Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନିର୍ବାଚନ ସଂସ୍କାର ସହ ଜଡିତ ବିଲ୍ ଲୋକସଭାରେ ଅନୁମୋଦିତ: ଆଧାର କାର୍ଡ ସହିତ ଲିଙ୍କ ହେବ ଭୋଟର କାର୍ଡ
ବିଶେଷ ଖବର

ନିର୍ବାଚନ ସଂସ୍କାର ସହ ଜଡିତ ବିଲ୍ ଲୋକସଭାରେ ଅନୁମୋଦିତ: ଆଧାର କାର୍ଡ ସହିତ ଲିଙ୍କ ହେବ ଭୋଟର କାର୍ଡ

December 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନିର୍ବାଚନ ସଂସ୍କାର ସହ ଜଡିତ ବିଲ୍ ଅର୍ଥାତ୍ ନିର୍ବାଚନ ଆଇନ (ସଂଶୋଧନ) ବିଲ୍, ୨୦୨୧ ଲୋକସଭା ଦ୍ୱାରା ଅନୁମୋଦିତ ହୋଇଛି। ଏହି ବିଲରେ ଭୋଟର କାର୍ଡକୁ ଆଧାର କାର୍ଡ ସହିତ ଯୋଡିବା ପାଇଁ ଏକ ବ୍ୟବସ୍ଥା କରାଯାଇଛି। ଏହାପୂର୍ବରୁ କଂଗ୍ରେସ, ତୃଣମୁଲ କଂଗ୍ରେସ, ଏଆଇଏମଆଇଏମ, ଆରଏସପି, ବିଏସପି ଭଳି ଦଳ ଏହି ବିଲ୍ ପ୍ରଣୟନକୁ ବିରୋଧ କରିଥିଲେ। ଏହି ବିଲକୁ ସଂସଦର ସ୍ଥାୟୀ କମିଟି ନିକଟକୁ ପଠାଇବାକୁ କଂଗ୍ରେସ ଦାବି କରିଛି।

ଆଇନ ମନ୍ତ୍ରୀ କିରେନ ରିଜିଜୁ ଲୋକସଭାରେ ୨୦୨୧ ରେ ନିର୍ବାଚନ ଆଇନ (ସଂଶୋଧନ) ବିଲ୍ ଆଗତ କରିଥିଲେ। ଏହା ମାଧ୍ୟମରେ ଲୋକ ପ୍ରତିନିଧୀତ୍ଵ ଅଧିନିୟମ ୧୯୫୦ ଏବଂ ଲୋକ ପ୍ରତିନିଧୀତ୍ଵ ଅଧିନିୟମ ୧୯୫୧ ରେ ସଂଶୋଧନ କରିବାକୁ ପ୍ରସ୍ତାବ ଦିଆଯାଇଛି। ବିରୋଧୀ ଦଳର ସଦସ୍ୟଙ୍କ ଆଶଙ୍କାକୁ ଭିତ୍ତିହୀନ ବୋଲି କହି ରିଜିଜୁ କହିଛନ୍ତି ଯେ, ଏହାକୁ ବିରୋଧ କରିବା ପାଇଁ ସଦସ୍ୟମାନେ ଦେଇଥିବା ଯୁକ୍ତି ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ଭୁଲ ଉପସ୍ଥାପନ କରିବାର ପ୍ରୟାସ। ଏହା ସର୍ବୋଚ୍ଚ ଅଦାଲତର ନିଷ୍ପତ୍ତି ସହିତ ଅନୁରୂପ ଅଟେ।

ଆଧାର କାର୍ଡ ଲୋକସଭା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.