Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଞ୍ଚାୟତ ଲଢେଇ: ୫୦୦ ଅତିକ୍ରମ କଲା ବିଜେଡ଼ି, ବହୁତ ପଛରେ ବିରୋଧୀ
ବିଶେଷ ଖବର

ପଞ୍ଚାୟତ ଲଢେଇ: ୫୦୦ ଅତିକ୍ରମ କଲା ବିଜେଡ଼ି, ବହୁତ ପଛରେ ବିରୋଧୀ

February 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଗତକାଲି ୩୧୪ ବ୍ଲକର ୩୧୫ ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ ଗଣତି ହୋଇଛି। ଏଥିରେ ବିଜେଡ଼ି ୨୮୧ ଟି ଆସନରେ ଆଗୁଆ କିମ୍ବା ବିଜୟ ଲାଭ କରିଥିବା ବେଳେ କଂଗ୍ରେସ-ବିଜେପି ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ତେବେ ଆଜି ମଧ୍ୟ ରାଜ୍ୟର ୩୧୪ ବ୍ଲକର ୩୦୬ ଜିଲ୍ଲା ପରିଷଦ ଆସନରେ ଭୋଟ ଗଣତି ଆରମ୍ଭ ହୋଇସାରିଛି। ଆଉ କିଛି ସମୟ ପରେ ଟ୍ରେଣ୍ଡ ସାମ୍ନାକୁ ଆସିବ।

ମୋଟ ୮୫୧- ଫାଳଫଳ/ଆଗୁଆ- ୫୭୧:

ବିଜେଡି- ୫୦୧ ଟିରେ ଆଗୁଆ

ବିଜେପି- ୩୬ ଟିରେ ଆଗୁଆ

କଂଗ୍ରେସ- ୧୫ ଟିରେ ଆଗୁଆ

ଅନ୍ୟାନ୍ୟ-୧୯ ଟିରେ ଆଗୁଆ

ଜିଲ୍ଲା ପରିଷଦ ଆସନ ପଞ୍ଚାୟତ ଲଢେଇ ଭୋଟ ଗଣତି
Share. Facebook Twitter LinkedIn Email WhatsApp Copy Link

Related Posts

ନିମ୍ବୁଡା ନିମ୍ବୁଡା ତାକତ୍: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ଗିରଫ ହୋଇ ଜେଲ ଗଲେ ମନୋଜ ପାଢୀ

July 14, 2026

Big Breaking: ଦୀର୍ଘ ୨୬ ବର୍ଷ ପରେ ଜେଲରୁ ବାହାରିବେ ଦାରା ସିଂ

July 14, 2026

ଦୁଇ ଭାଗ ହେଲା ପାକିସ୍ତାନ!: ନିଜକୁ ସ୍ୱାଧୀନ ରାଷ୍ଟ୍ର ଘୋଷଣା କଲା ବଲୁଚିସ୍ତାନ

July 14, 2026

ଇ-୨୦ ଉପରେ କଠୋର ଆଭିମୁଖ୍ୟ: କଡ଼ା ନିର୍ଦ୍ଦେଶ ଦେଲେ ସରକାର

July 14, 2026
Latest News

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.