Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ର ସରକାରର ବଡ ନିଷ୍ପତ୍ତି: ପ୍ରାୟ 8 ସପ୍ତାହ ସ୍ଥଗିତ ରହିଲା NEET PG ପରୀକ୍ଷା
ବିଶେଷ ଖବର

କେନ୍ଦ୍ର ସରକାରର ବଡ ନିଷ୍ପତ୍ତି: ପ୍ରାୟ 8 ସପ୍ତାହ ସ୍ଥଗିତ ରହିଲା NEET PG ପରୀକ୍ଷା

February 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
NEET
ଲକ୍ଷ ଲକ୍ଷ NEET ଛାତ୍ରଛାତ୍ରୀଙ୍କ ପାଇଁ ରିଫଣ୍ଡ ପାଇବାର ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

ନୂଆଦିଲ୍ଲୀ: NEET PG ପରୀକ୍ଷାକୁ ନେଇ ସରକାର ଏକ ବଡ ଘୋଷଣା କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, NEET PG 2022 ର ପରୀକ୍ଷା ସ୍ଥଗିତ ରଖାଯାଇଛି। ପରୀକ୍ଷାକୁ 6 ରୁ 8 ସପ୍ତାହ ସ୍ଥଗିତ ରଖାଯାଇଥିବା କୁହାଯାଇଛି। ଏହି ପରୀକ୍ଷା ମାର୍ଚ୍ଚ 12 ତାରିଖରେ ଅନୁଷ୍ଠିତ ହେବାର ଥିଲା।

ଆଜି NEET PG ପରୀକ୍ଷା ସମ୍ବନ୍ଧରେ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଅନେକ ଛାତ୍ର ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ ଯେ, ବର୍ତ୍ତମାନ ପର୍ଯ୍ୟନ୍ତ NEET ପରୀକ୍ଷାକୁ ସ୍ଥଗିତ ରଖାଯାଉ। ଜଷ୍ଟିସ୍ ଡି.ଇ ଚନ୍ଦ୍ରଚୁଡ ଏବଂ ଜଷ୍ଟିସ୍ ସୂର୍ଯ୍ୟ କାନ୍ତଙ୍କ ଏକ ବେଞ୍ଚ ଏହି ଆବେଦନର ଶୁଣାଣି କରିବାର ଥିଲା। ଆବେଦନକାରୀମାନେ ସେମାନଙ୍କ ଆବେଦନରେ ମେଡିକାଲ ଇଣ୍ଟର୍ନସିପ ବିଷୟରେ ଉଲ୍ଲେଖ କରିଥିଲେ। ଅନେକ ଛାତ୍ର ସେମାନଙ୍କ ଇଣ୍ଟର୍ନସିପ୍ ସମାପ୍ତ କରିନାହାଁନ୍ତି। ସେମାନେ କହିଛନ୍ତି ଯେ, ସମସ୍ତ ସିଟ୍ ଏକାସାଙ୍ଗରେ ଦୁଇଟି ବ୍ୟାଚକୁ କିପରି ଯୋଗାଇ ଦିଆଯାଇପାରିବ। ସେଥିପାଇଁ ମାର୍ଚ୍ଚ 12 ତାରିଖରେ ପରୀକ୍ଷା କରିବା ଠିକ୍ ନୁହେଁ।

NEET PG ପରୀକ୍ଷା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ବଡ ଘୋଷଣା ସୁପ୍ରିମକୋର୍ଟ ସ୍ଥଗିତ
Share. Facebook Twitter LinkedIn Email WhatsApp Copy Link

Related Posts

‘ମୋତେ ଏବଂ ମୋ ସ୍ୱର୍ଗତ ମାଆଙ୍କୁ ଗାଳି କରିଥିବା ପିଲାମାନଙ୍କୁ ମୁଁ କ୍ଷମା କରୁଛି’: ପ୍ରଧାନମନ୍ତ୍ରୀ ମୋଦି

August 1, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026
Latest News

‘ମୋତେ ଏବଂ ମୋ ସ୍ୱର୍ଗତ ମାଆଙ୍କୁ ଗାଳି କରିଥିବା ପିଲାମାନଙ୍କୁ ମୁଁ କ୍ଷମା କରୁଛି’: ପ୍ରଧାନମନ୍ତ୍ରୀ ମୋଦି

August 1, 2026

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.