Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»StateBoard»BUDGET2022: ଅର୍ଥମନ୍ତ୍ରୀଙ୍କ ବଡ ଘୋଷଣା, ଦେଶରେ ଖୋଲିବ 200ଟି ଶିକ୍ଷା ଚ୍ୟାନେଲ
StateBoard

BUDGET2022: ଅର୍ଥମନ୍ତ୍ରୀଙ୍କ ବଡ ଘୋଷଣା, ଦେଶରେ ଖୋଲିବ 200ଟି ଶିକ୍ଷା ଚ୍ୟାନେଲ

February 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Union Budget 2026
Union Budget 2026: ଆପଣ କେଉଁଠାରେ ସିଧା ପ୍ରସାରଣ ଦେଖିପାରିବେ ବଜେଟ୍?

ନୂଆଦିଲ୍ଲୀ: ଆଜି ସଂସଦରେ ଅର୍ଥମନ୍ତ୍ରୀ ଶିକ୍ଷା କ୍ଷେତ୍ରରେ ଏକ ବଡ ଘୋଷଣା କରିଛନ୍ତି। ତାହା ହେଲା ଚଳିତ ଶିକ୍ଷା ବର୍ଷରେ ଦେଶରେ 200 ଟି ଶିକ୍ଷା ଚ୍ୟାନେଲ ଖୋଲାଯିବ। ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଏହି ଶିକ୍ଷା ଚ୍ୟାନେଲରେ ପାଠ ପଢାଯିବ। ପ୍ରତିଟି ବିଷୟ ପାଇଁ ସ୍ବତନ୍ତ୍ର ଚ୍ୟାନେଲ ଖୋଲାଯିବ। ଏପରିକି ବିଭିନ୍ନ ଆଞ୍ଚଳିକ ଭାଷାରେ ମଧ୍ୟ ଏହି ଚ୍ୟାନେଲ କାମ କରିବ।

ଏ ନେଇ ଶିକ୍ଷକ ତଥା ବୈଷୟିକ କର୍ମଚାରୀଙ୍କୁ ସ୍ବତନ୍ତ୍ର ତାଲିମ ପ୍ରଦାନ କରାଯିବ। ଏ ନେଇ ବିଭିନ୍ନ ରାଜ୍ୟ ସରକାର ଭିତ୍ତିଭୂମି ସହାୟତା ପ୍ରଦାନ କରିବେ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଟିଭି ଚ୍ୟାନେଲ ସହିଚ ଡିଜିଟାଲ ଚ୍ୟାନେଲର ମଧ୍ୟ ଉତ୍ସାହିତ କରାଯିବ। ଏହାଦ୍ବାରା ଦେଶରେ ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲିବକ ପରିବର୍ତ୍ତନ ହେବ ବୋଲି ସୀତାରମଣ କହିଛନ୍ତି।

Budget2022 Nirmala Sitaraman ବଜେଟ 2022
Share. Facebook Twitter LinkedIn Email WhatsApp Copy Link

Related Posts

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026

ହୋଟେଲ ଏବଂ ରେଷ୍ଟୁରାଣ୍ଟରେ “ଏଲପିଜି ଚାର୍ଜ” କୁ ବେଆଇନ କହିଲେ ସରକାର: ଲାଗୁ କଲେ ନିଷେଧାଦେଶ

March 25, 2026

କ’ଣ ଏଲପିଜି ରିଫିଲ୍‌ ବୁକିଂ ସମୟସୀମା ୪୫ ଦିନ?: ସ୍ପଷ୍ଟିକରଣ ଦେଲେ ସରକାର

March 25, 2026
Latest News

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.