Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»UrbanElection: ପ୍ରକାଶ ପାଇଲା ପୌର ନିର୍ବାଚନ ବିଜ୍ଞପ୍ତି, ମାର୍ଚ୍ଚ ୨ ତାରିଖରୁ ନାମାଙ୍କନ ପତ୍ର ଦାଖଲ
ବିଶେଷ ଖବର

UrbanElection: ପ୍ରକାଶ ପାଇଲା ପୌର ନିର୍ବାଚନ ବିଜ୍ଞପ୍ତି, ମାର୍ଚ୍ଚ ୨ ତାରିଖରୁ ନାମାଙ୍କନ ପତ୍ର ଦାଖଲ

February 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
UrbanElection: ପ୍ରକାଶ ପାଇଲା ପୌର ନିର୍ବାଚନ ବିଜ୍ଞପ୍ତି, ମାର୍ଚ୍ଚ ୨ ତାରିଖରୁ ନାମାଙ୍କନ ପତ୍ର ଦାଖଲ

ଭୁବନେଶ୍ବର: ଆଜି ବିଧିବଧ ଭାବେ ପ୍ରକାଶ ପାଇଛି ପୌର ନିର୍ବାଚନ ପାଇଁ ବିଜ୍ଞପ୍ତି। ଏହି ବିଜ୍ଞପ୍ତି ରାଜ୍ୟ ନିର୍ବାଚନ କମିଶନର ପ୍ରକାଶ କରିଛନ୍ତି। ରାଜ୍ୟ ସମସ୍ତ ଜିଲ୍ଲାପାଳ ଅପିସ ଏବଂ ତହସିଲ ଅପିସରେ ଏହି ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି।

ଏହି ବିଜ୍ଞପ୍ତି ଅନୁସାରେ ଯେଉଁ ଯେଉଁ ତାରିଖରେ ନିର୍ବାଚନ ପକ୍ରିୟାର ବିଭିନ୍ନ କାର୍ଯ୍ୟ ହେବ ତାହା ହେଲା..

ନାମାଙ୍କନ ପତ୍ର ଦାଖଲ : ୨ ମାର୍ଚ୍ଚରୁ ୭ ମାର୍ଚ୍ଚ ୨୦୨୨

ପ୍ରାର୍ଥୀପତ୍ର ଯାଞ୍ଚ : ୯ ମାର୍ଚ୍ଚ ୨୦୨୨

୧୪ ମାର୍ଚ୍ଚ ପର୍ଯ୍ୟନ୍ତ : ପ୍ରାର୍ଥୀପତ୍ର ପ୍ରତ୍ୟାହାର

ଭୋଟଦାନ : ୨୪ ମାର୍ଚ୍ଚ ୨୦୨୨

ଫଳାଫଳ : ୨୬ ମାର୍ଚ୍ଚ ୨୦୨୨

ଉପାଧ୍ୟକ୍ଷ ନିର୍ବାଚନ : ୭ ଏପ୍ରିଲ ୨୦୨୨

ଡେପୁଟି ମେୟର ନିର୍ବାଚନ : ୮ ଏପ୍ରିଲ ୨୦୨୨

ଏଥର ୧୦୬ ଟି ପୌର ପରିଷଦ ଏବଂ ୩ ଟି ମହାନଗର ନିଗମରେ ନିର୍ବାଚନ ହେବ। ଏ ନେଇ ନିର୍ବାଚନ କମିଶନର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଏହି ନିର୍ବାଚନରେ ୪୪ ଲକ୍ଷ ଭୋଟର ମତଦାନ କରିବେ।

ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏହି ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇ ସାରିଛି। ଏହି ନିର୍ବାଚନରେ ପୁରୀ ମ୍ୟୁନିସିପାଲିଟିରେ ଏଥର ଭୋଟ ଗ୍ରହଣ ହେବ ନାହିଁ।

Urban Election ଓଡିଶା ପୌର ନିର୍ବାଚନ ପୌର ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆପଡ଼ାରେ ଚାଞ୍ଚଲ୍ୟ! ଗୋଟିଏ ଘରୁ ମିଳିଲା ନବଦମ୍ପତିଙ୍କ ମୃତଦେହ

October 13, 2026

ସୁନ୍ଦରଗଡ଼ରେ ବୀଭତ୍ସ ହତ୍ୟାକାଣ୍ଡ! କ୍ରସର ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ, ଖଣି ବିବାଦକୁ ନେଇ ବଢ଼ିଲା ସନ୍ଦେହ

October 13, 2026

ଡାଲି ଉତ୍ପାଦନରେ ଚମକିଲା ଓଡ଼ିଶା: ମୁଖ୍ୟମନ୍ତ୍ରୀ ଓ କୃଷି ମନ୍ତ୍ରୀଙ୍କୁ ବିଜେପିର ସାଧୁବାଦ

October 13, 2026

ରାଜ୍ୟସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଉଦ୍‌ଯାପିତ: ୧୦ ଲକ୍ଷରୁ ଅଧିକ କୃତୀ ଛାତ୍ରଛାତ୍ରୀ ସମ୍ମାନିତ

October 13, 2026
Latest News

ବାୟୁସେନା ମୁଖ୍ୟ ଏପି ସିଂହଙ୍କ ‘ତେଜସ୍’ରେ ସରିଲା ଶେଷ ଉଡ଼ାଣ

October 13, 2026

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

October 13, 2026

ନିଶାଦ୍ରବ୍ୟ ବିରୁଦ୍ଧରେ ଅଭିଯାନ ଚଳାଇଥିବା ପରମିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା

October 13, 2026

Truecallerରୁ ହଟାନ୍ତୁ ନିଜ ନମ୍ବର ଓ ବ୍ୟକ୍ତିଗତ ତଥ୍ୟ, ଏହି ସହଜ ଟ୍ରିକ୍‌ ଜାଣି ରଖନ୍ତୁ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.