Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ଆସନ୍ତା ୭ ତାରିଖରୁ ଖୋଲିବ ସ୍କୁଲ ଏବଂ କଲେଜ
ବିଶେଷ ଖବର

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ଆସନ୍ତା ୭ ତାରିଖରୁ ଖୋଲିବ ସ୍କୁଲ ଏବଂ କଲେଜ

February 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ତଳମୁହାଁ ହେବାରେ ଲାଗିଛି। ଦେଶରେ ସଂକ୍ରମଣ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ଏହି ପ୍ରରିପ୍ରେକ୍ଷୀରେ ଦେଶରେ ଅନେକ ରାଜ୍ୟର ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଥିବା ବେଳେ ଓଡିଶାରେ କେବେ ସ୍କୁଲ ଖୋଲିବା ତାହାକୁ ନେଇ ପ୍ରଶ୍ନ ଉଠୁଥିଲା।

ତେବେ ରାଜ୍ୟ ସରକାର ଏହାକୁ ନେଇ ଏକ ବଡ ଘୋଷଣା କରିଛନ୍ତି। ଆସନ୍ତା ୭ ତାରିଖରୁ ସ୍କୁଲ ଏବଂ କଲେଜ ଖୋଲିବ ପାଇଁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। କୋଭିଡ୍‌ କଟକଣାକୁ କଠୋର ଭାବେ ପାଳନ କରାଯାଇ ସ୍କୁଲ ଏବଂ କଲେଜ ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଆସନ୍ତା ୭ ତାରିଖରୁ ୮ମ ଶ୍ରେଣୀରୁ ଉପରକୁ ସବୁ ଶିକ୍ଷାନୁଷ୍ଠାନ ଖୋଲିବ ପାଇଁ ନିଷ୍ପତ୍ତି ହୋଇଛି।

ସ୍କୁଲ କଲେଜ୍‌ ସହ ହଷ୍ଟେଲ ମଧ୍ୟ ଖୋଲାଯିବ। ଏହା ସହିତ ରାଜ୍ୟର ସମସ୍ତ ପ୍ରଶିକ୍ଷଣ ଅନୁଷ୍ଠାନ ମଧ୍ୟ ଖୋଲିବ।

ସେହିଭଳି ଫେବୃଆରୀ ୧୪ ତାରିଖରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସ୍କୁଲ ଯିବେ। କିନ୍ତୁ ସେଥିପାଇଁ ବାଧ୍ୟତାମୂଳକ ନୁହେଁ। ଉଭୟ ଅନ୍‌ଲାଇନ୍‌ ଏବଂ ଅଫ୍‌ଲାଇନ୍‌ରେ ଛାତ୍ରଛାତ୍ରୀ ପାଠ ପଦ୍ଧବେ। ଛାତ୍ରଛାତ୍ରୀମାନେ ପସନ୍ଦ ମୁତାବକ ମାଧ୍ୟମ ବାଛିପାରିବେ।

କରୋନା ସଂକ୍ରମଣ ବଡ ନିଷ୍ପତ୍ତି ରାଜ୍ୟ ସରକାର ସ୍କୁଲ ଏବଂ କଲେଜ
Share. Facebook Twitter LinkedIn Email WhatsApp Copy Link

Related Posts

ନିମ୍ବୁଡା ନିମ୍ବୁଡା ତାକତ୍: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ଗିରଫ ହୋଇ ଜେଲ ଗଲେ ମନୋଜ ପାଢୀ

July 14, 2026

Big Breaking: ଦୀର୍ଘ ୨୬ ବର୍ଷ ପରେ ଜେଲରୁ ବାହାରିବେ ଦାରା ସିଂ

July 14, 2026

ଦୁଇ ଭାଗ ହେଲା ପାକିସ୍ତାନ!: ନିଜକୁ ସ୍ୱାଧୀନ ରାଷ୍ଟ୍ର ଘୋଷଣା କଲା ବଲୁଚିସ୍ତାନ

July 14, 2026

ଇ-୨୦ ଉପରେ କଠୋର ଆଭିମୁଖ୍ୟ: କଡ଼ା ନିର୍ଦ୍ଦେଶ ଦେଲେ ସରକାର

July 14, 2026
Latest News

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026

ଶିକ୍ଷକ ପ୍ରମୋଦ କୁମାର ସାହୁ ପାଇଲେ ଶିକ୍ଷା ରତ୍ନ ସମ୍ମାନ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.