Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»PANCHAYAT BREAKING: ଘୋଷଣା ହେଲା ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ତାରିଖ
ବିଶେଷ ଖବର

PANCHAYAT BREAKING: ଘୋଷଣା ହେଲା ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ତାରିଖ

January 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
PANCHAYAT BREAKING: ଘୋଷଣା ହେଲା ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ତାରିଖ

ଭୁବନେଶ୍ବର: ଆଜି ରାଜ୍ୟ ନିର୍ବାଚନ କମିଶନର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଏଥିସହିତ ନାଏବ ସରପଞ୍ଚ, ପଞ୍ଚାୟତ ସମିତି ଅଧ୍ୟକ୍ଷ, ଉପାଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିର୍ବାଚନ ତାରିଖ ମଧ୍ୟ ସେ ଘୋଷଣା କରିଛନ୍ତି। ଜାଣନ୍ତୁ କେଉଁ ତାରିଖରେ କେଉଁ ନିର୍ବାଚନ ହେବ

ପଞ୍ଚାୟତ ନିର୍ବାଚନ

ବିଜ୍ଞପ୍ତି ପ୍ରକାଶ – ୧୩ ଜାନୁୟାରୀ

ପ୍ରାର୍ଥୀ ପତ୍ର ଦାଖଲ- ୧୭ ଜାନୁୟାରୀ ରୁ ୨୧ ଜାନୁୟାରୀ

ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ୨୫ ଜାନୁୟାରୀ

ଚୁଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ- ୨୫ ଜାନୁୟାରୀ

ଭୋଟ ଗ୍ରହଣ

ଫେବ୍ରୁଆରୀ ୧୬ – ପ୍ରଥମ ପର୍ଯ୍ୟାୟ

ଫେବ୍ରୁଆରୀ ୧୮ – ଦ୍ୱିତୀୟ ପର୍ଯ୍ୟାୟ

ଫେବ୍ରୁଆରୀ ୨୦ – ତୃତୀୟ ପର୍ଯ୍ୟାୟ

ଫେବ୍ରୁଆରୀ ୨୨ – ଚତୁର୍ଥ ପର୍ଯ୍ୟାୟ

ଫେବ୍ରୁଆରୀ ୨୪ – ପଞ୍ଚମ ପର୍ଯ୍ୟାୟ

ଭୋଟ ଗଣତି- ଫେବୃୟାରୀ ୨୬-୨୭ ଓ ୨୮ ତାରିଖ

ଅନ୍ୟ ପଦବୀ ପାଇଁ ନିର୍ବାଚନ ତାରିଖ

ନାଏବ ସରପଞ୍ଚ- ମାର୍ଚ୍ଚ ୧୧ ତାରିଖ

ପଞ୍ଚାୟତ ସମିତି ଅଧ୍ୟକ୍ଷ -ମାର୍ଚ୍ଚ ୧୨ ତାରିଖ

ପଞ୍ଚାୟତ ସମିତି ଉପାଧ୍ୟକ୍ଷ- ମାର୍ଚ୍ଚ ୨୩ ତାରିଖରେ

ଜିଲ୍ଲା ପରିଷଦ ଅଧ୍ୟକ୍ଷ-ମାର୍ଚ୍ଚ ୧୩ ତାରିଖ

ଜିଲ୍ଲା ପରିଷଦ ଉପାଧ୍ୟକ୍ଷ- ମାର୍ଚ୍ଚ ୨୫ ତାରିଖ

ଜିଲ୍ଲା ପରିଷଦ ଅଧ୍ୟକ୍ଷ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.