Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲି ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ: ୧୭୧ଟି ଜିଲ୍ଲା ପରିଷଦ ପାଇଁ ହେବ ମତଦାନ
ବିଶେଷ ଖବର

ଆସନ୍ତାକାଲି ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ: ୧୭୧ଟି ଜିଲ୍ଲା ପରିଷଦ ପାଇଁ ହେବ ମତଦାନ

February 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତାକାଲି ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ ହେବ। ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହେବ। ଏହା ଅପରାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

ଆଜି ୨୯ ଟି ଜିଲ୍ଲାର ୬୩ଟି ବ୍ଲକରେ ଏହି ନିର୍ବାଚନ ହେବ। ଏଥିରେ ୧୭୧ଟି ଜିଲ୍ଲା ପରିଷଦ ପଦବୀ ପାଇଁ ନିର୍ବାଚନ ହେବ। ଏଥିସହିତ ୧ ହଜାର ୩୮୨ଟି ପଞ୍ଚାୟତରେ ନିର୍ବାଚନ ହେବ। ଏଥିପାଇଁ ୧୮ ହଜାର ୪୯୫ ଟି ବୁଥର ବନ୍ଦୋବସ୍ତ କରାଯାଇଛି।  ଏହି ଗଣତନ୍ତ୍ର ପର୍ବର ତୃତୀୟ ପର୍ଯ୍ୟାୟରେ ୫୬ ଲକ୍ଷ ୫୩ ହଜାର ୪୦୫ ଜଣ ଭୋଟର ସେମାନଙ୍କ ମତାଧିକାର ସାବସ୍ୟ କରିବେ।

ଜିଲ୍ଲା ପରିଷଦ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଭୋଟ ଗ୍ରହଣ ମତଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026
Latest News

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026

ଆଜି ଜୁନ୍ ୨୪ ରେ ଏହି ରାଶିର ବ୍ୟକ୍ତିମାନଙ୍କ ପ୍ରତି ମହାଦେବଙ୍କ ରହିବ ଆଶୀର୍ବାଦ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.