Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାୟଗଡାରେ ୮୭୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ରାୟଗଡାରେ ୮୭୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

November 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ରାୟଗଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୮ ଲକ୍ଷ ୩୦ ହଜାର ଲୋକ ଏହି ସୁବିଧା ପାଇବେ। ଏହାସହିତ ରାୟଗଡାରେ ୮୭୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଜନଜାତି ଭାଇ ଭଉଣୀ ମାନଙ୍କର ଉଚ୍ଚ ପ୍ରଶଂସା କରି କହିଲେ ଯେ ସେମାନେ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେଇ ନିଜ ଜୀବନଧାରଣ ମାନରେ ପରିବର୍ତ୍ତନ ଆଣିପାରିଛନ୍ତି। ସେହିପରି ଜିଲ୍ଲାରେ ମା ମାନେ ୪୦୦୦ ମିଶନ ଶକ୍ତି ଗ୍ରୁପରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିପାରିଛନ୍ତି ଓ ନିଜକୁ ସକ୍ଷମ କରିପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜି ରାୟଗଡା ପାଇଁ ମୁଖ୍ୟମନ୍ତ୍ରୀ ୮୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ରାୟଗଡାରେ ଜଳସେଚନର ସୁବିଧା ପାଇଁ ଦୁଇଟି ମେଗା ଲିଫ୍‌ଟ ପ୍ରକଳ୍ପ ଶେଷ ହୋଇଛି ଏବଂ ଏହାଦ୍ବାରା ଗୁଣୁପୁର ବ୍ଲକ୍‌ର ୧୦୦୦ ହେକ୍ଟର ଜମିକୁ ପାଣି ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପ୍ରକଳ୍ପର ଶୁଭାରମ୍ଭ ବୀନ ପଟ୍ଟନାୟକ ରାୟଗଡା ସ୍ମାର୍ଟ ହେଲ୍‌ଥ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026
Latest News

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.