Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Panchayat Election: ସରିଲା ତୃତୀୟ ପର୍ଯ୍ୟାୟ ଭୋଟ, ୭୧ ପ୍ରତିଶତ ମତଦାନ
ବିଶେଷ ଖବର

Panchayat Election: ସରିଲା ତୃତୀୟ ପର୍ଯ୍ୟାୟ ଭୋଟ, ୭୧ ପ୍ରତିଶତ ମତଦାନ

February 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Panchayat Election: ସରିଲା ତୃତୀୟ ପର୍ଯ୍ୟାୟ ଭୋଟ, 71 ପ୍ରତିଶତ ମତଦାନ

ଭୁବନେଶ୍ବର: ଶେଷ ହୋଇଛି ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ। ଆଜି ସକାଳ ୭ ଟାରୁ ଏହି ଭୋଟ ଗ୍ରହଣ ଆରମ୍ଭ ହୋଇଥିଲା। ଯାହା ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଚାଲିଥିଲା। ଏହି ପର୍ଯ୍ୟାୟରେ ସର୍ବମୋଟ ୭୧ପ୍ରତିଶତ ମତଦାନ ହୋଇଥିବାର ଜଣାପଡିଛି।

ତେବେ ଏହି ଭୋଟ ଗ୍ରହଣ ସମୟରେ କେତେକ ସ୍ଥାନରେ ଗଣ୍ଡଗୋଳ ହୋଇଥିବାର ଜଣାପଡିଛି। ଯାଜପୁରର ବିଞ୍ଜାରପୁର ଅଞ୍ଚଳରେ ଦୁର୍ବତମାନେ ସାମ୍ବାଦିକମାନଙ୍କୁ ଆକ୍ରମଣ କରିଛନ୍ତି। ଭୋଟ ବାକ୍ସ ଅପହରଣ କରୁଥିବା ସମୟରେ ଖବର ସଂଗ୍ରହ କରିବାରୁ ସେମାନେ ଆକ୍ରମଣ କରିଥିଲେ।

ଆଜି ୨୯ ଟି ଜିଲ୍ଲାର ୬୩ଟି ବ୍ଲକରେ ଏହି ନିର୍ବାଚନ ହୋଇଥିଲା। ଏଥିରେ ୧୭୧ଟି ଜିଲ୍ଲା ପରିଷଦ ପଦବୀ ପାଇଁ ନିର୍ବାଚନ ହୋଇଛି। ଏଥିସହିତ ୧ ହଜାର ୩୮୨ଟି ପଞ୍ଚାୟତରେ ମଧ୍ୟ ଭୋଟ ଗ୍ରହଣ କରାଯାଇଥିଲା।

ତୃତୀୟ ପର୍ଯ୍ୟାୟରେ ୧୮ ହଜାର ୪୯୫ ଟି ବୁଥ କରାଯାଇଥିଲା। ଏହି ଗଣତନ୍ତ୍ର ପର୍ବର ତୃତୀୟ ପର୍ଯ୍ୟାୟରେ ୫୬ ଲକ୍ଷ ୫୩ ହଜାର ୪୦୫ ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବାର ଥିଲା।

ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ଭୋଟ
Share. Facebook Twitter LinkedIn Email WhatsApp Copy Link

Related Posts

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.