Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»PANCHAYAT ELECTION: ଆଜିଠାରୁ ଲାଗିଲା ନିର୍ବାଚନ ଆଚରଣ ବିଧି, ଦୁଇଦିନ ପରେ ବିଜ୍ଞପ୍ତି
ବିଶେଷ ଖବର

PANCHAYAT ELECTION: ଆଜିଠାରୁ ଲାଗିଲା ନିର୍ବାଚନ ଆଚରଣ ବିଧି, ଦୁଇଦିନ ପରେ ବିଜ୍ଞପ୍ତି

January 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
PANCHAYAT ELECTION: ଆଜିଠାରୁ ଲାଗିଲା ନିର୍ବାଚନ ଆଚରଣ ବିଧି, ଦୁଇଦିନ ପରେ ବିଜ୍ଞପ୍ତି

ଭୁବନେଶ୍ବର: ଶେଷରେ ଘୋଷଣା ହେଲା ପଞ୍ଚାୟତ ନିର୍ବାଚନ ତାରିଖ। ଆଜି ଭୁବନେଶ୍ବରରେ ରାଜ୍ୟ ନିର୍ବାଚନ କମିଶନର ଏହି ତାରିଖ ଘୋଷଣା କରିଛନ୍ତି। ତାରିଖ ଘେଷଣା ସହିତ କମିଶନର ଆଜିଠାରୁ ରାଜ୍ୟରେ ନିର୍ବାଚନ ଆଚରଣବିଧି ଲାଗୁ ହେଲା ବୋଲି ଘୋଷଣା କରିଛନ୍ତି।

ନିର୍ବାଚନ କମିଶନରଙ୍କ ଘୋଷଣା ଅନୁସାରେ ଆସନ୍ତା ଫେବୃୟାରୀ ୧୬ ତାରିଖରେ ଆରମ୍ଭ ହେବ ଭୋଟିଂ। ଏହାପରେ ୧୮ ଫେବୃୟାରୀ, ୨୦ ଫେବୃୟାରୀ, ୨୨ ଫେବୃୟାରୀ ଏବଂ ଶେଷରେ ୨୪ ଫେବୃୟାରୀରେ ଭୋଟ ଗ୍ରହଣ କରାଯିବ। ଭୋଟ ଗଣତି ମଧ୍ୟ ତିନୋଟି ପର‌୍ୟ୍ୟାୟରେ କରାଯିବ। ସେଗୁଡିକ ହେଲା ଫେବୃୟାରୀ ୨୬, ୨୭ ଏବଂ ୨୮ ତାରିଖ। ସେହିପରି ଆସନ୍ତା ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ହେବ। କମିଶନରଙ୍କ ଘୋଷଣା ଅନୁସାରେ

ବିଜ୍ଞପ୍ତି ପ୍ରକାଶ – ୧୩ ଜାନୁୟାରୀ

ପ୍ରାର୍ଥୀ ପତ୍ର ଦାଖଲ- ୧୭ ଜାନୁୟାରୀ ରୁ ୨୧ ଜାନୁୟାରୀ

ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ୨୫ ଜାନୁୟାରୀ

ଚୁଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ- ୨୫ ଜାନୁୟାରୀ

ଭୋଟ ଗ୍ରହଣ-

ଫେବ୍ରୁଆରୀ ୧୬ – ପ୍ରଥମ ପର୍ଯ୍ୟାୟ

ଫେବ୍ରୁଆରୀ ୧୮ – ଦ୍ୱିତୀୟ ପର୍ଯ୍ୟାୟ

ଫେବ୍ରୁଆରୀ ୨୦ – ତୃତୀୟ ପର୍ଯ୍ୟାୟ

ଫେବ୍ରୁଆରୀ ୨୨ – ଚତୁର୍ଥ ପର୍ଯ୍ୟାୟ

ଫେବ୍ରୁଆରୀ ୨୪ – ପଞ୍ଚମ ପର୍ଯ୍ୟାୟ

ଭୋଟ ଗଣତି- ଫେବୃୟାରୀ ୨୬-୨୭-୨୮ ତାରିଖ

Panchayat Election ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ଵକପର ବଡ ବିପର୍ଯ୍ୟୟ: ଜିମ୍ବାୱେ ଠାରୁ ଅଷ୍ଟ୍ରେଲିଆ ପରାସ୍ତ

February 13, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ: ପୋଲିସର ତଦନ୍ତ ଆରମ୍ଭ

February 13, 2026

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026
Latest News

ଟି-୨୦ ବିଶ୍ଵକପର ବଡ ବିପର୍ଯ୍ୟୟ: ଜିମ୍ବାୱେ ଠାରୁ ଅଷ୍ଟ୍ରେଲିଆ ପରାସ୍ତ

February 13, 2026

ସମାଜବାଦୀ ପାର୍ଟି ମୁଖପାତ୍ର ମନୋଜ ଯାଦବ ଗିରଫ, ଜାଣନ୍ତୁ କାହିଁକି?

February 13, 2026

ନାମିବିୟାକୁ ପରାସ୍ତ କରିବା ପରେ ସୂର୍ଯ୍ୟକୁମାରଙ୍କ ପ୍ରତିକ୍ରିୟା: ପାକିସ୍ତାନ ମ୍ୟାଚ ଉପରେ ଦେଲେ ସଂକେତ

February 13, 2026

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026

“ମୋର ଓଜନ ହ୍ରାସ ପାଇଛି…”: IND vs PAK ମ୍ୟାଚ୍ ପୂର୍ବରୁ ନିଜ ସ୍ୱାସ୍ଥ୍ୟ ସୂଚନା ଦେଲେ ଅଭିଷେକ ଶର୍ମା

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.