Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମହାରାଷ୍ଟ୍ରର ବିଧାନସଭା ବାଚସ୍ପତିଙ୍କୁ ବଡ ଝଟକା, ୧୨ ବିଜେପି ବିଧାୟକଙ୍କ ନିଲମ୍ବନ ଆଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ
ଜାତୀୟ ଖବର

ମହାରାଷ୍ଟ୍ରର ବିଧାନସଭା ବାଚସ୍ପତିଙ୍କୁ ବଡ ଝଟକା, ୧୨ ବିଜେପି ବିଧାୟକଙ୍କ ନିଲମ୍ବନ ଆଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

January 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କୁ ସୁପ୍ରିମକୋର୍ଟଙ୍କ ଠାରୁ ଏକ ବଡ଼ ଝଟକା ଲାଗିଛି। ୧୨ ଜଣ ବିଜେପି ବିଧାୟକଙ୍କୁ ଗୃହର ପ୍ରକ୍ରିୟାରୁ ଏକ ବର୍ଷ ପାଇଁ ନିଲମ୍ବନ ନିଷ୍ପତ୍ତି ଅସାମ୍ବିଧାନିକ ଏବଂ ଅନ୍ୟାୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଅଦାଲତ ତାଙ୍କ ନିଷ୍ପତ୍ତିରେ କହିଛନ୍ତି ଯେ ,ଗୋଟିଏରୁ ଅଧିକ ଅଧିବେଶନରେ ନିଲମ୍ବନ ରଖିବା ଗୃହର କ୍ଷମତାରେ ନାହିଁ ଏବଂ ଏହା କରିବା ଅସାମ୍ବିଧାନିକ ଅଟେ। ନିଲମ୍ବନ କେବଳ ଗୋଟିଏ ଅଧିବେଶନ ପାଇଁ ହୋଇପାରେ।

ବାସ୍ତବରେ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ୧୨ ଜଣ ବିଜେପି ବିଧାୟକଙ୍କୁ ଏକ ବର୍ଷ ପାଇଁ ନିଲମ୍ବିତ କରିଥିଲେ। ବାଚସ୍ପତିଙ୍କ ଏହି ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ବିଜେପି ଚ୍ୟାଲେଞ୍ଜ କରିଥିଲା। ​​ଯେଉଁଥିରେ ଶୁଣାଣି ପରେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ସମସ୍ତ ୧୨ ବିଧାୟକଙ୍କୁ ଗତ ବର୍ଷ ଜୁଲାଇ ୫ ତାରିଖରେ ବିଧାନସଭା ରୁ ନିଲମ୍ବିତ କରାଯାଇଥିଲା। ବାଚସ୍ପତିଙ୍କ ଚାମ୍ବରରେ ପ୍ରିଜାଇଡିଂ ଅଫିସର ଭାସ୍କର ଯାଦବଙ୍କ ସହ ଅସଦାଚରଣ କରିଥିବା ରାଜ୍ୟ ସରକାର ଅଭିଯୋଗ କରିଥିଲେ।

ବିଜେପି ବିଧାୟକ ବିଧାନସଭା ବାଚସ୍ପତି ମହାରାଷ୍ଟ୍ର ସୁପ୍ରିମକୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

September 22, 2026

ବିହାର: ଭୂମିହୀନ ପରିବାର ପାଇଁ ଜମି, ଆଜିଠାରୁ ପଞ୍ଚାୟତରେ ସ୍ୱତନ୍ତ୍ର ଶିବିର

September 22, 2026

ଏସୀୟ କ୍ରୀଡ଼ାରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଦଳ, ଭରତ ପାଇଁ ଜିତିଲା ପ୍ରଥମ ସ୍ୱର୍ଣ୍ଣ

September 22, 2026

ନାଗରିକତା ବିନା ଭୋଟ କିପରି: ସୋନିଆ ଗାନ୍ଧୀଙ୍କ ଉପରେ ବଡ଼ ଆକ୍ରମଣ କଲା ବିଜେପି

September 22, 2026
Latest News

ଭିଜିଲାନ୍ସ ଫରେଷ୍ଟ ୱିଙ୍ଗର ଚଢ଼ାଉ: ଚିତାବାଘ ଛାଲ ଜବତ, ଜଣେ ଗିରଫ

September 22, 2026

ପ୍ରବଳ ବର୍ଷା ଯୋଗୁଁ ପୁରୀ ବେଳାଭୂମିରେ ଲାଗିଲା ରେଡଫ୍ଲାଗ୍‌

September 22, 2026

ଅଳ୍ପକେ ପରାଜୟରୁ ବଞ୍ଚିଲା ଭାରତ: ଶେଷ ଓଭରରେ ଜାପାନ ଠାରୁ ଜିତିଲା ଟିମ୍ ଇଣ୍ଡିଆ

September 22, 2026

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ଶୋକ ପ୍ରସ୍ତାବ ପରେ ବିରୋଧୀଙ୍କ ହଟ୍ଟଗୋଳ

September 22, 2026

ବିହାର: ଭୂମିହୀନ ପରିବାର ପାଇଁ ଜମି, ଆଜିଠାରୁ ପଞ୍ଚାୟତରେ ସ୍ୱତନ୍ତ୍ର ଶିବିର

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.