Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ର ଅର୍ଥ ମନ୍ତ୍ରୀ ର୍ନିମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ପ୍ରାକ୍‍ ବଜେଟ୍‍ ଆଲୋଚନା ବୈଠକ
ବିଶେଷ ଖବର

କେନ୍ଦ୍ର ଅର୍ଥ ମନ୍ତ୍ରୀ ର୍ନିମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ପ୍ରାକ୍‍ ବଜେଟ୍‍ ଆଲୋଚନା ବୈଠକ

December 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ଅର୍ଥମନ୍ତ୍ରୀ
ଜିଏସଟି ହାର ସଂଶୋଧନକୁ ଦୃଷ୍ଟିରେ ରଖି ସଂଶୋଧିତ ପରାମର୍ଶ ଜାରି କଲେ ସରକାର

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ର୍ନିମଳା ସୀତାରମଣ ଆଜି ୨୦୨୨-୨୩ କେନ୍ଦ୍ର ବଜେଟ୍ ପାଇଁ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀମାନଙ୍କ ସହ ପ୍ରାକ୍‍ ବଜେଟ୍‍ ଆଲୋଚନା ବୈଠକରେ ଅଧ୍ୟକ୍ଷତା କରିଥିଲେ। ଏହି ବୈଠକରେ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ଅର୍ଥମନ୍ତ୍ରୀ, ମନ୍ତ୍ରୀ ଏବଂ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ (ବିଧାନସଭା ସହିତ) ଏବଂ କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଛନ୍ତି।

କେନ୍ଦ୍ର ଅର୍ଥ ସଚିବ ଆଲୋଚନାରେ ଯୋଗ ଦେଇଥିବା ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଥିଲେ ଏବଂ ଏହି ର୍ନିଦ୍ଦିଷ୍ଟ ପରାମର୍ଶ ବୈଠକର ଗୁରୁତ୍ୱ ବିଷୟରେ ସୂଚନା ଦେଇଥିଲେ। ଅଧିକାଂଶ ଅଂଶଗ୍ରହଣକାରୀ ମହାମାରୀର ପ୍ରକୋପ ସମୟରେ ସେମାନଙ୍କ ରାଜ୍ୟ / କେନ୍ଦ୍ରଶାସିତ ଅଞ୍ଚଳକୁ ଆର୍ଥିକ ସହାୟତା କରିଥିବାରୁ, ଋଣ ସୀମା ବୃଦ୍ଧି, ରାଜ୍ୟମାନଙ୍କୁ ୠଣ ଯୋଗାଣ ଏବଂ ପୁଞ୍ଜି ବ୍ୟୟ ପାଇଁ ସ୍ୱତନ୍ତ୍ର ସହାୟତା ଦେଇଥିବାରୁ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ବଜେଟ୍ ଭାଷଣରେ ଅନ୍ତର୍ଭୁକ୍ତ ପାଇଁ ଅଂଶଗ୍ରହଣକାରୀମାନେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନେକ ପରାମର୍ଶ ମଧ୍ୟ ଦେଇଥିଲେ। କେନ୍ଦ୍ର ଅର୍ଥ ମନ୍ତ୍ରୀ ୨୦୨୨-୨୩ ବଜେଟ୍‍ ପାଇଁ ସେମାନଙ୍କର ମତାମତ ଏବଂ ପରାମର୍ଶ ସକାଶେ ଅଂଶଗ୍ରହଣକାରୀମାନଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ପ୍ରତ୍ୟେକ ପ୍ରସ୍ତାବକୁ  ଅନୁଧ୍ୟାନ କରାଯିବ ବୋଲି ନିଶ୍ଚିତ କରିଥିଲେ।

କେନ୍ଦ୍ର ଅର୍ଥ ମନ୍ତ୍ରୀ ର୍ନିମଳା ସୀତାରମଣ
Share. Facebook Twitter LinkedIn Email WhatsApp Copy Link

Related Posts

‘SSR କୁ ଓଲଟାଇଲେ RSS…’: ଇସିଆଇର ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଲେ ଅଖିଳେଶ ଯାଦବ

October 16, 2026

ଦୀପାବଳି ପୂର୍ବରୁ ବୋନସ୍ ଘୋଷଣା କଲେ କେନ୍ଦ୍ର ସରକାର: ଜାଣନ୍ତୁ କାହାକୁ ମିଳିବ ଉପହାର?

October 16, 2026

CJI ଙ୍କ ଉପରେ ବୟାନକୁ ନେଇ ସୁପ୍ରିମକୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ: ସଞ୍ଜୟ ରାଉତଙ୍କଠାରୁ ମାଗିଲେ ସ୍ପଷ୍ଟୀକରଣ

October 16, 2026

୧୮ରେ ଶପଥ ନେବେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ

October 16, 2026
Latest News

ଆଜି ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍‌ର ସେମିଫାଇନାଲ୍ ମ୍ୟାଚ: ଜାଣନ୍ତୁ ସମୟ

October 16, 2026

‘SSR କୁ ଓଲଟାଇଲେ RSS…’: ଇସିଆଇର ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଲେ ଅଖିଳେଶ ଯାଦବ

October 16, 2026

ଆଜି ମହଙ୍ଗା ହେଲା ସୁନା: ଜାଣନ୍ତୁ ରୂପାର ସ୍ଥିତି

October 16, 2026

ଦୀପାବଳି ପୂର୍ବରୁ ମହିଳା ସଂରକ୍ଷଣ ଏବଂ ସୀମା ନିର୍ଦ୍ଧାରଣ ବିଲ୍!: ସରକାର ଡାକିବେ ସଂସଦୀୟ ଅଧିବେଶନ?

October 16, 2026

ବାଂଲାଦେଶ ଭଳି ସରକାର ବଦଳାଇବାକୁ ଚାଲିଛି ଷଡ଼ଯନ୍ତ୍ର : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.