Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସଂକ୍ରାମଣ ହ୍ରାସ ପାଉଥିବାରୁ କୋଭିଡ କଟକଣା କୋହଳ କରିବାକୁ ରାଜ୍ୟକୁ କେନ୍ଦ୍ରର ଚିଠି
ଜାତୀୟ ଖବର

ସଂକ୍ରାମଣ ହ୍ରାସ ପାଉଥିବାରୁ କୋଭିଡ କଟକଣା କୋହଳ କରିବାକୁ ରାଜ୍ୟକୁ କେନ୍ଦ୍ରର ଚିଠି

February 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଂକ୍ରାମଣ ହ୍ରାସ ପାଉଥିବାରୁ କୋଭିଡ କଟକଣା କୋହଳ କରିବାକୁ ରାଜ୍ୟକୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ: ନୂଆ କରୋନା ସଂକ୍ରାମଣ ହ୍ରାସକୁ ଦୃଷ୍ଟିରେ ରଖି କୋଭିଡ କଟକଣାରେ କୋହଳ କରିବାକୁ ରାଜ୍ୟଗୁଡିକ କେନ୍ଦ୍ର ସରକାର ଚିଠି ଲେଖି ଜଣାଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏହି ପ୍ରସଙ୍ଗରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବ ତଥା ମୁଖ୍ୟ ପ୍ରଶାସକଙ୍କୁ ଏକ ଚିଠି ଲେଖିଛନ୍ତି।

ସେ କହିଛନ୍ତି, ଗତ ମାସର 21 ତାରିଖରୁ ଦେଶରେ କୋଭିଡ -19 ମହାମାରୀ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି | ଗତ ସପ୍ତାହରେ ହାରାହାରି ଦୈନିକ ମାମଲା 50 ହଜାର 476 ଥିଲା ଏବଂ ଗତ 24 ଘଣ୍ଟା ମଧ୍ୟରେ 27 ହଜାର 409 ଟି ନୂତନ ମାମଲା ରିପୋର୍ଟ ହୋଇଛି।

ଶ୍ରୀ ଭୂଷଣ କହିଛନ୍ତି ଯେ ଉଚ୍ଚ କୋଭିଡ କେସ୍ ବୃଦ୍ଧିକୁ ଦୃଷ୍ଟିରେ ରଖି କିଛି ରାଜ୍ୟ ସେମାନଙ୍କ ସୀମା ତଥା ବିମାନବନ୍ଦରରେ ଅତିରିକ୍ତ ପ୍ରତିବନ୍ଧକ ଲଗାଇଛନ୍ତି। ସେ କହିଛନ୍ତି ଯେ, Covid- 19 ର ଜନସ୍ୱାସ୍ଥ୍ୟ ଚ୍ୟାଲେଞ୍ଜକୁ ଫଳପ୍ରଦ ଭାବରେ ପରିଚାଳନା କରିବା ଉଚିତ। ହେଲେ ଏହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଯେ ଅତିରିକ୍ତ ପ୍ରତିବନ୍ଧକ ଦ୍ବାରା ଲୋକଙ୍କ ଗତିବିଧି ତଥା ଅର୍ଥନୈତିକ କାର୍ଯ୍ୟକଳାପ ବାଧାପ୍ରାପ୍ତ ହେବ ଉଚିତ ନୁହେଁ।

ଶ୍ରୀ ଭୂଷଣ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ଦୈନ୍ଦିନ ମାମଲାର ଗତିବିଧି ତଥା ସଂକ୍ରମଣର ପ୍ରସାର ଉପରେ ନଜର ରଖିବାକୁ କହିଛନ୍ତି।

covid19 କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026
Latest News

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.