Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆ ବର୍ଷରେ ଚାଷୀଙ୍କୁ ବଡ ଉପହାର: ୧୦ କୋଟି କୃଷକଙ୍କୁ ୨୦ ହଜାର କୋଟି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ନୂଆ ବର୍ଷରେ ଚାଷୀଙ୍କୁ ବଡ ଉପହାର: ୧୦ କୋଟି କୃଷକଙ୍କୁ ୨୦ ହଜାର କୋଟି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

December 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ବର୍ଷରେ ଚାଷୀଙ୍କୁ ଏକ ବଡ ଉପହାର ଦେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ଚାଷୀଙ୍କୁ ଦଶମ କିସ୍ତି ପ୍ରଦାନ କରିବେ। ଜାନୁଆରୀ ୧ ତାରିଖ ୨୦୨୨ରେ ପ୍ରଧାନମନ୍ତ୍ରୀ ୧୦ କୋଟି କୃଷକ ପରିବାରର ବ୍ୟାଙ୍କ ଆକାଉଣ୍ଟକୁ ୨୦ ହଜାର କୋଟି ଟଙ୍କା ସ୍ଥାନାନ୍ତର କରିବେ। ତେବେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ଏପର୍ଯ୍ୟନ୍ତ ୧.୬ ଲକ୍ଷ କୋଟି ଟଙ୍କା କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ଵାରା ଜାରି କରାଯାଇଥିବା ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ଯେ, ଜାନୁୟାରୀ ୧ ତାରିଖ ଅପରାହ୍ନ ୧୨.୩୦ ମିନିଟ ସମୟରେ ହେବାକୁ ଥିବା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ସ୍ଥାନାନ୍ତର କରିବେ।

ଏହି କାର୍ଯ୍ୟକ୍ରମ ସମୟରେ ପ୍ରଧାନମନ୍ତ୍ରୀ ୩୫୧ କୃଷକ ଉତ୍ପାଦକ ସଂଗଠନ (FPO) କୁ ୧୪ କୋଟି ଟଙ୍କା ଇକ୍ୱିଟି ଅନୁଦାନ ମଧ୍ୟ ପ୍ରଦାନ କରିବେ। ଏହା ୧.୨୪ ଲକ୍ଷ ଚାଷୀଙ୍କୁ ଉପକୃତ କରିବ।

ଏହି ଯୋଜନା ଅଧୀନରେ କେନ୍ଦ୍ର ସରକାର ଚାଷୀଙ୍କୁ ବାର୍ଷିକ ୬୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ସରକାର ଏହି ଟଙ୍କାକୁ ତିନୋଟି କିସ୍ତି ଆକାରରେ ଦିଅନ୍ତି। ୪ ମାସର ପାର୍ଥକ୍ୟରେ ଚାଷୀମାନେ ୨୦୦୦ ଟଙ୍କା ପାଇବେ। ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସ୍ଥାନାନ୍ତରିତ ହୁଏ।

ନରେନ୍ଦ୍ର ମୋଦୀ ନୂଆ ବର୍ଷ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ବଡ ଉପହାର
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Latest News

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.