Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନିୟନ୍ତ୍ରଣକୁ ଆସୁଛି ଦେଶର କୋରନା ସ୍ଥିତି, ଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ଆକ୍ରାନ୍ତ ଚିହ୍ନଟ
ଜାତୀୟ ଖବର

ନିୟନ୍ତ୍ରଣକୁ ଆସୁଛି ଦେଶର କୋରନା ସ୍ଥିତି, ଗତ ୨୪ ଘଣ୍ଟା ମଧ୍ୟରେ ୨୬ ହଜାର ଆକ୍ରାନ୍ତ ଚିହ୍ନଟ

February 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ନିୟନ୍ତ୍ରଣକୁ ଆସିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୫ ହଜାର ୯୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଦେଶରେ ବର୍ତ୍ତମାନ ଆକ୍ଟିଭ୍ କେସ୍ ୨ଲକ୍ଷ ୯୨ ହଜାର ୯୨ କୁ ହ୍ରାସ ପାଇଛି। ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୦.୬୮ ପ୍ରତିଶତ। ସମଗ୍ର ଦେଶରେ ବଜର୍ତ୍ତମାନ ସୁଦ୍ଧା ସମୁଦାୟ ୪ କୋଟି ୧୯ ଲକ୍ଷ ୭୭ ହଜାର ୨୩୮ ଆରୋଗ୍ୟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ୬୬ ହଜାର ୨୫୪ ରୋଗୀ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର ୯୮.୧୨ ପ୍ରତିଶତକୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୨୭ ଲକ୍ଷ ୮୦ ହଜାର ୨୩୫ କୁ ବୃଦ୍ଧି ପାଇଛି। ମୋଟ ସକ୍ରୀୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୮୨୬ ଜଣକୁ ହ୍ରାସ ପାଇଛି।

ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୯୨ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୧୦ ହଜାର ୯୦୫ କୁ ବୃଦ୍ଧି ପାଇଛି। ସକ୍ରୀୟ ଆକ୍ରାନ୍ତ ୦.୬୮ ପ୍ରତିଶତ ରହିଛି। ଆରୋଗ୍ୟ ହୋଇଛନ୍ତି ୯୮.୧୨ ପ୍ରତିଶତ। ସେହିପରି ମୃତ୍ୟୁ ସଂଖ୍ୟା ୧.୩୮ ପ୍ରତିଶତରେ ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ବାଙ୍କିପୁରରୁ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ହେବେ କି ପ୍ରଶାନ୍ତ କିଶୋର?: ସ୍ପଷ୍ଟ କଲେ ଆରଜେଡି, କଂଗ୍ରେସ

July 6, 2026

ପଶ୍ଚିମବଙ୍ଗରେ ଦୁଷ୍କର୍ମ ଓ ହତ୍ୟା ଅଭିଯୁକ୍ତଙ୍କୁ ପିଟିପିଟି ହତ୍ୟା: ବସ୍ତାରୁ ମିଳିଥିଲା ନାବାଳିକାର ମୃତଦେହ

July 6, 2026

ରାମ ମନ୍ଦିର ଟ୍ରଷ୍ଟ ବୈଠକ ପୂର୍ବରୁ ଚମ୍ପତ ରାୟଙ୍କଠାରୁ କାଢ଼ିନିଆଗଲା ଏହି କ୍ଷମତା

July 6, 2026
Latest News

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026

ବାଙ୍କିପୁରରୁ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ହେବେ କି ପ୍ରଶାନ୍ତ କିଶୋର?: ସ୍ପଷ୍ଟ କଲେ ଆରଜେଡି, କଂଗ୍ରେସ

July 6, 2026

ପଶ୍ଚିମବଙ୍ଗରେ ଦୁଷ୍କର୍ମ ଓ ହତ୍ୟା ଅଭିଯୁକ୍ତଙ୍କୁ ପିଟିପିଟି ହତ୍ୟା: ବସ୍ତାରୁ ମିଳିଥିଲା ନାବାଳିକାର ମୃତଦେହ

July 6, 2026

ରାମ ମନ୍ଦିର ଟ୍ରଷ୍ଟ ବୈଠକ ପୂର୍ବରୁ ଚମ୍ପତ ରାୟଙ୍କଠାରୁ କାଢ଼ିନିଆଗଲା ଏହି କ୍ଷମତା

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.