Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତ ଦେଶରୁ ଆସିଥିବା ଭାରତୀୟ ଯାତ୍ରୀଙ୍କ ମଧ୍ୟରୁ ୬ ଜଣ ପଜେଟିଭି
ଜାତୀୟ ଖବର

ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତ ଦେଶରୁ ଆସିଥିବା ଭାରତୀୟ ଯାତ୍ରୀଙ୍କ ମଧ୍ୟରୁ ୬ ଜଣ ପଜେଟିଭି

December 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କୋଭିଡ୍ -୧୯ ର ନୂତନ ଭାବରେ ଚିହ୍ନଟ ହୋଇଥିବା ଭାରିଆଣ୍ଟର ନିୟନ୍ତ୍ରଣ ଏବଂ ପରିଚାଳନା ପାଇଁ ଜନସ୍ୱାସ୍ଥ୍ୟ ପଦକ୍ଷେପ ଭାବରେ, କେନ୍ଦ୍ର ଦ୍ବାରା ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁସାରେ ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରାଯିବାର ପ୍ରଥମ ଦିନରେ ଛଅ ଜଣ ଯାତ୍ରୀ କୋଭିଡ୍ ପଜିଟିଭ୍ ଥିବା ଜଣାଯାଇଛି। ଏହି ନୂତନ ଭାରିଆଣ୍ଟକୁ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ଦ୍ବାରା ଭାରିଆଣ୍ଟ ଅଫ୍ କନ୍ସର୍ଣ୍ଣ (ଭିଓସି) ଭାବରେ ବିବେଚିତ କରାଯାଇଛି।

‘‘ବିପଦ ରହିଥିବା’’ ଦେଶରୁ ଆଜି ମଧ୍ୟ ରାତ୍ରରୁ ଅପରାହ୍ନ ୪ ଘଟିକା ମଧ୍ୟରେ ଲକ୍ଷ୍ମୌକୁ ଛାଡ଼ି ବିଭିନ୍ନ ଏୟାରପୋର୍ଟରେ ୧୧ ଟି ଆନ୍ତର୍ଜାତିକ ବିମାନ ପହଞ୍ଚିଛି। ଏଥିରେ ସମୁଦାୟ ୩୪୭୬ ଜଣ ଯାତ୍ରୀ ରହିଛନ୍ତି।

ସମସ୍ତ ୩୪୭୬ ଜଣ ଯାତ୍ରୀଙ୍କର ଆରଟି ପିସିଆର ପରୀକ୍ଷା କରାଯାଇଛି ଏବଂ ମାତ୍ର ୦୬ ଜଣ ଯାତ୍ରୀଙ୍କ ଠାରେ କୋଭିଡ୍- ୧୯ ପଜିଟିଭ୍ ଥିବା ଜଣାଯାଇଛି। କୋଭିଡ୍ ୧୯ ପଜିଟିଭ୍ ଯାତ୍ରୀଙ୍କର ନମୁନାକୁ ଆଇଏନଏସଏସିଓଜି ଲ୍ୟାବକୁ ସମ୍ପୂର୍ଣ୍ଣ ଜେନୋମିକ୍ ସିକୁଏନ୍ସିଂ ପାଇଁ ପଠାଯାଇଛି।

ଭାରତ ସରକାର ପରିବର୍ତ୍ତିତ ପରିସ୍ଥିତି ଉପରେ ସମ୍ପୂର୍ଣ୍ଣ ନଜର ରଖିଛନ୍ତି ଓ ଏହି ମହାମାରୀ ବିପକ୍ଷରେ ସଂଗ୍ରାମରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡ଼ିକୁ ସମ୍ପୂର୍ଣ୍ଣ ସହଯୋଗ ପ୍ରଦାନ କରୁଛନ୍ତି।

ଓମିକ୍ରନ ନୂଆ ଭାରିଆଣ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

କବାଡିରେ ଭାରତର ଚମତ୍କାର ଆରମ୍ଭ: ଜାପାନକୁ ପରାସ୍ତ କଲା ଟିମ ଇଣ୍ଡିଆ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

Gold Import Bill: $90 ବିଲିୟନ ଛୁଇଁପାରେ ସୁନା ଆମଦାନୀ, ଅର୍ଥନୀତି ଉପରେ ବଢ଼ିବ ଚାପ?

September 21, 2026

ମେଟା ସର୍ଭର ଡାଉନ୍: ଠପ୍ ହେଲା ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍

September 21, 2026
Latest News

କବାଡିରେ ଭାରତର ଚମତ୍କାର ଆରମ୍ଭ: ଜାପାନକୁ ପରାସ୍ତ କଲା ଟିମ ଇଣ୍ଡିଆ

September 21, 2026

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.