Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବଜେଟ୍ ପୂର୍ବରୁ ୨୫ ଟି ଦଳର ବୈଠକରେ ଉଠିଲା ପେଗାସସ୍ ପ୍ରସଙ୍ଗ, ଆଲୋଚନା କରିବାକୁ ମନା କଲେ ସରକାର
ଜାତୀୟ ଖବର

ବଜେଟ୍ ପୂର୍ବରୁ ୨୫ ଟି ଦଳର ବୈଠକରେ ଉଠିଲା ପେଗାସସ୍ ପ୍ରସଙ୍ଗ, ଆଲୋଚନା କରିବାକୁ ମନା କଲେ ସରକାର

January 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
parliament
budget session starts from today

ନୂଆଦିଲ୍ଲୀ: ଦେଶର ସାଧାରଣ ବଜେଟ୍ ମଙ୍ଗଳବାର ସଂସଦରେ ଉପସ୍ଥାପିତ ହେବ। ଏହାପୂର୍ବରୁ ଆଜି ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଯେଉଁଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କେନ୍ଦ୍ର ସରକାରଙ୍କ ତରଫରୁ ସ୍ପଷ୍ଟ କରିଛନ୍ତି ଯେ, ବଜେଟ୍ ଅଧିବେଶନର ପ୍ରଥମାର୍ଦ୍ଧରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଏବଂ ବଜେଟ୍ ସମ୍ବନ୍ଧୀୟ ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇପାରିବ।

ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଅନେକ ଦଳ ପେଗାସସ୍ ଗୁପ୍ତଚର ପ୍ରସଙ୍ଗ ଉଠାଇଥିଲେ। ଯାହା ସ୍ପଷ୍ଟ ହୋଇଛି ଯେ, ବଜେଟ୍ ଅଧିବେଶନରେ ଏକ ଅଡୁଆ ସୃଷ୍ଟି ହେବ। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ, ଏହି ବୈଠକରେ ଆମେ ସ୍ପଷ୍ଟ କରିଛୁ ଯେ, ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟି ଏହି ମାମଲାର ତଦନ୍ତ କରୁଛନ୍ତି ଏବଂ କେବଳ ବଜେଟ୍ ସମ୍ବନ୍ଧୀୟ ପ୍ରସଙ୍ଗଗୁଡ଼ିକ ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟରେ ଉଠାଯିବା ଉଚିତ୍।

ପ୍ରହ୍ଲାଦ ଯୋଶୀ ସର୍ବଦଳୀୟ ବୈଠକ ବିଷୟରେ ସୂଚନା ଦେଇଥିଲେ। ସେ କହିଛନ୍ତି ଯେ, ଆଜିର ସର୍ବଦଳୀୟ ବୈଠକରେ ୨୫ ଟି ଦଳ ଅଂଶଗ୍ରହଣ କରିଛନ୍ତି।

ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ, “ଯଦି ଗୃହର ସୁରୁଖୁରୁରେ ଚାଲିବାକୁ ସହଯୋଗ କରାଯାଏ, ତେବେ ଅଧିବେଶନର ଦ୍ୱିତୀୟ ଭାଗରେ ଆମେ ଅନ୍ୟ ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ପ୍ରସ୍ତୁତ। ସମସ୍ତ ନେତା କହିଛନ୍ତି ଯେ, ଆମେ ଆଲୋଚନାରେ ଯୋଗଦେବାକୁ ଚାହୁଁଛୁ। ମୁଁ ଆଶା କରୁଛି ଗୃହଟି ସୁରୁଖୁରୁରେ ଚାଲିବ।

ପେଗାସସ୍ ପ୍ରସଙ୍ଗ ସର୍ବଦଳୀୟ ବୈଠକ ସାଧାରଣ ବଜେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

August 3, 2026

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026
Latest News

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.