Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି: କନିଷ୍ଠ ଶିକ୍ଷକଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି, ଉପକୃତ ହେବେ ୩୩,୦୩୮ ଶିକ୍ଷକ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି: କନିଷ୍ଠ ଶିକ୍ଷକଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି, ଉପକୃତ ହେବେ ୩୩,୦୩୮ ଶିକ୍ଷକ

January 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ।

ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ। ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ।

କନିଷ୍ଠ ଶିକ୍ଷକ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

“ଆମେରିକା ବାଣିଜ୍ୟ ଚୁକ୍ତି ନାମରେ ଭାରତୀୟ ଚାଷୀମାନଙ୍କୁ ବିଶ୍ୱାସଘାତକତା କରାଯାଇଛି”: ରାହୁଲ ଗାନ୍ଧୀ

February 15, 2026

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଆମେରିକାର ଦାବିର ଜବାବ ଦେଲେ ଏସ୍. ଜୟଶଙ୍କର

February 15, 2026

ମହାଶିବରାତ୍ରୀରେ ବିଜେଡି ଘୋଷଣା କଲା ମହିଳା ବାହିନୀ କର୍ମକର୍ତ୍ତା, ଜାଣନ୍ତୁ କେଉଁ ଜିଲ୍ଲାରୁ କିଏ

February 15, 2026

ଗୋଟିଏ ବୁନ୍ଦା ପାଣି ପାଇଁ ଛଟପଟ ହେବ ପାକିସ୍ତାନ: ଏହି ପ୍ରକଳ୍ପ ଆରମ୍ଭ କରିବ ଭାରତ, ଜାଣନ୍ତୁ ସଂପୂର୍ଣ୍ଣ ଘଟଣା

February 15, 2026
Latest News

“ଆମେରିକା ବାଣିଜ୍ୟ ଚୁକ୍ତି ନାମରେ ଭାରତୀୟ ଚାଷୀମାନଙ୍କୁ ବିଶ୍ୱାସଘାତକତା କରାଯାଇଛି”: ରାହୁଲ ଗାନ୍ଧୀ

February 15, 2026

ମହାଶିବରାତ୍ରୀ ଉପଲକ୍ଷେ ଚିଲିକାର ବିଭିନ୍ନ ଶୈବପୀଠ ଦର୍ଶନ କଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

February 15, 2026

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଆମେରିକାର ଦାବିର ଜବାବ ଦେଲେ ଏସ୍. ଜୟଶଙ୍କର

February 15, 2026

IND vs PAK ମ୍ୟାଚ୍ ପାଇଁ ଶ୍ରୀଲଙ୍କାରୁ ଆସିଲା ଖୁସି ଖବର: ଜାଣନ୍ତୁ ଖେଳ ସମୟରେ କିପରି ରହିବ ପାଗ?

February 15, 2026

ଖୋର୍ଦ୍ଧା ରୋଡ୍–ବଲାଙ୍ଗୀର ରେଳପଥର ଟନେଲ୍–୭ରେ ଆଧୁନିକ ସୁରକ୍ଷା ପ୍ରଣାଳୀ ସ୍ଥାପନ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.