Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କ୍ରମାଗତ ବୃଦ୍ଧି ପାଉଛି ବିଜେଡ଼ିର ସଂଖ୍ୟା, ଜାଣନ୍ତୁ ଏପର୍ଯ୍ୟନ୍ତ କଣ ରହିଛି ବିରୋଧୀ ଦଳର ସ୍ଥିତି
ବିଶେଷ ଖବର

କ୍ରମାଗତ ବୃଦ୍ଧି ପାଉଛି ବିଜେଡ଼ିର ସଂଖ୍ୟା, ଜାଣନ୍ତୁ ଏପର୍ଯ୍ୟନ୍ତ କଣ ରହିଛି ବିରୋଧୀ ଦଳର ସ୍ଥିତି

February 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଦୁଇ ଦିନ ଧରି ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଚାଲିଛି। ଆଜି ଭୋଟ ଗଣତିର ତୃତୀୟ ଦିନ। ଦୁଇ ଦିନ ମଧ୍ୟରେ ଫଳାଫଳ ସାମନାକୁ ଆସିଥିବା ବେଳେ ଆଜି ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତେବେ ରାଜ୍ୟରେ ସରକାରୀ ଦଳ ବହୁତ ବଡ ବ୍ୟବଧାନରେ ବିଜୟ ହେଉଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫୮୫ ଟି ଜିଲ୍ଲାପରିଷଦ ଆସନର ଫଳାଫଳ ଘୋଷଣା ହୋଇସାରିଛି

ଏଥିରେ ବିଜେଡ଼ି ୫୧୮ ଟି ଆସନ ଅକ୍ତିଆର କରିଥିବା ବେଳେ ୩୧ ଟି ଆସନରେ ବିଜେପି ଏବଂ ୨୯ ଟି କଂଗ୍ରେସ ଏବଂ ସ୍ଵାଧୀନ ପ୍ରାର୍ଥୀ ୦୭ ଟି ଆସନରେ ବିଜୟ ଲାଭ କରିଛନ୍ତି

ତେବେ ଆଜି ମଧ୍ୟ ରାଜ୍ୟର ୩୧୪ ବ୍ଲକର ୨୩୦ ଜିଲ୍ଲା ପରିଷଦ ଆସନରେ ଭୋଟ ଗଣତି ଆରମ୍ଭ ହୋଇସାରିଛି। ବର୍ତ୍ତମାନ ଟ୍ରେଣ୍ଡ ଆସିବା ଆରମ୍ଭ ହୋଇଛି।

ମୋଟ ୮୫୧- ଫାଳଫଳ/ଆଗୁଆ- ୮୧୬:

ବିଜେଡି- ୭୩୦ ଟିରେ ଆଗୁଆ

ବିଜେପି- ୪୪ ଟିରେ ଆଗୁଆ

କଂଗ୍ରେସ- ୩୪ ଟିରେ ଆଗୁଆ

ଅନ୍ୟାନ୍ୟ- ୮ ଟିରେ ଆଗୁଆ

ପଞ୍ଚାୟତ ଲଢେଇ ବିଜେଡି ବିରୋଧୀ ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026
Latest News

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.