Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜିଠାରୁ ସଂସଦ ଅଧିବେସନ, କୃଷି ଆଇନ ଉଚ୍ଛେଦ ସହ ଆସିବ ବହୁ ଗୁରୁତ୍ବପୂର୍ଣ୍ଣ ବିଲ, ଜାଣନ୍ତୁ କଣ
ଜାତୀୟ ଖବର

ଆଜିଠାରୁ ସଂସଦ ଅଧିବେସନ, କୃଷି ଆଇନ ଉଚ୍ଛେଦ ସହ ଆସିବ ବହୁ ଗୁରୁତ୍ବପୂର୍ଣ୍ଣ ବିଲ, ଜାଣନ୍ତୁ କଣ

November 29, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ସଂସଦ ଅଧିବେସନ, କୃଷି ଆଇନ ଉଚ୍ଛେଦ ସହ ଆସିବ ବହୁ ଗୁରୁତ୍ବପୂର୍ଣ୍ଣ ବିଲ, ଜାଣନ୍ତୁ କଣ

ନୂଆଦିଲ୍ଲୀ: ଆଜିଠାରୁ ଆରମ୍ଭ ହେବ ସଂସଦର ଶୀତକାଳିନ ଅଧିବେସନ। ଏହି ଅଧିବେଶନ  ୨୩ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ମୋଟ 25 ଦିନର ଅବଧି ମଧ୍ୟରେ ଏହି ଅଧିବେଶନରେ  ୧୯ଟି କାର୍ଯ୍ୟ ଦିବସ ରହିଛି। ତେବେ ଏହି ଅଧିବେସନରେ ମୋଟ ୩୩ ଟି ବିଲ ଗୃହିତ ହେବ। ସେଥିମଧ୍ୟରେ ରହିଛି କୃଷି ଆଇନ ଉଚ୍ଛେଦ ବିଲ, ୨୦୨୧। ଯାହା ଏକ ବିବାଦୀୟ ବିଲ। ଏଥିସହିତ ଆଉ ଯେଉଁ ଗୁରୁତ୍ବ ପୂର୍ଣ୍ଣ ବିଲ ରହିଛି ତାହା ହେଲା

