Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ: ବାତିଲ୍ ହେବ ଏହି ସବୁ ଟ୍ରେନ
ବିଶେଷ ଖବର

ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ: ବାତିଲ୍ ହେବ ଏହି ସବୁ ଟ୍ରେନ

January 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ମଧ୍ୟ ରେଳପଥ ବିଳାସପୁର ରେଳ ମଣ୍ଡଳ ଅନ୍ତର୍ଗତ ନିଗୁଆର-ଜୟଥାରୀ-ଚୁଲହା ରେଳ ସେକ୍ସନ ମଧ୍ୟରେ ତୃତୀୟ ଲାଇନ କାର୍ଯ୍ୟକ୍ଷମ ପାଇଁ ଏବଂ ଦକ୍ଷିଣ ପଶ୍ଚିମ ରେଳପଥ ଅନ୍ତର୍ଗତ ବାଙ୍ଗାଲୋର ରେଳ ମଣ୍ଡଳ ମଧ୍ୟରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପୂର୍ବତଟ ରେଳପଥକୁ ଆସୁଥିବା କିମ୍ବା ଉପ୍ତନ୍ନ ହେଉଥିବା କିଛି ଟ୍ରେନ ସାମୟିକ ଭାବେ ନିମ୍ନଲିଖିତ ଅନୁଯାୟୀ ପ୍ରଭାବିତ ହେବ-

ବାତିଲ୍ ହେବାକୁ ଥିବା ଟ୍ରେନ:

– 20.01.2022 ଏବଂ 27.01.2022 ରେ ଭଲସାଡରୁ ଛାଡିବାକୁ ଥିବା 22909 ଭଲସାଡ-ପୁରୀ ଏକ୍ସପ୍ରେସ।

– 23.01.2022 ଏବଂ 30.01.2022 ରେ ପୁରୀରୁ ଛାଡିବାକୁ ଥିବା 22910 ପୁରୀ-ଭଲସାଡ ଏକ୍ସପ୍ରେସ।

– 23.01.2022 ଏବଂ 30.01.2022 ରେ ବିକାନିର ଠାରୁ ଛାଡ଼ିବାକୁଥିବା 20471 ବିକାନିର-ପୁରୀ ଏକ୍ସପ୍ରେସ୍।

– 26.01.2022 ଏବଂ 02.02.2022 ରେ ପୁରୀରୁ ଛାଡ଼ିବାକୁଥିବା 20472 ପୁରୀ-ବିକାନିର ଏକ୍ସପ୍ରେସ୍।

ମାର୍ଗ ପରିବର୍ତ୍ତିତ ହେବାକୁ ଥିବା ଟ୍ରେନ :

– 18.01.2022 ଏବଂ 25.01.2022 ରେ ହଟିଆରୁ ଛାଡୁଥିବା 12835 ହଟିଆ-ଯଶୋବନ୍ତପୁର ଏକ୍ସପ୍ରେସ କୃଷ୍ଣରାଜପୁରମ୍-ଚାନ୍ନାସନ୍ଦରା-ୟେଲହଙ୍କା ମାର୍ଗଦେଇ ଯଶୋବନ୍ତପୁର ଯାତ୍ରା କରିବ।

ଆଧୁନିକୀକରଣ କାର୍ଯ୍ୟ ଦକ୍ଷିଣ ପଶ୍ଚିମ ରେଳପଥ ଦକ୍ଷିଣ ପୂର୍ବ ମଧ୍ୟ ରେଳପଥ ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଜାରି: ବାତିଲ୍ ହେଲା ଏହି ସବୁ ଟ୍ରେନ

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

ଗତ ତିନି ଦିନ ମଧ୍ୟରେ ହର୍ମୁଜ୍ ପ୍ରଣାଳୀ ପାର ହେଲା କେତେ ଭାରତୀୟ ଜାହାଜ?: ଜାଣନ୍ତୁ ସଂଖ୍ୟା

June 28, 2026
Latest News

୪ ବର୍ଷର ଶିଶୁକୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଗୋଟିଏ ମାସ ମଧ୍ୟରେ ଅଭିଯୁକ୍ତକୁ ମୃତ୍ୟୁଦଣ୍ଡ

June 29, 2026

ରାମ ମନ୍ଦିର ଦାନ ଚୋରି ମାମଲା: ତୁରନ୍ତ ଶୁଣାଣି କରିବାକୁ ମନା କଲେ  ସୁପ୍ରିମକୋର୍ଟ

June 29, 2026

ସକାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

June 29, 2026

୬୫ତମ ଜାତୀୟ ଆନ୍ତଃରାଜ୍ୟ ବରିଷ୍ଠ ଆଥଲେଟିକ୍ସ ପ୍ରତିଯୋଗିତା ଉଦଯାପିତ

June 29, 2026

ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ କଳାକୃତି ନିର୍ମାଣ କଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.