Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଖ୍ୟାତ ସାହିତ୍ୟିକ ହରପ୍ରସାଦ ପରିଚ୍ଛା ପଟ୍ଟନାୟକଙ୍କ ପରଲୋକ
ବିଶେଷ ଖବର

ପ୍ରଖ୍ୟାତ ସାହିତ୍ୟିକ ହରପ୍ରସାଦ ପରିଚ୍ଛା ପଟ୍ଟନାୟକଙ୍କ ପରଲୋକ

February 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଖ୍ୟାତ ସାହିତ୍ୟିକ ହରପ୍ରସାଦ ପରିଚ୍ଛା ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର: ପ୍ରଖ୍ୟାତ ସାହିତ୍ୟିକ ତଥା କବି ହରପ୍ରସାଦ ପରିଚ୍ଛା ପଟ୍ଟନୟାକଙ୍କ ପରଲୋକ ହୋଇଯାଇଛି। ସେ କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ସେ ସାହିତ୍ୟିକ ମହଲରେ ବେଶ ପରିଚିତ ଅଛନ୍ତି। ବିଶେଷ କରି ଯୁବ ସାହିତ୍ୟିକଙ୍କଠାରୁ ଆରମ୍ବ କରି ବରିଷ୍ଠ ସାହିତ୍ୟିକଙ୍କ ସହିତ ତାଙ୍କର ଭଲ ସୁସଂପର୍କ ରହିଆସିଛି।

ଜଣେ ଇଂରାଜୀ ଅଧ୍ୟାପକ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିବା ହରପ୍ରସାଦ ଦୁଇଥର ସାହିତ୍ୟ ଏକାଡେମୀର ସଚିବ ଭାବେ କାର୍ଯ୍ୟ କରିଛନ୍ତି। ଏଥିସହିତ ସେ ରାଜ୍ୟ ପାଠ୍ୟପୁସ୍ତକ ପ୍ରକାଶନ ସଂସ୍ଥାର ନିର୍ଦ୍ଦେଶକ ସହ ଓଡିଶା ସଂସ୍କୃତି ବିଶ୍ବବିଦ୍ୟାଳୟର ରେଜିଷ୍ଟାର ଭାବେ କାର୍ଯ୍ୟ କରିଛନ୍ତି।

ତାଙ୍କର କବିତା ସଂକଳନ ମଧ୍ୟରେ ପିଙ୍କି କଥା (୧୯୭୬),ଏକା ଏକା ସନ୍ୟାସୀ (୧୯୮୧), ଅଥୟ ସୂର୍ଯ୍ୟ (୧୯୯୦), ଆୟୁଷ୍ମାନ ସମୟ (୧୯୯୫), ସବୁଅନ୍ଧାର ଆଜି ରାତିରେ (୧୯୯୬), ଜୀବନ ଜଙ୍ଘା (୨୦୦୪) ଓ ଅରଣ୍ୟରେ ଯେତେ ଦିନ (୨୦୦୭) ଅନ୍ୟତମ।  କବିତା ସଂକଳନ ‘ନଷ୍ଟ ହୋଇଯାଇଥିବା ମୋହ’ ଲାଗି ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026
Latest News

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.