Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବରିଷ୍ଠ ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ସ୍କୁଲ ଓ ଗଣଶିକ୍ଷା ବିଭାଗରେ ନୂଆ ମୁଖିଆ
ବିଶେଷ ଖବର

ବରିଷ୍ଠ ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ସ୍କୁଲ ଓ ଗଣଶିକ୍ଷା ବିଭାଗରେ ନୂଆ ମୁଖିଆ

January 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରିଷ୍ଠ ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ସ୍କୁଲ ଓ ଗଣଶିକ୍ଷା ବିଭାଗରେ ନୂଆ ମୁଖିଆ

ଭୁବନେଶ୍ବର: ନୂଆବର୍ଷରେ ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ସେହି ଅନୁସାରେ କୃଷି ଉତ୍ପାଦନ କମିଶନର ରାଜକୁମାର ଶର୍ମାଙ୍କୁ ନୂଆ ଦାୟିତ୍ବ ମିଳିଛି। ସେହିପରି ସ୍କୁଲ ଓ ଗଣ ଶିକ୍ଷା ବିଭାଗକୁ ଆସିଛନ୍ତି ନୂଆ ସଚିବ। ବିଜ୍ଞପ୍ତି ଅନୁସାରେ ଯେଉଁମାନଙ୍କୁ ନୂଆ ଦାୟିତ୍ବ ମିଳିଛି ସେମାନେ ହେଲେ

1- ରାଜ କୁମାର ଶର୍ମା- ଅତିରିକ୍ତ ମୁଖ୍ୟ ଶାସନ ସଚିବ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

2-ସଂଜୀବ ଚୋପ୍ରା- ଅତିରିକ୍ତ ମୁଖ୍ୟ ଶାସନ ସଚିବ କୃଷି ଉତ୍ପାଦନ କମିଶନର, ପୂର୍ବପରି ସେ ଗୃହ ବିଭାଗ ଦାୟିତ୍ବରେ ରହିବେ।

3-ମଧୁସୂଦନ ପାଢୀ- ପ୍ରିନସପାଲ ସଚିବ ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ

4-ସତ୍ୟବ୍ରତ ସାହୁ- ପ୍ରିନସପାଲ ସଚିବ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ

5-ରଂଜନା ଚୋପ୍ରା- ଏସଟି ଏସି ଉନ୍ନୟନ ପ୍ରିନସପାଲ ସଚିବ ସହିତ ତାଙ୍କୁ ଏମଏସଏମଇ ର ଅତିରିକ୍ତ ଦାୟିତ୍ବ ପ୍ରଦାନ

6- ହେମନ୍ତ ଶର୍ମା-  ଇଡକୋ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ, ସେ ପୂର୍ବପରି ତାଙ୍କର ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ଇପିକଲର ଅଧ୍ୟକ୍ଷ ରହିବେ।

7-ବିଷ୍ଣପଦ ସେଠୀ- ସ୍କୁଲ ଓ ଗଣଶିକ୍ଷା ବିଭାଗର  ପ୍ରିନସପାଲ ସଚିବ ଏଥିସହିତ ବାଣିଜ୍ୟ ଓ ପରିବହନ ସହିତ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ଦାୟିତ୍ବ

8-ସୁରେଶ ବୈଷିଷ୍ଠ-ଅଫିସର ଅନ ସ୍ପେଶାଲ ଡିୟୁଟି , ସାଧାରଣ ପ୍ରଶାସନ ବିଭାଗ

9-ଭାସ୍କରଜ୍ୟୋତି ଶର୍ମା- ମହିଳା ଓ ଶିଶୁ କଲ୍ୟାଣ ବିଭାଗର ସଚିବ, ସେ ପୂର୍ବପରି ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ଶସକ୍ତିକରଣ ବିଭାଗ ଦାଟିତ୍ବରେ ରହିବେ।

10-ଭୂପେନ୍ଦ୍ର ସିଂ ପୁନଲା- ଇଡିକୋର ଏମଡି ଭାବେ ଅତିରିକ୍ତ ଦାୟିତ୍ବ, ସେ ପୂର୍ବ ପରି  ଏମଡି ଇପିକୋଲ, ଏମଡି ଓଏଫଡିସିରେ କାର୍ଯ୍ୟ କରିବେ।

ias ଆଇଏଏସ ଆଇଏଏସ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026
Latest News

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.