Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦେଶରେ ହୁହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜିର ରିପୋର୍ଟ କରିଛି ଚକିତ
ଜାତୀୟ ଖବର

ଦେଶରେ ହୁହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜିର ରିପୋର୍ଟ କରିଛି ଚକିତ

January 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦେଶରେ ହୁହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜିର ରିପୋର୍ଟ କରିଛି ଚକିତ

ନୂଆଦିଲ୍ଲୀ: ଦେଶରେ ବର୍ତ୍ତମାନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଗତ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮,୦୯୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ହାର୧୫.୫୪ ପ୍ରତିଶତ ବୃଦ୍ଧି ପାଇଛି। ତଥ୍ୟ ଅନୁସାରେ ବର୍ତ୍ତମାନ ଭାରତର ଆକ୍ଟିଭ୍ କେସ୍ ୨,୧୪,୦୦୪ କୁ ହ୍ରାସ ପାଇଛି।

ସେହିପରି ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୦.୬୧ ପ୍ରତିଶତ ଅଟେ। ସମଗ୍ର ଦେଶରେ ସମୁଦାୟ ୩,୪୩,୨୧,୮୦୩ ଆରୋଗ୍ୟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୫,୩୮୯ ରୋଗୀ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର ୯୮.୦୧ ପ୍ରତିଶତ କୁ ହ୍ରାସ ପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୫୦,୧୮,୩୫୮ କୁ ବୃଦ୍ଧି ପାଇଛି।

ମୋଟ ସକ୍ରୀୟ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ହୋଇଛି ୪୨୧୭୪ ଜଣ।  ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫୩୪ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪,୮୨,୫୫୧ କୁ ବୃଦ୍ଧି ପାଇଛି। ସକ୍ରୀୟ ଆକ୍ରାନ୍ତ ୦.୬୧ ପ୍ରତିଶତ, ଆରୋଗ୍ୟ ହୋଇଛନ୍ତି ୯୮.୦୧ ପ୍ରତିଶତ ଏବଂ ମୃତ୍ୟୁ ସଂଖ୍ୟା ୧.୩୮ ପ୍ରତିଶତ ଅଛି।

ସେହିପରି ଟିକାକରଣରେ ଦେଶରେ ମୋଟ ଟିକାକରଣ ୧, ୪୭ କୋଟି  ୭୨ ଲକ୍ଷ ୦୮ ହଜାର ୮୪୬ ହୋଇଥିବା ବେଳେ ଗତ କାଲି ଟିକାକରଣ ହୋଇଛି ୯୬ ଲକ୍ଷ ୪୩ ହାଜର ୨୩୮।

corona Corona Data covid19 ଓଡିଶା କରୋନା ଅପଡେଟ୍ କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଯାତ୍ରୀବାହୀ ଟ୍ରେନରେ ନିଆଁ

May 18, 2026

୧.୪୪ କୋଟିରୁ ଅଧିକ ପରିବାର ଦ୍ବାରା ସ୍ୱ-ଗଣନା ସଂପୂର୍ଣ୍ଣ

May 18, 2026
Latest News

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.