Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସରିଲା ପଞ୍ଚାୟତ ନିର୍ବାଚନ, ଆସନ୍ତାକାଲିଠୁ ନିର୍ଦ୍ଧାରଣ ହେବ ପ୍ରାର୍ଥୀଙ୍କ ଭାଗ୍ୟ
ବିଶେଷ ଖବର

ସରିଲା ପଞ୍ଚାୟତ ନିର୍ବାଚନ, ଆସନ୍ତାକାଲିଠୁ ନିର୍ଦ୍ଧାରଣ ହେବ ପ୍ରାର୍ଥୀଙ୍କ ଭାଗ୍ୟ

February 25, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ୨୦୨୨ ପଞ୍ଚାୟତ ନିର୍ବାଚନ ଓଡ଼ିଶାରେ ପାଞ୍ଚଟି ପର୍ଯ୍ୟାୟ କ୍ରମରେ ସରିଯାଇଛି। ଯାହା ଫେବୃୟାରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖ କ୍ରମରେ ନିର୍ବାଚନ ହୋଇଥିଲା। ଫେବୃୟାରୀ ୨୬ ତାରିଖରେ ଭୋଟ ଗଣତି ହେବ ସେହିଦିନ ହିଁ ଜଣାପଡ଼ିବ ଯେ, କାହା ହାତରେ ଭାଗ୍ୟ। ଓଡ଼ିଶାର ୮୫୩ ଟି ଜିଲ୍ଲା ପରିଷଦ, ୬୭୯୪ଟି ସରପଞ୍ଚ ଓ ସମିତି ସଭ୍ୟ, ୯୧୯୧୬ଟି ୱାର୍ଡ଼ମେମ୍ବରଙ୍କ ଭାଗ୍ୟ ୩.୨୯କୋଟି ଓଡ଼ିଶାବାସୀଙ୍କ ହାତରେ ରହିଛି ଯାହା ଫେବୃୟାରୀ ୨୬ରେ ଜଣାପଡ଼ିବ।

ସାଧାରଣତଃ ପଞ୍ଚାୟତ ନିର୍ବାଚନ ୫ଟି ପର୍ଯ୍ୟାୟରେ ହୋଇଥିଲା ତେଣୁ ଫେବୃୟାରୀ ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ଆରମ୍ଭ ହୋଇଥିଲା ଯାହା ୨୦୦ ଜିଲ୍ଲା ପରିଷଦ, ୧୬୬୯ଟି ସରପଞ୍ଚ ଓ ସମିତି ସଭ୍ୟ ଏବଂ ୨୨୩୭୯ ୱାର୍ଡ଼ମେମ୍ବର, ଫେବୃୟାରୀ ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ୧୮୬ ଜିଲ୍ଲା ପରିଷଦ,୧୫୧୪ଟି ସରପଞ୍ଚ ଓ ସମିତି ସଭ୍ୟ ଏବଂ ୨୦୪୩୬ଟି ୱାର୍ଡ଼ମେମ୍ବର, ଫେବୃୟାରୀ ୨୦ ତାରିଖରେ ତୃତୀୟ ପର୍ଯ୍ୟାୟରେ ୧୭୧ଟି ଜିଲ୍ଲା ପରିଷଦ, ୧୩୮୨ଟି ସରପଞ୍ଚ ଓ ସମିତି ସଭ୍ୟ ଏବଂ୧୮୪୯୫ଟି ୱାର୍ଡ଼ମେମ୍ବର, ଫେବୃୟାରୀ ୨୨ରେ ଚତୁର୍ଥ ପର୍ଯ୍ୟାୟରେ ୧୬୩ଟି ଜିଲ୍ଲା ପରିଷଦ, ୧୨୫୪ଟି ସରପଞ୍ଚ ଓ ସମିତିସଭ୍ୟ ଓ୧୭୦୮୯ଟି ୱାର୍ଡ଼ମେମ୍ବର ଏବଂ ଫେବୃୟାରୀ ୨୪ ତାରିଖ ଶେଷ ପର୍ଯ୍ୟାୟରେ ୧୩୧ଟି ଜିଲ୍ଲା ପରିଷଦ, ୯୭୫ଟି ସରପଞ୍ଚ ଓ ସମିତି ସଭ୍ୟ ଓ୧୩୫୧୪ଟି ୱାର୍ଡ଼ମେମ୍ବର ଆସନ ପାଇଁ ଲଢେଇ ହୋଇଥିଲା। ଏହି ଆସନ କିଏ ପାଇବ ତାହା ଜଣାନାହିଁ କିନ୍ତୁ ଏହି ଆସନ ପାଇଁ ୩.୨୯ କୋଟି ଓଡ଼ିଶାବାସୀଙ୍କ ହାତରେ ରହିଛି । କିନ୍ତୁ ଏବେ ସମୟ ଆସିଛି ଭୋଟ ଗଣତି ପରେ ଜଣାପଡ଼ିବ ଜନତା କାହାକୁ ପସନ୍ଦ କରିଛନ୍ତି ଓ କାହା ମୁଣ୍ଡରେ କଳସ ବସିବ।

ଦେଖିବାକୁ ଗଲେ ସମସ୍ତଙ୍କ ନଜର ରହିଛି ଜିଲ୍ଲା ପରିଷଦ ଉପରେ କାହିଁକି ନା ଏଠାରେ ତିନୋଟି ପ୍ରମୁଖ ଦଳ ବିଜେଡ଼ି (ବିଜୁ ଜନତା ଦଳ), ବିଜେପି (ଭାରତୀୟ ଜନତା ପାର୍ଟି) ଓ ଭାରତୀୟ ଜାତୀୟ କଂଗ୍ରେସ ଦଳ ଗୁଡ଼ିକ ୮୫୩ଟି ଆସନ ପାଇଁ ଲଢେଇ ହୋଇଥିଲା। ଭୋଟ ଗଣତି ପରେ ଜଣାଯିବ କେଉଁ ଦଳ କେତେ ବାଜିମାତ କରିଛି। ଏହାକୁ ଦେଖି ୨୦୨୪ରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ତିନି ଦଳ ପ୍ରସ୍ତୁତ ରହିବେ।

ବାପି ନାୟକ- ମୋ : ୭୩୭୭୪୧୦୫୭୧

ଓଡିଶା ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

୧୦ ବର୍ଷ ପରେ କେରଳରେ କ୍ଷମତା ପରିବର୍ତ୍ତନର ସଙ୍କେତ, କଂଗ୍ରେସକୁ ବହୁମତ!

April 30, 2026

ବଙ୍ଗ କାହାର ? ଦିଦି ବନାମ ମୋଦୀ

April 29, 2026
Latest News

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.