Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଧାନ ପରିଷଦ ସମ୍ପର୍କରେ ପୁଣିଥରେ କେନ୍ଦ୍ରକୁ ଚିଠି ଲେଖିବ ଓଡିଶା
ବିଶେଷ ଖବର

ବିଧାନ ପରିଷଦ ସମ୍ପର୍କରେ ପୁଣିଥରେ କେନ୍ଦ୍ରକୁ ଚିଠି ଲେଖିବ ଓଡିଶା

February 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପୁଣିଥରେ କେନ୍ଦ୍ରକୁ ଚିଠି ଲେଖିବେ ବାଚସ୍ପତି ଡା ସୂର୍ଯ୍ୟନାରାୟଣ ପାତ୍ର। ବିଧାନ ପରିଷଦ ସମ୍ପର୍କରେ କେନ୍ଦ୍ରକୁ ବାଚସ୍ପତି ୨ଟି ଚିଠି ଲେଖିବେ। ଏହାପୂର୍ବରୁ ୨୦୧୮ରେ ବିଧାନ ପରିଷଦ ପାଇଁ କେନ୍ଦ୍ରକୁ ରାଜ୍ୟ ସରକାର ଚିଠି କରିଥିଲେ। ତେବେ ଦୁଇଟି ଚିଠି ମଧ୍ୟରୁ ଗୋଟିଏ ଚିଠି ବିଧାନସଭା ପକ୍ଷରୁ ସଂସଦକୁ ଲେଖାଯିବାକୁ ଥିବା ବେଳେ ୨୦୧୮ରେ ଦିଆଯାଇଥିବା ଚିଠିକୁ ଏଥିରେ ସଲଗ୍ନ କରାଯିବ। ସେହିଭଳି ଅନ୍ୟଟି ବ୍ୟକ୍ତିଗତ ଭାବେ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖାଯିବ। କେଉଁ ଅଧିକାରୀ ଭୁଲ ତଥ୍ୟ ଦେଲେ, ତାହାର ତଦନ୍ତ ପାଇଁ ଆଇନ ମନ୍ତ୍ରୀଙ୍କୁ ଚିଠି ଲେଖାଯିବ।

ବିଧାନ ପରିଷଦ ଗଠନ ପାଇଁ ଓଡ଼ିଶା ସରକାରଙ୍କଠାରୁ ପ୍ରସ୍ତାବ ଆସିନଥିବା କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜ୍ଜୁ କହିଥିଲେ। କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜ୍ଜୁଙ୍କ ଏହି ବୟାନ ପରେ ଏହା ଦୁଃଖ ଓ ଆଶ୍ଚର୍ଯ୍ୟର ବିଷୟ ବୋଲି ବାଚସ୍ପତି କହିଥିଲେ।

ଉଲ୍ଲେଖ ଯୋଗ୍ୟ ଯେ, ୨୦୧୮ ସେପ୍ଟେମ୍ବର ୬ ତାରିଖରେ ବିଧାନସଭାରେ ବିଧାନ ପରିଷଦ ସଂକଲ୍ପ ପାରିତ ହୋଇଥିଲା। ସେପ୍ଟେମ୍ବର ୨୦୧୮ରେ କେନ୍ଦ୍ରକୁ ଚିଠି ପଠାଯାଇଥିଲା। ଲୋକସଭା, ରାଜ୍ୟସଭା, ସଂସଦୀୟ ବ୍ୟାପାର ଓ ଆଇନ ସଚିବଙ୍କୁ ଏନେଇ ଚିଠି ପଠାଯାଇଥିଲା ବୋଲି ବାଚସ୍ପତି କହିଛନ୍ତି। ପୁଣିଥରେ ୨ଟି ଚିଠି ଲେଖି ସମସ୍ତ କଥା ଅବଗତ କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି।

ଓଡିଶା ଡା. ସୂର୍ଯ୍ୟନାରାୟଣ ପାତ୍ର ବିଧାନ ପରିଷଦ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ମେମୁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

September 14, 2026

ଗଣେଶ ପୂଜା ମଣ୍ଡପରେ ଅଘଟଣ, ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ

September 14, 2026

ଖୁବ୍‌ଶୀଘ୍ର ବଜାରକୁ ଆସିବ ‘ଓମ୍‌ଫେଡ୍’ ପାଣି ଓ ଆଇସକ୍ରିମ୍: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

September 14, 2026

ଅମିତ ଶାହାଙ୍କ ଘୋଷଣା: ୨୦୨୯ ସୁଦ୍ଧା ଏନଡିଏ ଶାସିତ ରାଜ୍ୟରେ ଲାଗୁ ହେବ UCC

September 14, 2026
Latest News

ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତ ଗସ୍ତ କରିବ ପାକିସ୍ତାନ ଦଳ: ଜାଣନ୍ତୁ କେବେ?

September 14, 2026

ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ମେମୁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

September 14, 2026

ଗଣେଶ ପୂଜା ମଣ୍ଡପରେ ଅଘଟଣ, ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ

September 14, 2026

ପ୍ରଥମ ଟି-୨୦ରେ ତିନୋଟି ପ୍ରମୁଖ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

September 14, 2026

ଖୁବ୍‌ଶୀଘ୍ର ବଜାରକୁ ଆସିବ ‘ଓମ୍‌ଫେଡ୍’ ପାଣି ଓ ଆଇସକ୍ରିମ୍: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.