Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଆହୁରି ୩୫ ଟି ୟୁଟ୍ୟୁବ ଚ୍ୟାନେଲକୁ ବନ୍ଦ କଲେ ସରକାର, ଦେଖାଉଥିଲେ ଭାରତ ବିରୋଧୀ ବିଷୟବସ୍ତୁ
ଅପରାଧ

ଆହୁରି ୩୫ ଟି ୟୁଟ୍ୟୁବ ଚ୍ୟାନେଲକୁ ବନ୍ଦ କଲେ ସରକାର, ଦେଖାଉଥିଲେ ଭାରତ ବିରୋଧୀ ବିଷୟବସ୍ତୁ

January 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
YouTube
5,000 ଭ୍ୟୁ ପାଇଁ କେତେ ଟଙ୍କା ଦିଏ YouTube?: ଜାଣନ୍ତୁ ଗୁରୁତ୍ୱପୂର୍ଣ୍ଣ ବିଷୟ

ନୂଆଦିଲ୍ଲୀ: ମୋଦୀ ସରକାର ଆଉ ୩୫ ଟି ୟୁଟ୍ୟୁବ ଚ୍ୟାନେଲକୁ ବନ୍ଦ କରିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ବିକ୍ରମ ସାହା କହିଛନ୍ତି ଯେ, ଗୁପ୍ତଚର ଇନପୁଟ ଆଧାରରେ ୩୫ ଟି ୟୁଟ୍ୟୁବ୍ ଚ୍ୟାନେଲ, ଦୁଇଟି ଟ୍ୱିଟର, ଇନଷ୍ଟାଗ୍ରାମ ଆକାଉଣ୍ଟ, ୱେବସାଇଟ୍ ଏବଂ ଗୋଟିଏ ଫେସବୁକ୍ ଆକାଉଣ୍ଟକୁ ଗତକାଲି ବନ୍ଦ କରାଯାଇଛି।

ଏହାପୂର୍ବରୁ ଜାନୁଆରୀ ୧୯ ତାରିଖରେ ସୂଚନା ତଥା ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଥିଲେ ଯେ, ଦେଶ ବିରୁଦ୍ଧରେ ଷଡଯନ୍ତ୍ରକାରୀଙ୍କ ଉପରେ ସରକାର କଟକଣା ଜାରି କରିବେ। ସେ କହିଥିଲେ, ମୁଁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଥିଲି। ମୁଁ ଖୁସି ଯେ ବିଶ୍ଵର ଅନେକ ବଡ ଦେଶ ଏହାକୁ ସଜ୍ଞାନକୁ ନେଇଛନ୍ତି। ୟୁଟ୍ୟୁବ୍ ମଧ୍ୟ ଆଗକୁ ଆସି ସେଗୁଡିକୁ ବନ୍ଦ କରିବା ପାଇଁ ପଦକ୍ଷେପ ନେଇଥିଲା |

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଗତ ବର୍ଷ ଡିସେମ୍ବରରେ ଗୁପ୍ତଚର ଏଜେନ୍ସିମାନଙ୍କ ସହ ସମନ୍ୱିତ ପ୍ରୟାସରେ ୨୦ ଟି ୟୁଟ୍ୟୁବ୍ ଚ୍ୟାନେଲ ଏବଂ ଦୁଇଟି ୱେବସାଇଟ୍ ରୋକିବାକୁ ନିର୍ଦ୍ଦେଶ ଦେଇଥିଲା। ଯେହେତୁ ସେମାନେ ଭାରତ ବିରୋଧୀ ପ୍ରଚାର ଏବଂ ମିଥ୍ୟା ଖବର ପ୍ରଚାର କରୁଥିଲେ।

ମନ୍ତ୍ରଣାଳୟ କହିଛି ଯେ ଏହି ଚ୍ୟାନେଲଗୁଡ଼ିକ କାଶ୍ମୀର, ଭାରତୀୟ ସେନା, ଭାରତର ସଂଖ୍ୟାଲଘୁ ସମ୍ପ୍ରଦାୟ, ରାମ ମନ୍ଦିର, ଜେନେରାଲ ବିପିନ ରାୱତ ଇତ୍ୟାଦି ପ୍ରସଙ୍ଗରେ ବିଭାଜନକାରୀ ବିଷୟବସ୍ତୁ ପୋଷ୍ଟ କରିବା ପାଇଁ ବ୍ୟବହୃତ ହେଉଛି।

ଭାରତ ବିରୋଧୀ ମୋଦୀ ସରକାର ୟୁଟ୍ୟୁବ ଚ୍ୟାନେଲ
Share. Facebook Twitter LinkedIn Email WhatsApp Copy Link

Related Posts

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026
Latest News

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.