Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାଜିଲା ତୃତୀୟ ଲହରର ଘଣ୍ଟି, ଆଜି ଓଡିଶାର ଆକ୍ରାନ୍ତ ସଂଖ୍ୟା ହଜାରେ ଡେଇଁଲା, ଖୋର୍ଦ୍ଧାରେ ସର୍ବାଧିକ
ବିଶେଷ ଖବର

ବାଜିଲା ତୃତୀୟ ଲହରର ଘଣ୍ଟି, ଆଜି ଓଡିଶାର ଆକ୍ରାନ୍ତ ସଂଖ୍ୟା ହଜାରେ ଡେଇଁଲା, ଖୋର୍ଦ୍ଧାରେ ସର୍ବାଧିକ

January 5, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାଜିଲା ତୃତୀୟ ଲହରର ଘଣ୍ଟି, ଆଜି ଓଡିଶାର ଆକ୍ରାନ୍ତ ସଂଖ୍ୟା ହଜାରେ ଡେଇଁଲା, ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର: ବର୍ତ୍ତମାନ ଓଡିଶା କରୋନାର ତୃତୀୟ ଲହର ଆଡକୁ ମୁହାଁଇବାରେ ଲାଗିଛି। ସେ ନେଇ ଆଜି ବାଜିଛି ସତର୍କ ଘଣ୍ଟି। କାରଣ ଆଜି ରାଜ୍ୟରେ ଯେତେ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ତାହା ପ୍ରଶାସକଙ୍କର ଚିନ୍ତା ବଢାଇଛି। କାରଣ ଆଜି ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ହଜାରେ ଟପିଲା। ଅର୍ଥାତ ଆଜି ମୋଟ ୧୨୧୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୮୭ ଜଣ ଅଛନ୍ତି। ସେହିପରି କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୭୧୦ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୫୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ତେବେ ପୂର୍ବପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଏହି ଜିଲ୍ଲାରୁ ୪୫୬ ଜଣ ଚିହ୍ନଟ ହୋଇଛନ୍ତି। ତେବେ ଜିଲ୍ଲାୱାରୀ ଆକ୍ରାନ୍ତଙ୍କ ସଂଖ୍ୟା ହେଲା..

୧- ଅନୁଗୁଳ ଜିଲ୍ଲାରୁ – ୬
୨- ବାଲେଶ୍ୱର ଜିଲ୍ଲାରୁ – ୨
୩- ବରଗଡ଼ ଜିଲ୍ଲାରୁ – ୨୧
୪- ଭଦ୍ରକ ଜିଲ୍ଲାରୁ – ୬
୫- ବଲାଙ୍ଗୀର ଜିଲ୍ଲାରୁ – ୧୪
୬- ବୌଦ୍ଦ ଜିଲ୍ଲାରୁ – ୧
୭- କଟକ ଜିଲ୍ଲାରୁ – ୮୦
୮- ଦେବଗଡ଼ ଜିଲ୍ଲାରୁ – ୮
୯- ଢେଙ୍କାନାଳ ଜିଲ୍ଲାରୁ – ୪
୧୦- ଗଜପତି ଜିଲ୍ଲାରୁ – ୧
୧୧- ଗଞ୍ଜାମ ଜିଲ୍ଲାରୁ – ୯
୧୨- ଜଗତସିଂହପୁର ଜିଲ୍ଲାରୁ – ୧୩
୧୩- ଯାଜପୁର ଜିଲ୍ଲାରୁ – ୪୭
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୩୩
୧୫- କଳାହାଣ୍ଡି ଜିଲ୍ଲାରୁ – ୪
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – ୯
୧୭- କେନ୍ଦୁଝର ଜିଲ୍ଲାରୁ – ୨୫
୧୮- ଖୋର୍ଦ୍ଧାରୁ-୪୫୬
୧୯- କୋରାପୁଟ ଜିଲ୍ଲାରୁ – ୩
୨୦- ମୟୁରଭଞ୍ଜ ଜିଲ୍ଲାରୁ – ୪୦
୨୧- ନବରଙ୍ଗପୁର ଜିଲ୍ଲାରୁ- ୧୩
୨୨- ନୟାଗଡ଼ ଜିଲ୍ଲାରୁ – ୩
୨୩- ନୂଆପଡ଼ା ଜିଲ୍ଲାରୁ – ୨
୨୪- ପୁରୀ ଜିଲ୍ଲାରୁ – ୩୦
୨୫- ରାୟଗଡ଼ା ଜିଲ୍ଲାରୁ – ୮
୨୬- ସମ୍ବଲପୁର ଜିଲ୍ଲାରୁ – ୯୯
୨୭- ସୋନପୁର ଜିଲ୍ଲାରୁ – ୩
୨୮- ସୁନ୍ଦରଗଡ଼ ଜିଲ୍ଲାରୁ – ୧୬୬
୨୯- ଷ୍ଟେଟ ପୁଲ- ୧୧୦

corona covid-19 କରୋନା ତୃତୀୟ ଲହର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଓଡିଶା ବନ୍ଦ: ଜନସାଧାରଣଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଲେ ଡିଜିପି

October 8, 2026

ଏସିବିସିଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ନିଷ୍ପତ୍ତି : ଗଠନ ହେବ କମିଶନ

October 8, 2026

ଓଡ଼ିଶା ବନ୍ଦ ସତ୍ତ୍ୱେ ହେବ D.El.Ed ପରୀକ୍ଷା, ସ୍ପଷ୍ଟ କଲେ ବୋର୍ଡ ସଭାପତି

October 8, 2026

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: କେଉଁ ସେବା ବନ୍ଦ, କାହାକୁ ମିଳିବ ଛାଡ଼?

October 7, 2026
Latest News

ଏସିଆନ୍ ପାରା ଗେମ୍ସ ୨୦୨୬:ଭାରତର ଧ୍ୱଜାବାହକ ହେବେ ପ୍ରମୋଦ ଭଗତ ଓ ଭାବିନା ପଟେଲ୍

October 8, 2026

ଆଜି ଓଡିଶା ବନ୍ଦ: ଜନସାଧାରଣଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଲେ ଡିଜିପି

October 8, 2026

ଆଜି କେଉଁ ରାଶିର ବ୍ୟକ୍ତିଙ୍କ ସୂର୍ଯ୍ୟଙ୍କ ପରି ଚମକିବ ଭାଗ୍ୟ ପଢନ୍ତୁ ଆଜିର ରାଶିଫଳ

October 8, 2026

ଏସିବିସିଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ନିଷ୍ପତ୍ତି : ଗଠନ ହେବ କମିଶନ

October 8, 2026

ଓଡ଼ିଶା ବନ୍ଦ ସତ୍ତ୍ୱେ ହେବ D.El.Ed ପରୀକ୍ଷା, ସ୍ପଷ୍ଟ କଲେ ବୋର୍ଡ ସଭାପତି

October 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.