Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ୟୁକ୍ରେନ ପ୍ରସଙ୍ଗରେ ପୁଟିନଙ୍କୁ ଚେତାବନୀ ଦେଲେ ବାଇଡେନ, ଆକ୍ରମଣ କଲେ ଋଷକୁ ଭାରି ମୂଲ୍ୟ ଦେବାକୁ ପଡିବ
ଅନ୍ତରାଷ୍ଟ୍ରୀୟ

ୟୁକ୍ରେନ ପ୍ରସଙ୍ଗରେ ପୁଟିନଙ୍କୁ ଚେତାବନୀ ଦେଲେ ବାଇଡେନ, ଆକ୍ରମଣ କଲେ ଋଷକୁ ଭାରି ମୂଲ୍ୟ ଦେବାକୁ ପଡିବ

February 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୟୁକ୍ରେନ ସୀମାରେ ୧ ଲକ୍ଷରୁ ଅଧିକ ସୈନ୍ୟକୁ ହଟାଇବା ପାଇଁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଋଷର ରାଷ୍ଟ୍ରପତିଙ୍କୁ କହିଛନ୍ତି। ଏହାସହିତ ପୁଟିନଙ୍କୁ ବାଇଡେନ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଯଦି ୟୁକ୍ରେନ ଉପରେ ଋଷ ଆକ୍ରମଣ କରେ, ତେବେ ଏଥିପାଇଁ ତାଙ୍କୁ ଭାରି ମୂଲ୍ୟ ଦେବାକୁ ପଡିବ। ଆମେରିକାର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ହ୍ଵାଇଟ ହାଉସ୍ ଏହି ସୂଚନା ଦେଇଛି।

ସୂଚନାନୁସାରେ, ପୁଟିନଙ୍କୁ ବାଇଡେନ କହିଛନ୍ତି ଯେ, ଏହି ଆକ୍ରମଣର ଫଳାଫଳ ‘ବ୍ୟାପକ ମାନବିକ ପୀଡା ଦେବ। ଯାହାଦ୍ୱାରା ଋଷର ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ଏଥି ସହିତ, ପୁଟିନଙ୍କୁ ବାଇଡେନ ମଧ୍ୟ କହିଛନ୍ତି ଯେ, ୟୁକ୍ରେନ ଉପରେ ଆମେରିକା କୂଟନୈତିକ କାର୍ଯ୍ୟ ଜାରି ରଖିବ। କିନ୍ତୁ ‘ଅନ୍ୟ ପରିସ୍ଥିତି ପାଇଁ ସମାନ ଭାବରେ ପ୍ରସ୍ତୁତ’ ରହିବ।

ସୂଚନାଯୋଗ୍ୟ ଯେ, ୟୁକ୍ରେନ ସୀମାରେ ଋଷ ଏକ ଲକ୍ଷରୁ ଅଧିକ ସୈନିକ ଠୁଳ କରିଛି ଏବଂ ପଡୋଶୀ ବେଲାଋଷରେ ଯୁଦ୍ଧାଭ୍ୟାସ ପାଇଁ ନିଜର ସୈନ୍ୟ ପଠାଇଛି। କିନ୍ତୁ ୟୁକ୍ରେନ ଉପରେ ଆକ୍ରମଣ କରିବାକୁ ରୁଷ କ୍ରମାଗତ ଭାବେ ମନା କରିଦେଇଛି।

ଆମେରିକା ଋଷ ଜୋ ବାଇଡେନ ୟୁକ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରାମୀଣ ଜ୍ଞାନ ସେତୁ ଆପର ଶୁଭାରମ୍ଭ କଲେ ଅମିତ ଶାହ

August 12, 2026

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

August 12, 2026

ବେଲୁଚିସ୍ତାନରେ ପାକିସ୍ତାନୀ ସେନାର ନରସଂହାର: ୯ ଶିଶୁ ଓ ୭ ମହିଳାଙ୍କ ସମେତ ୨୮ ମୃତ

August 12, 2026

World Elephant Day: ବନତାରା ତରଫରୁ ରାଜସ୍ଥାନର ହାତୀ ଗାଁ ରେ ବୟସ୍କ ହାତୀଙ୍କ ଚିକିତ୍ସା

August 12, 2026
Latest News

୬୬ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି

August 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

August 13, 2026

ଏଡ୍‌ସ ସମ୍ପର୍କିତ ଶିକ୍ଷା ଓ ସଚେତନତା ଅଭିଯାନର ତୃତୀୟ ପର୍ଯ୍ୟାୟ-୩.୦ ଶୁଭାରମ୍ଭ

August 13, 2026

ଅଗଷ୍ଟ ୧୩ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 13, 2026

ଗ୍ରାମୀଣ ଜ୍ଞାନ ସେତୁ ଆପର ଶୁଭାରମ୍ଭ କଲେ ଅମିତ ଶାହ

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.