Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଇଣ୍ଡିଆ ଗେଟରେ କିଛିଦିନ ପାଇଁ ଝଲସିବ ନେତାଜୀଙ୍କ ହେଲୋଗ୍ରାମ ମୂର୍ତ୍ତି, ଜାଣନ୍ତୁ ଏହା କଣ
ଜାତୀୟ ଖବର

ଇଣ୍ଡିଆ ଗେଟରେ କିଛିଦିନ ପାଇଁ ଝଲସିବ ନେତାଜୀଙ୍କ ହେଲୋଗ୍ରାମ ମୂର୍ତ୍ତି, ଜାଣନ୍ତୁ ଏହା କଣ

January 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଣ୍ଡିଆ ଗେଟରେ କିଛିଦିନ ପାଇଁ ଝଲସିବ ନେତାଜୀଙ୍କ ହେଲୋଗ୍ରାମ ମୂର୍ତ୍ତି, ଜାଣନ୍ତୁ ଏହା କଣ

ନୂଆଦିଲ୍ଲୀ: ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 125 ତମ ଜନ୍ମ ବାର୍ଷିକୀକୁ ସ୍ମରଣୀୟ କରିବା ପାଇଁ ନୂଆଦିଲ୍ଲୀର ଇଣ୍ଡିଆ ଗେଟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ କରି ସୂଚନା ଦେଇଛନ୍ତି।

ଏହି ପ୍ରତିମୂର୍ତ୍ତି ଗ୍ରାନାଇଟ ପଥରରେ ନିର୍ମିତ ହେବ। ଏହି ପ୍ରତିମୂର୍ତ୍ତି ଦେଶର ସ୍ୱାଧୀନତା ସଂଗ୍ରାମରେ ନେତାଜୀଙ୍କ ଅପାର ଅବଦାନ ପାଇଁ ଏକ ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ହେବ ଏବଂ ତାଙ୍କ ପ୍ରତି ଦେଶର ଶ୍ରେଷ୍ଠ ସମ୍ମାନର ପ୍ରତୀକ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଏହି ପ୍ରତିମୂର୍ତ୍ତିର କାର୍ଯ୍ୟ ସମାପ୍ତ ନହେବା ପର୍ଯ୍ୟନ୍ତ, ନେତାଜୀଙ୍କ ଏକ ହୋଲଗ୍ରାମ ପ୍ରତିମୂର୍ତ୍ତି ସମାନ ସ୍ଥାନରେ ସ୍ଥାପିତ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 23 ଜାନୁୟାରୀ ସଂଧ୍ୟା 6 ଟା ସମୟରେ ଇଣ୍ଡିଆ ଗେଟରେ ନେତାଜୀଙ୍କ ହୋଲଗ୍ରାମ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବେ।

ଏହି ହୋଲଗ୍ରାମ ପ୍ରତିମୂର୍ତ୍ତି ହେଉଛି ଏପରି ଏକ ପ୍ରତିଛବି ଯାହା ଭିଡିଓ ଆଧାରିତ ହେବ। ହେଲେ ଦୂରରୁ ଏହା ପ୍ରସ୍ଥର ପ୍ରତିମୂର୍ତ୍ତି ପରି ଦେଖାଯିବ। ହୋଲଗ୍ରାମ ପ୍ରତିମୂର୍ତ୍ତିକୁ 30 ହଜାର ଲ୍ୟୁମେନ 4K ପ୍ରୋଜେକ୍ଟର ଦ୍ୱାରା ଚାଳିତ କରାଯିବ। ଏକ ଅଦୃଶ୍ୟ, ହାଇଗେନ୍, 90 ପ୍ରତିଶତ ସ୍ୱଚ୍ଛ ହୋଲୋଗ୍ରାଫିକ୍ ସ୍କ୍ରିନ୍ ଏପରି ଭାବରେ ନିର୍ମାଣ କରାଯାଇଛି ଯାହା ଦ୍ବାରା ଏହା ପରିଦର୍ଶକମାନେ ସତ ମୂର୍ତ୍ତି ବୋଲି ଅନୁଭବ କରିବେ।

ଏହି ହୋଲଗ୍ରାମର ପ୍ରଭାବ ସୃଷ୍ଟି କରିବା ପାଇଁ ନେତାଜୀଙ୍କର 3D ପ୍ରତିଛବି ଏହା ଉପରେ ପ୍ରୋଜେକ୍ଟ ହେବ। ହୋଲଗ୍ରାମ ମୂର୍ତ୍ତିର ଆକାର 28 ଫୁଟ ଉଚ୍ଚତା ଏବଂ 6 ଫୁଟ ପ୍ରସସ୍ଥ ହୋଇଛି।

netaji Subhas Chandra Bose ନେତାଜୀ ନ‌େତାଜୀ ସୁଭାଷ ଚନ୍ଦ୍ର ବୋଷ ସୁଭାଷ ଚନ୍ଦ୍ର ବୋଷ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

August 3, 2026

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026
Latest News

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

August 3, 2026

ଓଡ଼ିଶାରେ ଜିଓର ଏକ କୋଟି ୮୯ ଲକ୍ଷରୁ ଉର୍ଦ୍ଧ୍ବ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଗ୍ରାହକ

August 3, 2026

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, କେବେ ବି ଖାଆନ୍ତୁ ନାହିଁ ଏହି ଜିନିଷ

August 3, 2026

Rashifal: ଶ୍ରାବଣ ମାସର ପ୍ରଥମ ସୋମବାରରେ ଏହି ରାଶି ପ୍ରତି ମହାଦେବଙ୍କର ରହିଛି ଆର୍ଶିବାଦ

August 3, 2026

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.