Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟରେ ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’, ଜାଣନ୍ତୁ ଏହା କଣ
ବିଶେଷ ଖବର

ରାଜ୍ୟରେ ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’, ଜାଣନ୍ତୁ ଏହା କଣ

December 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ଆରମ୍ଭ ହେଲା 'ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା', ଜାଣନ୍ତୁ ଏହା କଣ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡାଣ ଆରମ୍ଭ ହୋଇଛି।

ଏହି ଯୋଜନାରେ ଆଦିବାସୀବହୁଳ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ଜନସାଧାରଣ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା ପାଇପାରିବେ।

ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍‌ ହସ୍‌ପିଟାଲର ଦକ୍ଷ ଓ ସ୍ବନାମଧନ୍ଯ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ । ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ।

ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହିତ ଏହାଦ୍ବାରା ଏହି ୪ଟି ଜିଲ୍ଲାର ଗରିବ ଜନସାଧାରଣ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶାପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ନଵ ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା
Share. Facebook Twitter LinkedIn Email WhatsApp Copy Link

Related Posts

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026

ଓଡ଼ିଶାରେ ୫୪ ପ୍ରତିଶତରୁ ଅଧିକ ରାଜସ୍ବ ବଜାର ଅଂଶ ସହିତ ଜିଓର ଦବଦବା ଜାରି: ଟ୍ରାଇ ରିପୋର୍ଟ

March 3, 2026

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରାର୍ଥୀଙ୍କ ନାମ, ସେପଟେ ଦିଲ୍ଲୀପ ରାୟ କଲେ ଘୋଷଣା

March 3, 2026

ଇରାନରେ ପରମାଣୁ ବିକିରଣ ବ୍ୟାପିଲେ କେତେ ଦେଶ ବିପଦରେ ପଡ଼ିବେ?: ଜାଣନ୍ତୁ ସବିକିଛି

March 3, 2026
Latest News

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 3, 2026

ଓଡ଼ିଶାରେ ୫୪ ପ୍ରତିଶତରୁ ଅଧିକ ରାଜସ୍ବ ବଜାର ଅଂଶ ସହିତ ଜିଓର ଦବଦବା ଜାରି: ଟ୍ରାଇ ରିପୋର୍ଟ

March 3, 2026

ପ୍ରଥମ କ୍ରିକେଟ୍ ଦଳ ଭାବେ ଏହି ସମ୍ମାନଜନକ ପୁରସ୍କାର ପାଇଁ ମନୋନୀତ ହେଲା ଟିମ୍ ଇଣ୍ଡିଆ

March 3, 2026

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରାର୍ଥୀଙ୍କ ନାମ, ସେପଟେ ଦିଲ୍ଲୀପ ରାୟ କଲେ ଘୋଷଣା

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.