  1. ନାର୍କୋଟିକ ଡ୍ରଗ୍ସ ଏବଂ ସାଇକୋଟ୍ରପି ଉପାଦାନ (ସଂଶୋଧନ) ବିଲ, ୨୦୨୧ (ଅଧ୍ୟାଦେଶ ସ୍ଥାନ ନେବ)
  2. ଦିଲ୍ଲୀ ସ୍ବତନ୍ତ୍ର ପୁଲିସ ପ୍ରତିଷ୍ଠାନ (ସଂଶୋଧନ) ବିଲ, ୨୦୨୧(ଅଧ୍ୟାଦେଶ ସ୍ଥାନ ନେବ)
  3. କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସଂଶୋଧନ) ବିଲ, ୨୦୨୧ (ଅଧ୍ୟାଦେଶ ସ୍ଥାନ ନେବ)
  4. ଲୋକସଭାରେ ଗୃହିତ ନଦୀବନ୍ଧ ସୁରକ୍ଷା ବିଲ, ୨୦୧୯
  5. ଲୋକସଭାରେ ଗୃହିତ ସରୋଗେସୀ (ନିୟାମକ) ବିଲ, ୨୦୧୯
  6. ଅଭିଭାବକ ଏବଂ ବରିଷ୍ଠ ନାଗରିକ (ସଂଶୋଧନ) ବିଲ, ୨୦୧୯ ପରିଚାଳନା ଏବଂ କଲ୍ୟାଣ ବିଲ, ୨୦୧୯
  7. ସହାୟକ ପ୍ରଜନନ ପ୍ରଯୁକ୍ତି (ନିୟାମକ) ବିଲ, ୨୦୨୦
  8. ହାଇକୋର୍ଟ ଏବଂ ସୁପ୍ରିମକୋର୍ଟ ବିଚାରପତିଙ୍କ (ଦରମା ଏବଂ ଚାକିରି ସର୍ତ୍ତାବଳୀ) ସଂଶୋଧନ ବିଲ, ୨୦୨୧
  9. ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ ଫାର୍ମାସ୍ୟୁଟିକାଲ ଏଜୁକେସନ ଏବଂ ରିସର୍ଚ୍ଚ (ସଂଶୋଧନ) ବିଲ, ୨୦୨୧
  10. କୃଷି ଆଇନ ଉଚ୍ଛେଦ ବିଲ, ୨୦୨୧
  11. ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍ସ, ଦ କଷ୍ଟ ଆଣ୍ଡ ଓ୍ବର୍କ୍ସ ଆକାଉଣ୍ଟାଣ୍ଟ୍ସ ଏବଂ କମ୍ପାନୀ ସେକ୍ରେଟାରୀଜ (ସଂଶୋଧନ) ବିଲ, ୨୦୨୧
  12. ଦେବାଳିଆ ଏବଂ ଦେବାଳିଆପଣ (ଦ୍ବିତୀୟ ସଂଶୋଧନ) ବିଲ, ୨୦୨୧
  13. କ୍ୟାଣ୍ଟନମେଣ୍ଟ ବିଲ, ୨୦୨୧
  14. ଇଣ୍ଟର ସର୍ଭିସେସ ସଂଗଠନ (ଆଦେଶ, ନିୟନ୍ତ୍ରଣ ଓ ଶୃଙ୍ଖଳା) ବିଲ, ୨୦୨୧
  15. ପ୍ରବାସ ବିଲ, ୨୦୨୧
  16. କ୍ରିପ୍ଟୋକରେନ୍ସି ଏବଂ ଅଫିସିଆଲ ଡିଜିଟାଲ କରେନ୍ସି ବିଲର ନିୟନ୍ତ୍ରଣ, ୨୦୨୧
  17. ପେନସନ ଫଣ୍ଡ ନିୟାମକ ଓ ବିକାଶ ପ୍ରାଧିକରଣ (ସଂଶୋଧନ) ବିଲ, ୨୦୨୧
  18. ବ୍ୟାଙ୍କିଙ୍ଗ ଆଇନ (ସଂଶୋଧନ) ବିଲ, ୨୦୨୧
  19. ଭାରତୀୟ ସାମୁଦ୍ରିକ ମତ୍ସ୍ୟପାଳନ ବିଲ, ୨୦୨୧
  20. ଜାତୀୟ ଦନ୍ତଚିକିତ୍ସା କମିଶନ ବିଲ, ୨୦୨୧
  21. ଜାତୀୟ ନର୍ସିଂ ମିଡଓ୍ବାଇଫରୀ କମିଶନ ବିଲ, ୨୦୨୧
  22. ମେଟ୍ରୋ ରେଳ (ନିର୍ମାଣ, ପରିଚାଳନା ଓ ରକ୍ଷଣାବେକ୍ଷଣ ବିଲ, ୨୦୨୧)
  23. ଶକ୍ତି ସଂରକ୍ଷଣ (ସଂଶୋଧନ) ବିଲ, ୨୦୨୧
  24. ବିଦ୍ୟୁତ (ସଂଶୋଧନ) ବିଲ, ୨୦୨୧
  25. ସମ୍ବିଧାନ (ଅନୁସୂଚିତ ଜାତି ଏବଂ ଜନଜାତି) ଆଦେଶ (ସଂଶୋଧନ) ବିଲ, ୨୦୨୧ (ଉତ୍ତରପ୍ରଦେଶ ସଂକ୍ରାନ୍ତ)
  26. ସମ୍ବିଧାନ (ଅନୁସୂଚିତ ଜାତି ଏବଂ ଜନଜାତି) ଆଦେଶ (ସଂଶୋଧନ) ବିଲ, ୨୦୨୧ (ତ୍ରିପୁରା ସଂକ୍ରାନ୍ତ)
  27. ମାନବ ଚାଲାଣ (ନିରାକରଣ, ସୁରକ୍ଷା ଏବଂ ଥଇଥାନ) ବିଲ, ୨୦୨୧
  28. ମେଡିଏସନ ବିଲ, ୨୦୧୧
  29. ଖଣିଜ (ସଂଶୋଧନ) ବିଲ, ୨୦୧୧(ପ୍ରତ୍ୟାହାର ପାଇଁ)
  30. ଆନ୍ତଃ-ରାଜ୍ୟ ପ୍ରବାସୀ ଶ୍ରମିକ (ନିଯୁକ୍ତି ଏବଂ ଚାକିରି ସର୍ତ୍ତାବଳୀ ନିୟନ୍ତ୍ରଣ) ସଂଶୋଧନ ବିଲ ୨୦୧୧(ପ୍ରତ୍ୟାହାର ପାଇଁ)
  31. କୋଠାବାଡ଼ି ଏବଂ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ସଂକ୍ରାନ୍ତ ଆଇନ (ସଂଶୋଧନ) ବିଲ, ୨୦୧୩ (ପ୍ରତ୍ୟାହାର ପାଇଁ)
  32. ଏମ୍ପ୍ଲଏମେଣ୍ଟ ଏକ୍ସଚେଞ୍ଜ (ଖାଲି ପଦବୀର ବାଧ୍ୟତାମୂଳକ ବିଜ୍ଞପ୍ତି) ସଂଶୋଧନ ବିଲ, ୨୦୧୩ (ପ୍ରତ୍ୟାହାର ପାଇଁ)
  33. ଓ୍ବାକଫ ସମ୍ପତ୍ତି (ଅନଧିକୃତ ଦଖଲ ଉଚ୍ଛେଦ) ବିଲ, ୨୦୧୪ (ପ୍ରତ୍ୟାହାର ପାଇଁ)

ଆର୍ଥିକ କାର୍ଯ୍ୟସୂଚୀ

୨୦୨୧-୨୨ ଆର୍ଥିକ ବର୍ଷର ଅନୁଦାନ ପାଇଁ ଅତିରିକ୍ତ ବଜେଟର ଦ୍ବିତୀୟ ପର୍ଯ୍ୟାୟ ଉପରେ ଉପସ୍ଥାପନା, ଆଲୋଚନା ଏବଂ ମତଦାନ ଏବଂ ବିନିଯୋଗ ସଂକ୍ରାନ୍ତ ପ୍ରସ୍ତାବ ଉପସ୍ଥାପନା, ଆଲୋଚନା ଏବଂ ଅନୁମୋଦନ ଲାଭ କରିବା ସଂକ୍ରାନ୍ତ ବିଲ।

ଶୀତକାଳିନ ଅଧିବେସନ ସଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

DG ପଦବୀ ପାଇଁ ୩୩ IPS ମନୋନୀତ : ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଅଧିକାରୀ ସ୍ଥାନ ପାଇଲେ

June 13, 2026
Latest News

ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ସିପାହୀ

June 13, 2026

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.