Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଡା ସୁରକ୍ଷା ମଧ୍ୟରେ ଚାଲିଛି ବାତିଲ ହୋଇଥିବା ବୁଥର ପୁନଃଭୋଟ ଗ୍ରହଣ
ବିଶେଷ ଖବର

କଡା ସୁରକ୍ଷା ମଧ୍ୟରେ ଚାଲିଛି ବାତିଲ ହୋଇଥିବା ବୁଥର ପୁନଃଭୋଟ ଗ୍ରହଣ

February 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କଡା ସୁରକ୍ଷା ମଧ୍ୟରେ ଚାଲିଛି ବାତିଲ ହୋଇଥିବା ବୁଥର ପୁନଃଭୋଟ ଗ୍ରହଣ

ଭୁବନେଶ୍ବର: ପ୍ରଥମ ପର୍ଯ୍ୟାୟ ଓ ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବେଳେ ଯେଉଁ ଯେଉଁ ସ୍ଥାନମାନଙ୍କରେ ବିଭିନ୍ନ ପ୍ରକାରର ଗଣ୍ଡଗୋଳ ଯୋଗୁଁ ନିର୍ବାଚନକୁ ବାତିଲ କରି ଦିଆଯାଇଥିଲା ସେ ସବୁ ଭୋଟ ଗ୍ରହଣ କେନ୍ଦ୍ରଗୁଡ଼ିକରେ ଆଜି ପୁନଃ ଭୋଟ ଗ୍ରହଣ ଚାଲିଛି।

ସେସବୁ ଭୋଟଗ୍ରହଣ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସକାଳ ୯ଟାରୁ ମତଦାନ ପକ୍ରିୟା ଆରମ୍ଭ ହୋଇଛି। ଏହା ଅପରହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ। ବିଭିନ୍ନ କାରଣ ଯୋଗୁଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବେଳେ ବାତିଲ ହୋଇଥିବା ଭଦ୍ରକ ଜିଲ୍ଲା, ଭଦ୍ରକ ବ୍ଲକ୍‌ର ୪ଟି, ବନ୍ତ ବ୍ଲକ୍‌ର ଗୋଟିଏ ରହିଛି।

ସେହିପରି ଢେଙ୍କାନାଳ ଜିଲ୍ଲ ଗନ୍ଦିଆ ବ୍ଲକ୍‌ର ୪ଟି, ଯାଜପୁର ଜିଲ୍ଲା ଯାଜପୁର ବ୍ଲକ୍‌ର ୯ଟି, ଧର୍ମଶାଳା ବ୍ଲକ୍‌ର ୨ଟି, ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ୍‌ର ଗୋଟିଏ, କୃଷ୍ଣପ୍ରସାଦ ବ୍ଲକର ଗୋଟିଏ, କଣାସ ବ୍ଲକ୍‌ର ୩ଟି ମତଦାନ କେନ୍ଦ୍ରରେ ପୁନଃମତଗ୍ରହଣ କରାଯାଉଛି।

ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ବିଭିନ୍ନ କାରଣରୁ ନିର୍ବାଚନ ବାତିଲ ହୋଇଥିବା ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍‌ର ଗୋଟିଏ, ବୌଦ୍ଧ ଜିଲ୍ଲା ବୌଦ୍ଧ ବ୍ଲକ୍‌ର ଗୋଟିଏ, ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ୍‌ର ଗୋଟିଏ, ଜଗତସିଂହପୁର ଜିଲ୍ଲା ଜଗତସିଂହପୁର ବ୍ଲକ୍‌ର ୩ଟି, ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ୍‌ର ୧୦ଟି, କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ୍‌ର ଗୋଟିଏ ଓ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ୍‌ର ଗୋଟିଏ, ଶୁଳିଆପଦା ବ୍ଲକ୍‌ର ଦୁଇଟି ସ୍ଥାନରେ ପୁନଃ ଭୋଟ ଗ୍ରହଣ କରାଯାଉଛି।

ଓଡିଶା ପଞ୍ଚାୟତ ନିର୍ବାଚନ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ବନ୍ଧୁକ ଦେଖାଇ ସୁନା ବ୍ୟବସାୟୀଙ୍କୁ ଲୁଟ: ୧୦ ଲକ୍ଷରୁ ଅଧିକ ଗହଣା ନେଇ ଫେରାର

August 23, 2026

ବଙ୍ଗୋପସାଗରରେ ପୁଣି ଲଘୁଚାପ: ୨୮ ଯାଏଁ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

August 23, 2026

ପର୍ଜଙ୍ଗରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌-ଟ୍ରଲର ମୁହାଁମୁହିଁ ଧକ୍କା, ଚାଳକ ମୃତ

August 23, 2026
Latest News

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026

ଦିଲ୍ଲୀରେ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ: ଆଖିକୁ ଫିଙ୍ଗିଲେ ଲଙ୍କା ପାଉଡର

August 23, 2026

ଅଗଷ୍ଟରେ ସୁନାର ମୂଲ୍ୟ ୧୦ ହଜାରରୁ ଅଧିକ ବୃଦ୍ଧି: ଉଚ୍ଚ ସ୍ତରରେ ରୂପା ଦର

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.