Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପିଏମ ମୋଦୀଙ୍କ ସୁରକ୍ଷାକୁ ନେଇ କିରଣ ବେଦୀଙ୍କ ପ୍ରଶ୍ନ, ସେଠାରେ ଆକ୍ରମଣ କରିବାର ଯୋଜନା ଥିଲା କି?
ବିଶେଷ ଖବର

ପିଏମ ମୋଦୀଙ୍କ ସୁରକ୍ଷାକୁ ନେଇ କିରଣ ବେଦୀଙ୍କ ପ୍ରଶ୍ନ, ସେଠାରେ ଆକ୍ରମଣ କରିବାର ଯୋଜନା ଥିଲା କି?

January 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷାକୁ ନେଇ ଚର୍ଚ୍ଚା ଜୋର ଧରିଛି। ପୂର୍ବତନ ଆଇପିଏସ୍ ଅଧିକାରୀ କିରଣ ବେଦୀ ପଞ୍ଜାବର ବରିଷ୍ଠ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଜାନୁୟାରୀ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫିରୋଜପୁର ଗସ୍ତ ସମୟରେ ପଞ୍ଜାବରେ ସୁରକ୍ଷା ଅଭାବ ସମ୍ପର୍କରେ ପୂର୍ବତନ ଆଇପିଏସ ଅଧିକାରୀ କିରଣ ବେଦୀ କହିଛନ୍ତି ଯେ, ସେହି ସମୟରେ ରାଜ୍ୟର ଡିଜିପି, ମୁଖ୍ୟ ସଚିବ, ଗୃହ ସଚିବ ଏବଂ ଡିଏମ ଅନୁପସ୍ଥିତ ଥିଲେ। ରାଜ୍ୟ ଅଧିକାରୀଙ୍କ ଅନୁପସ୍ଥିତିକୁ ନେଇ କିରଣ ବେଦୀ ପ୍ରଶ୍ନ କରିଛନ୍ତି ଯେ, ସେଠାରେ କୌଣସି ଆକ୍ରମଣ ଯୋଜନା ଥିଲା କି? ସେ କହିଛନ୍ତି ଯେ, ବ୍ରିଜ ନିକଟରେ ଅଟକି ରହିବା ଅତ୍ୟନ୍ତ ବିପଜ୍ଜନକ ହୋଇପାରେ। ବ୍ରିଜ୍ ତଳେ ଯେକେହି ବୋମା ଲଗାଇପାରିଥାନ୍ତେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷା ବିଫଳତାକୁ ନେଇ ପୂର୍ବତନ ଆଇପିଏସ୍ କିରଣ ବେଦୀ କହିଛନ୍ତି ଯେ, ଏହି ବ୍ରିଜ ଉପରେ ପ୍ରଧାନମନ୍ତ୍ରୀ ଅଟକିବା ଅତ୍ୟନ୍ତ ବିପଜ୍ଜନକ ଥିଲା। କାରଣ ବ୍ରିଜଟି ସହଜରେ ବୋମା ଦ୍ୱାରା ଉଡିଯାଇପାରେ। ସେ କହିଛନ୍ତି ଯେ, ସୁରକ୍ଷା ବିଫଳତାର ସବୁଠାରୁ ବଡ କାରଣ ହେଉଛି ଡିଜିପିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀଙ୍କ ଅନୁପସ୍ଥିତି। ଏହା ଏକ ଯୋଜନାବଦ୍ଧ ଆକ୍ରମଣର ମାମଲା ହୋଇପାରେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିର ଦାନ ମାମଲାରେ SIT ର ବଡ ପଦକ୍ଷେପ: ପ୍ରମାଣ ପାଇଁ AAP ସାଂସଦଙ୍କୁ ସମନ

June 24, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେଲା ଏହି ସବୁ ଟ୍ରେନ

June 24, 2026

ଆସନ୍ତାକାଲି ବିଜେଡିରେ ମିଶିବେ ସୁଜାତା କାର୍ତ୍ତିକେୟନ, ଶ୍ରୀମୟୀଙ୍କ ସୂଚନା ପରେ ଚର୍ଚ୍ଚା ଜୋରଦାର

June 24, 2026

ଭୁବନେଶ୍ୱରରେ ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ ବୈଠକ ଉଦ୍‌ଘାଟିତ

June 24, 2026
Latest News

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026

ରଥଯାତ୍ରା ୨୦୨୬: ଭକ୍ତଙ୍କ ପାଇଁ ବ୍ୟାପକ ପ୍ରସ୍ତୁତି, ପୁରୀରେ ସୁଗମ ଯାତାୟାତ ଓ ସୁରକ୍ଷାକୁ ପ୍ରାଥମିକତା

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.