାକରା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026
Latest News

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.