Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲି “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା”ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ: ରୋଗୀଙ୍କୁ କରାଯିବ ଏୟାରଲିଫ୍ଟ
ବିଶେଷ ଖବର

ଆସନ୍ତାକାଲି “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା”ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ: ରୋଗୀଙ୍କୁ କରାଯିବ ଏୟାରଲିଫ୍ଟ

December 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଅହରହ କାର୍ଯ୍ୟ କରୁଛନ୍ତି। ତେଣୁ ରାଜ୍ୟର ଲୋକମାନେ କିଭଳି ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇପାରିବେ, ସେଥିପାଇଁ ରାଜ୍ୟ ସରକାର ଗୁରୁତ୍ଵ ଦେଉଛନ୍ତି। ତେବେ ବିଜୁ ହେଲଥ ସ୍ମାର୍ଟ କାର୍ଡର ବଣ୍ଟନ ରାଜ୍ୟବ୍ୟାପୀ ଚାଲିଥିବା ବେଳେ ଲୋକମାନଙ୍କ ପାଇଁ ଆଉ ଏକ ବଡ ସ୍ୱାସ୍ଥ୍ୟ ସେବା ରାଜ୍ୟ ସରକାର ନେଇଆସୁଛନ୍ତି। “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା” ନାମରେ ଲୋକଙ୍କୁ ଆଉ ଏକ ସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆସନ୍ତାକାଲି ଭୁବନେଶ୍ଵର ବିମାନ ବନ୍ଦରଠାରେ “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା” ର ଶୁଭ ଉଦଘାଟନ  କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପ୍ରଥମ ପର୍ଯ୍ୟାୟରେ ୫ ଟି ଜିଲ୍ଲା ପାଇଁ ଏହି ସ୍ୱାସ୍ଥ୍ୟ ସେବା ଆରମ୍ଭ କରାଯାଉଛି। ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଏବଂ ନୂଆପଡା ଜିଲ୍ଲା ପାଇଁ ଏହି ସେବା ଆରମ୍ଭ କରାଯିବ। ଏହି ସେବା ମାଧ୍ୟମରେ ରୋଗୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏୟାରଲିଫ୍ଟ କରିବା ଲାଗି ବ୍ୟବସ୍ଥା ହେବ।

ଏୟାରଲିଫ୍ଟ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026

ଇରାନରେ କିଛି ବଡ଼ ଘଟଣା ଘଟିବ?: ନିଜ ନାଗରିକମାନଙ୍କୁ ତୁରନ୍ତ ଦେଶ ଛାଡିବାକୁ ଅନୁରୋଧ କଲା ଭାରତ

July 20, 2026

ଐତିହ୍ୟ କାହାଣୀ ବା ‘ହେରିଟେଜ୍ ଟେଲ୍ସ’ କଳା ପ୍ରଦର୍ଶନୀ ଉଦ୍ଘାଟିତ

July 20, 2026
Latest News

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ CJPର ପ୍ରତିନିଧିମଣ୍ଡଳ: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 20, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026

ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ଆତ୍ମହତ୍ୟା!: ପୋଲିସ ମୁଖ୍ୟାଳୟରୁ ମୃତଦେହ ଉଦ୍ଧାର

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.