Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜାନୁୟାରୀ ମାସ ପାଇଁ ଆସିଲା ନୂଆ ଗାଇଡଲାଇନ: ରାଜ୍ୟକୁ ପୁଣି ଫେରିଲା ନାଇଟ କର୍ଫ୍ୟୁ
ବିଶେଷ ଖବର

ଜାନୁୟାରୀ ମାସ ପାଇଁ ଆସିଲା ନୂଆ ଗାଇଡଲାଇନ: ରାଜ୍ୟକୁ ପୁଣି ଫେରିଲା ନାଇଟ କର୍ଫ୍ୟୁ

December 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଜାନୁୟାରୀ ମାସ ପାଇଁ ନୂଆ ଗାଇଡ ଲାଇନ ଜାରି କରାଯାଇଛି। ଜାନୁୟାରୀ ୧ ତାରିଖ ଠାରୁ ଫେବୃୟାରି ୧ ତାରିଖ ପର୍ଯ୍ୟନ୍ତ ଏହି ଗାଇଡଲାଇନ ଜାରି ରହିବ। ଏହିପ୍ରରିପ୍ରେକ୍ଷୀରେ ରାଜ୍ୟର ସବୁ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗିବ। ରାତି ୧୦ ଟାରୁ ସକାଳ ୫ ଟା ଯାଏଁ ରାତ୍ରୀକାଳୀନ କର୍ଫ୍ୟୁ ବଳବତ୍ତର ରହିବ।

ସେହିଭଳି  ଭିଡ ଜନଗହଳି ଅଞ୍ଚଳକୁ ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ହୋଇଛି। ଜନଗହଳି ଅଞ୍ଚଳରେ କରୋନା କଟକଣାକୁ ବାଧ୍ୟତାମୂଳକ କରାଯାଇଛି। ପାର୍କ, ବେଳାଭୂମି ଉପରେ ବଣଭୋଜିକୁ ବାରଣ କରାଯାଇଛି। ସମସ୍ତ ପ୍ରକାର ସାମାଜିକ ଓ ଧାର୍ମିକ ସମାବେଶକୁ ବାରଣ କରାଯାଇଛି। ରାଜନୈତିକ ସମାବେଶରେ ସର୍ବାଧିକ ୧୦୦ ଲୋକଙ୍କୁ ଅନୁମତି। ପ୍ରଦର୍ଶନୀ, ବାଣିଜ୍ୟ ମେଳା, ମେଳା ଆଦିକୁ ବାରଣ କରାଯାଇଛି। ହୋଟେଲ, ପାର୍କ, ମଲରେ ସାଂସ୍କୃତିକ ଏବଂ ନୃତ୍ୟ ଆଦି ଉପରେ କଟକଣା ଲାଗିଛି।

ଜାନୁୟାରୀ ମାସରେ ଶିକ୍ଷାନୁଷ୍ଠାନକୁ ବଣଭୋଜିକୁ ବାରଣ କରାଯାଇଛି। କୋଭିଡ ନିୟମ ଅନୁଯାୟୀ ଯାତ୍ରା, ମେଲୋଡି, ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇପାରିବ। ଯାତ୍ରାରେ ସର୍ବାଧିକ ୧ ହଜାର ଦର୍ଶକଙ୍କୁ ପ୍ରବେଶ ଅନୁମତି। ସିନେମା ହଲରେ ୫୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିଥିବା ବେଳେ ଉଭୟ ଡୋଜ କିମ୍ବା ଟେଷ୍ଟ ରିପୋର୍ଟ ଦେଖାଇ ଦର୍ଶକଙ୍କୁ ପ୍ରବେଶ ଅନୁମତି ମିଳିବ।

ବିବାହ, ବ୍ରତ, ଶୁଦ୍ଧିକାର୍ଯ୍ୟରେ ୨୫୦ ଲୋକଙ୍କୁ ଅନୁମତି ରହିଛି। ସର୍ବାଧିକ ୫୦ ଜଣଙ୍କୁ ନେଇ ବରଯାତ୍ରୀ ଶୋଭାଯାତ୍ରା କରାଯାଇପାରିବ। ନିୟମ ଉଲ୍ଲଂଘନ କଲେ ବଡ କାର୍ଯ୍ୟାନୁଷ୍ଠାନ ହେବ। କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଅମାନିଆଙ୍କ ଠାରୁ ମୋଟା ଅଙ୍କରେ ଫାଇନ ଆଦାୟ କରିବାକୁ ନିର୍ଦ୍ଦେଶ ହୋଇଛି।

ଜାନୁୟାରୀ ମାସ ନୂଆ ଗାଇଡଲାଇନ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା

May 2, 2026

ବାଜିଲା ସତର୍କର ଘଣ୍ଟି!: ଆଗାମୀ ୫-୭ ଦିନ ମଧ୍ୟରେ ବୃଦ୍ଧି ପାଇପାରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

May 2, 2026

ଭୂମି ସୀମା ମାର୍ଗରେ ଇରାନରୁ ୨,୪୯୦ ଭାରତୀୟଙ୍କୁ ଯାତ୍ରା ସୁବିଧା ଦେଲା ଭାରତୀୟ ଦୂତାବାସ

May 2, 2026

ରଣନୈତିକ ଗୁରୁତ୍ୱ ଓ ସନ୍ତୁଳିତ ବିକାଶର ପ୍ରକୃଷ୍ଟ ଉଦାହରଣ ସାଜୁଛି ‘ଗ୍ରେଟ୍ ନିକୋବର ପ୍ରକଳ୍ପ’

May 1, 2026
Latest News

ପାକିସ୍ତାନ ଗ୍ୱାଦରରେ କାମ ବନ୍ଦ କଲା ଚୀନ୍ କମ୍ପାନୀ

May 3, 2026

ବକ୍ସ ଅଫିସରେ ‘ମନ୍ତ୍ରମୁଗ୍ଧ’ର ଦମଦାର ଏଣ୍ଟ୍ରି: ପ୍ରଥମ ଦିନରେ ଆୟ କଲା ୨୧.୫୧ ଲକ୍ଷ

May 3, 2026

ଦିଲ୍ଲୀର ଆବାସିକ ବିଲିଡିଂରେ ଅଗ୍ନିକାଣ୍ଡ : ୯ ମୃତ

May 3, 2026

ଦହିବରା ଖାଇ ଜଣେ ମୃତ

May 3, 2026

ପୁଣି ଟୋଲକୁ ନେଇ ଧମକ ଦେଲେ ଆମେରିକା

May 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.