Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସୋରୋ ବସ୍ ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା
ବିଶେଷ ଖବର

ସୋରୋ ବସ୍ ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା

January 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ଅପରାହ୍ନ ରେ ବାଲେଶ୍ବର ର ସୋରୋ ଠାରେ ବସ୍  ଦୁର୍ଘଟଣାରେ ଛଅ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ ଯେ ବସ୍ ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା।

ଅନୁକମ୍ପାମୂଳକ ସହାୟତା ଗଭୀର ଶୋକ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଶୀର୍ବାଦର ଦୀପ- ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରଜ୍ଜ୍ୱଳିତ ହେଲା ଏକ କୋଟି ଦୀପ

September 17, 2026

ପୁଣି ଘୁଞ୍ଚିଲା ମହାନଦୀ ବିବାଦ ଶୁଣାଣି, ସେପ୍ଟେମ୍ବର ୨୮ରେ ଟ୍ରିବ୍ୟୁନାଲରେ ପରବର୍ତ୍ତୀ ଶୁଣାଣି

September 17, 2026

ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଶେଷ!: ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା ତାଲିକାରେ ଓଡିଶାର ଦୁଇ ନାମ

September 17, 2026

ଉଦ୍ଧାର ଓରାଙ୍ଗଉଟାନ ଛୁଆ ମଧ୍ୟରୁ ୩ ଜଣ ରକ୍ତହୀନତାରେ ପୀଡ଼ିତ, ଚିକିତ୍ସା ଜାରି

September 17, 2026
Latest News

ସୋଆ ଆଇଡିଏସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

September 17, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ପୈତୃକ ଗ୍ରାମରେ ଦୀପଦାନ କଲେ ଆଇନମନ୍ତ୍ରୀ

September 17, 2026

ଆଶୀର୍ବାଦର ଦୀପ- ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରଜ୍ଜ୍ୱଳିତ ହେଲା ଏକ କୋଟି ଦୀପ

September 17, 2026

ଗଜପତି ଡବଲ ମର୍ଡର ମାମଲା: ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

September 17, 2026

ଲାଲ୍ ବସ୍‌ରେ PDAର ନୂଆ ଫର୍ମୁଲା, ୨୦୨୭ ପୂର୍ବରୁ ଅଖିଳେଶଙ୍କ ବଡ଼ ରଣନୀତି

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.