Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୋହଳ ହେଲା ପ୍ରଚାର କଟକଣା, ନୂତନ ନିର୍ଦ୍ଦେଶାବଳୀ ଜାରି କଲେ ନିର୍ବାଚନ ଆୟୋଗ
ବିଶେଷ ଖବର

କୋହଳ ହେଲା ପ୍ରଚାର କଟକଣା, ନୂତନ ନିର୍ଦ୍ଦେଶାବଳୀ ଜାରି କଲେ ନିର୍ବାଚନ ଆୟୋଗ

February 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଏମସି ନିର୍ବାଚନ ପୂର୍ବରୁ ୬,୮୭୧ ଅଧିକାରୀ ଏବଂ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି
ବିଏମସି ନିର୍ବାଚନ ପୂର୍ବରୁ ୬,୮୭୧ ଅଧିକାରୀ ଏବଂ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ନୂଆଦିଲ୍ଲୀ: କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ପ୍ରଚାର ପାଇଁ କେନ୍ଦ୍ରୀୟ ନିର୍ବାଚନ ଆୟୋଗ ଆଉ କିଛି ରିହାତି ଦେଇଛନ୍ତି। ପୂର୍ବରୁ ନିର୍ବାଚନ ପ୍ରଚାର ସକାଳ ୮ ଟାରୁ ରାତି ୮ ଟା ପର୍ଯ୍ୟନ୍ତ ନିର୍ଦ୍ଧାରଣ ହୋଇଥିଲା। କିନ୍ତୁ ବର୍ତ୍ତମାନ ରାତି ୧୦ ଟାରୁ ସକାଳ ୬ ଟା ପର୍ଯ୍ୟନ୍ତ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଯିବ। ପଡିଆର କିମ୍ବା ରାଲି ସ୍ଥାନରେ ସର୍ବାଧିକ କ୍ଷମତାର ୫୦ ପ୍ରତିଶତ ସହିତ ସଭା ଅନୁଷ୍ଠିତ ହୋଇପାରିବ। ପଦ ଯାତ୍ରା ପାଇଁ ଅନୁମତି ଦିଆଯାଇଛି, କିନ୍ତୁ କେବଳ ସୀମିତ ସଂଖ୍ୟକ ଲୋକଙ୍କ ସହିତ ପଦ ଯାତ୍ରା କରାଯାଇପାରିବ।

କରୋନା ଦିନକୁ ଦିନ ହ୍ରାସ ପାଉଥିବା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ନିର୍ବାଚନ ଆୟୋଗ ଏହି ରିହାତି ପ୍ରଦାନ କରିଛନ୍ତି। କାରଣ ଜାନୁୟାରୀ ୨୧ ତାରିଖରେ, ଯେଉଁଠାରେ ପ୍ରାୟ ୩.୫ ଲକ୍ଷ ମାମଲା ରୁଜୁ ହେଉଥିଲା, ଆଜିର ଦିନରେ ଏହି ସଂଖ୍ୟା ୫୦ ହଜାରକୁ ହ୍ରାସ ପାଇଛି।

ଫେବୃଆରୀ ୧୪ ତାରିଖରେ ତିନୋଟି ରାଜ୍ୟରେ ମତଦାନ ଅନୁଷ୍ଠିତ ହେବ। ଯେଉଁଥିପାଇଁ ଆଜି ସନ୍ଧ୍ୟା ୬ ଟାରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଫେବୃଆରୀ ୧୪ ତାରିଖରେ ଗୋଆ ଏବଂ ଉତ୍ତରାଖଣ୍ଡର ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ। ତେଣୁ ସେଠାରେ ଆଉ ନିର୍ବାଚନ ପ୍ରଚାର ହେବ ନାହିଁ। ଏଥିସହିତ ୟୁପିର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ପ୍ରଚାର କାର୍ଯ୍ୟ ବନ୍ଦ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟରେ ନଅଟି ଜିଲ୍ଲା – ସାହାରନପୁର, ବିଜନୋର, ମୁରୁଦାବାଦ, ସମ୍ଭଲ, ରାମପୁର, ଅମରୋହା, ବନ୍ଦାୟୁ, ବରେଲି ଏବଂ ଶାହାଜାହାନପୁରର ୫୫ ଟି ବିଧାନସଭା ଆସନ ପାଇଁ ଫେବୃଆରୀ ୧୪ ତାରିଖରେ ମତଦାନ ଅନୁଷ୍ଠିତ ହେବ।

କରୋନା ସଂକ୍ରମଣ କୋହଳ ହେଲା ନିର୍ବାଚନ ଆୟୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026

ବ୍ରିକ୍ସ ପ୍ଲାଟଫର୍ମରୁ ମହିନ୍ଦ୍ରାଙ୍କୁ ପ୍ରଶଂସା କଲେ ପୁଟିନ୍: ଜାଣନ୍ତୁ କାହିଁକି?

September 12, 2026
Latest News

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.