Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତା ୨୬ରୁ ଭୋଟ ଗଣନା, ରାତି ପର୍ଯ୍ୟନ୍ତ ଚାଲିପାରେ, ସୁରକ୍ଷା ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ
ବିଶେଷ ଖବର

ଆସନ୍ତା ୨୬ରୁ ଭୋଟ ଗଣନା, ରାତି ପର୍ଯ୍ୟନ୍ତ ଚାଲିପାରେ, ସୁରକ୍ଷା ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ

February 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ୨୬ରୁ ଭୋଟ ଗଣନା, ରାତି ପର୍ଯ୍ୟନ୍ତ ଚାଲିପାରେ, ସୁରକ୍ଷା ନେଇ କମିଶନରଙ୍କ ବୈଠକ

ଭୁବନେଶ୍ୱର: ଗୁରୁବାର ଦିନ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହାପରେ ଆସନ୍ତା ୨୬, ୨୭ ଏବଂ ୨୮ ତାରିଖରେ ସମସ୍ତ ବ୍ଲକ୍‌ ମୁଖ୍ୟାଳୟଠାରେ ତିନିଦିନଧରି ଭୋଟ ଗଣନା କାର୍ଯ୍ୟ କରାଯିବ।

ଭୋଟ ଗଣନା କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସମ୍ଭାବ୍ୟ ଆଇନଶୃଙ୍ଖଳା ପରିସ୍ଥିତିିର ନିୟନ୍ତ୍ରଣ ଏବଂ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ଆଜି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ, ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଏବଂ ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ ଆର୍‌.କେ. ଶର୍ମାଙ୍କ ସହ ସୁରକ୍ଷା ସଂପର୍କିତ ସମୀକ୍ଷା ବୈଠକ କରିଥିଲେ ।

ଭୋଟ ଗଣତି କେନ୍ଦ୍ର ବାହାରେ, ବିଶେଷ କରି ଭୋଟଗଣତି ସମୟରେ ହେବାକୁ ଥିବା ଭିଡ଼କୁ କିପରି ନିୟନ୍ତ୍ରଣ କରାଯାଇପାରିବ ଓ ଭୋଟଗଣତି କାର୍ଯ୍ୟ ରାତି ପର୍ଯ୍ୟନ୍ତ ଚାଲିଲେ, ସେ ସମୟରେ ସମ୍ଭାବ୍ୟ ଆଇନଶୃଙ୍ଖଳା ରକ୍ଷା ସଂପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଛି। କୌଣସି ପରିସ୍ଥିତିରେ କୌଣସିଠାରେ ଯେପରି ବିଶୃଙ୍ଖଳା ନ ଉପୁଜିବ ସେ ଦିଗରେ ତୀକ୍ଷ୍‌ଣ ଦୃଷ୍ଟିଦେବାକୁ ସଂପୃକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯିବ ଓ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ସମୀକ୍ଷା ବୈଠକରେ ନିର୍ବାଚନ ଆୟୋଗଙ୍କ ସଚିବ ରବିନ୍ଦ୍ରନାଥ ସାହୁ, ସ୍ୱତନ୍ତ୍ର ସଚିବ ରଘୁରାମ ଆର୍‌. ଆୟାର ପ୍ରମୁଖ ଉପସ୍ଥିତ ଥିଲେ।

Odisha Panchayat Election ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିର୍ବାଚନ କମିଶନର ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026
Latest News

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.