Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ତମ୍ବା ପାତ୍ରରେ ପାଣି ରଖି ପିଇଲେ କଣ ହୁଏ, ଜାଣନ୍ତୁ ଏହି ଚାରୋଟି ଉପକାରିତା
ଜୀବନ ଶୈଳୀ

ତମ୍ବା ପାତ୍ରରେ ପାଣି ରଖି ପିଇଲେ କଣ ହୁଏ, ଜାଣନ୍ତୁ ଏହି ଚାରୋଟି ଉପକାରିତା

December 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା: ତମ୍ବା ପାତ୍ରରେ ରଖାଯାଇଥିବା ଜଳ ଆମ ଶରୀର ଏବଂ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ଅଟେ। ପ୍ରଚୁର ଜଳ ପିଇବା ଦ୍ୱାରା ଆମ ଶରୀରରେ ଥିବା ସମସ୍ତ ବିଷାକ୍ତ ପଦାର୍ଥ ବାହାରି ଯାଇଥାଏ। ଯାହା ଆମ ଶରୀରକୁ ଅନେକ ରୋଗରୁ ରକ୍ଷା କରେ। ତେବେ ସାଧାରଣ ଗ୍ଲାସ ଅପେକ୍ଷା ତମ୍ବା ପାତ୍ରର ପାଣି ସ୍ବାସ୍ଥ୍ୟ ପାଇଁ ବେଶ ଉପକାର କରିଥାଏ।

ତେବେ ଏହା ପ୍ରାଚୀନ ଯୁଗରୁ ପ୍ରମାଣିତ ହୋଇ ଆସିଛି ଯେ, ତମ୍ବା ପାତ୍ରରେ କିଛି ସମୟ ପାଣି ରଖି ପିଇଲେ ତାହା ଶରୀର ପାଇଁ ଅନେକ ଉପକାର ଦେଇଥାଏ। ଯଦି ରାତିରେ ତମ୍ବାପାତ୍ରରେ ପାଣି ରଖି ସକାଳୁ ପିଇଲେ ତାହା ଆହୁରି ଅଧିକ କାମ ଦିଏ। ତେବେ ଜାଣନ୍ତୁ ତମ୍ବାପାତ୍ରରେ ଥିବା ପାଣି ପିଇଲେ ଶରୀର ପ୍ରତି କିପରି ଉପକାରୀ ହୋଇଥାଏ।

୧- ବେଳେବେଳେ କିଛି ଭୁଲ ଖାଇବା କାରଣରୁ ଆମର ହଜମ ପ୍ରକ୍ରିୟା ଅତ୍ୟନ୍ତ ଖରାପ ହୋଇପଡେ। ଏ ସବୁର ନିରାକରଣ ପାଇଁ ଏକ ତମ୍ବା ପାତ୍ରରେ ରଖାଯାଇଥିବା ପାନୀୟ ଜଳ ନିୟମିତ ପାନ କଲେ ଏହା ପେଟକୁ ସଫା ରଖେ ଏବଂ ହଜମ ପ୍ରକ୍ରିୟାରେ ମଧ୍ୟ ଉନ୍ନତି ଆଣେ।

୨- ଯଦି ଆପଣ ଓଜନ ବୃଦ୍ଧି ଯୋଗୁଁ ଅସୁବିଧାରେ ପଡୁଛନ୍ତି, ତେବେ ଏକ ତମ୍ବା ପାତ୍ରରେ ରଖାଯାଇଥିବା ଜଳ ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ। ଏହାକୁ ପିଇବା ଦ୍ୱାରା ଆପଣଙ୍କ ଶରୀରରେ ଜମା ହୋଇଥିବା ଅତ୍ୟଧିକ ଚର୍ବି କମିଯାଏ।

୩- ଯଦି ଆପଣଙ୍କର ପେଟରେ ଅଲସର୍ ସମସ୍ୟା ଅଛି, ତେବେ ରାତିରେ ଏକ ତମ୍ବା ପାତ୍ରରେପାଣି ରଖି ସକାଳୁ ନିୟମିତ ପାନ କରନ୍ତୁ। ଏହା ଅଲସର ରୋଗକୁ ଶୀଘ୍ର ଭଲ କରିଥାଏ।

୪- ଯଦି ପାଣିପାଗ ପରିବର୍ତ୍ତନ ହେତୁ ଥଣ୍ଡା ହୁଏ, କିମ୍ବା ଆପଣ କୈଣସି ପ୍ରକାର ସଂକ୍ରମଣରେ ଅସୁବିଧାରେ ପଡ଼ନ୍ତି, ତେବେ ନିୟମିତ ଭାବରେ ଏକ ତମ୍ବା ପାତ୍ରରେ ରଖାଯାଇଥିବା ପାଣି ପିଅନ୍ତୁ।

ଉପକାରିତା ତମ୍ବା ପାତ୍ର ସ୍ୱାସ୍ଥ୍ୟ ଟିପ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026
Latest News

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.