Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: ପିଲାମାନଙ୍କୁ ଜାନୁୟାରୀ ୩ ରୁ ଟୀକା ଦେବା ପାଇଁ କଲେ ଘୋଷଣା
ବିଶେଷ ଖବର

ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: ପିଲାମାନଙ୍କୁ ଜାନୁୟାରୀ ୩ ରୁ ଟୀକା ଦେବା ପାଇଁ କଲେ ଘୋଷଣା

December 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିଛନ୍ତି। କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଯୋଗୁଁ ବିଶ୍ଵ ସମୁଦାୟ ଭୟଭୀତ ଅବସ୍ଥାରେ ରହିଛି। ତେଣୁ ସତର୍କ ରହିବା ଏବଂ ସାବଧାନ ରହିବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ଭୟଭୀତ ନହୋଇ ମାସ୍କ ପରିଧାନ, ସାମାଜିକ ଦୁରତ୍ଵ ଏବଂ ଟୀକାକରଣରେ ସାମିଲ ହେବା ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ଦେଶରେ ଏପର୍ଯ୍ୟନ୍ତ ୧୪୧ ଡୋଜ ଟୀକା ଦିଆଯାଇଛି। ୬୧ ପ୍ରତିଶତରୁ ଊର୍ଦ୍ଧ୍ଵ ଲୋକ ଦ୍ଵିତୀୟ ଖୋରାକ ନେଇଛନ୍ତି।

ତେବେ ଦେଶରେ ୧୫ ବର୍ଷରୁ ୧୮ ବର୍ଷ ପିଲାଙ୍କୁ ଟୀକା ଦେବା ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଜାନୁୟାରୀ ୩ ତାରିଖରୁ ପିଲାଙ୍କ ପାଇଁ ଟୀକାକରଣ ଅଭିଯାନ ଆରମ୍ଭ ହେବ। ଏନେଇ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧନ ବେଳେ ଘୋଷଣା କରିଛନ୍ତି।

ଏହାସହିତ ସମ୍ମୁଖ ଯୁଦ୍ଧା ସ୍ୱାସ୍ଥ୍ୟକର୍ମୀ, ୬୦ ବର୍ଷରୁ ଉର୍ଦ୍ଧ୍ଵ ବୟସ୍କ ଏବଂ ବହୁ ରୋଗରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ମଧ୍ୟ ଟୀକା ଦିଆଯିବ। ସେମାନଙ୍କୁ ଆସନ୍ତା ୧୦ ତାରିଖରୁ ବୁଷ୍ଟର ଡୋଜ ଦେବା ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି।

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026

ପଶ୍ଚିମ ଏସିଆର ପରିସ୍ଥିତି ନେଇ ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଅପଡେଟ୍

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.